ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1କୃପା ଭିକ୍ଷାର ପ୍ରାର୍ଥନା } [QS]
2. [PS]*ଆରୋହଣ-ଗୀତ। *[PE][PBR]ହେ ସ୍ୱର୍ଗୋପବିଷ୍ଟ ସଦାପ୍ରଭୁ, *[PE][QS]ମୁଁ ତୁମ୍ଭ ଆଡ଼େ ଉର୍ଦ୍ଧ୍ୱ ଦୃଷ୍ଟି କରେ। *[PE][QS]ଦେଖ, ଯେପରି ଦାସମାନଙ୍କ ଚକ୍ଷୁ ସେମାନଙ୍କ କର୍ତ୍ତାର ହସ୍ତକୁ [QE][QS]ଓ ଦାସୀର ଚକ୍ଷୁ ଆପଣା କର୍ତ୍ତ୍ରୀର ହସ୍ତକୁ ଅନାଏ; [QE][QS]ସେପରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର [QE][QS]ଆମ୍ଭମାନଙ୍କୁ ଦୟା କରିବା ପର୍ଯ୍ୟନ୍ତ ଆମ୍ଭମାନଙ୍କ ଚକ୍ଷୁ ତାହାଙ୍କୁ ଅନାଇଥାଏ। [QE]
3. [QS]ହେ ସଦାପ୍ରଭୁ, ଆମ୍ଭମାନଙ୍କୁ ଦୟା କର, ଆମ୍ଭମାନଙ୍କୁ ଦୟା କର; [QE][QS]କାରଣ ଆମ୍ଭେମାନେ ଅବଜ୍ଞାରେ ଅତିଶୟ ପୂର୍ଣ୍ଣ ହୋଇଅଛୁ। [QE]
4. [QS]ସୁଖଶାଳୀମାନଙ୍କ ଉପହାସରେ ଓ ଅହଙ୍କାରୀମାନଙ୍କ [QE][QS]ଅବଜ୍ଞାରେ ଆମ୍ଭମାନଙ୍କ ପ୍ରାଣ ଅତିଶୟ ପୂର୍ଣ୍ଣ ହୋଇଅଛି। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 123 / 150
କୃପା ଭିକ୍ଷାର ପ୍ରାର୍ଥନା 1 2 *ଆରୋହଣ-ଗୀତ। *ହେ ସ୍ୱର୍ଗୋପବିଷ୍ଟ ସଦାପ୍ରଭୁ, *ମୁଁ ତୁମ୍ଭ ଆଡ଼େ ଉର୍ଦ୍ଧ୍ୱ ଦୃଷ୍ଟି କରେ। *ଦେଖ, ଯେପରି ଦାସମାନଙ୍କ ଚକ୍ଷୁ ସେମାନଙ୍କ କର୍ତ୍ତାର ହସ୍ତକୁ ଓ ଦାସୀର ଚକ୍ଷୁ ଆପଣା କର୍ତ୍ତ୍ରୀର ହସ୍ତକୁ ଅନାଏ; ସେପରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଦୟା କରିବା ପର୍ଯ୍ୟନ୍ତ ଆମ୍ଭମାନଙ୍କ ଚକ୍ଷୁ ତାହାଙ୍କୁ ଅନାଇଥାଏ। 3 ହେ ସଦାପ୍ରଭୁ, ଆମ୍ଭମାନଙ୍କୁ ଦୟା କର, ଆମ୍ଭମାନଙ୍କୁ ଦୟା କର; କାରଣ ଆମ୍ଭେମାନେ ଅବଜ୍ଞାରେ ଅତିଶୟ ପୂର୍ଣ୍ଣ ହୋଇଅଛୁ। 4 ସୁଖଶାଳୀମାନଙ୍କ ଉପହାସରେ ଓ ଅହଙ୍କାରୀମାନଙ୍କ ଅବଜ୍ଞାରେ ଆମ୍ଭମାନଙ୍କ ପ୍ରାଣ ଅତିଶୟ ପୂର୍ଣ୍ଣ ହୋଇଅଛି।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 123 / 150
×

Alert

×

Oriya Letters Keypad References