ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ସଦାପ୍ରଭୁ ତାହାଙ୍କ ଲୋକମାନଙ୍କର ରକ୍ଷାକର୍ତ୍ତା} [PS] “ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ,” [QBR] ଇସ୍ରାଏଲ ଏବେ କହୁନ୍ତୁ; [QBR]
2. “ଲୋକମାନେ ଆମ୍ଭମାନଙ୍କ ପ୍ରତିକୂଳରେ ଉଠିଲା ବେଳେ, [QBR] ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ; [QBR]
3. ତେବେ ଆମ୍ଭମାନଙ୍କ ବିରୁଦ୍ଧରେ ସେମାନଙ୍କ କୋପ ପ୍ରଜ୍ୱଳିତ ହେବା ବେଳେ [QBR] ସେମାନେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥା’ନ୍ତେ; [QBR]
4. ତେବେ ଜଳରାଶି ଆମ୍ଭମାନଙ୍କୁ ମଗ୍ନ କରିଥା’ନ୍ତା, [QBR] ସ୍ରୋତ ଆମ୍ଭମାନଙ୍କର ପ୍ରାଣ ଉପର ଦେଇ ଯାଇଥା’ନ୍ତା [QBR]
5. ତେବେ ଗର୍ବିତ ଜଳରାଶି ଆମ୍ଭମାନଙ୍କ ପ୍ରାଣ ଉପର ଦେଇ ଯାଇଥା’ନ୍ତା।” [QBR]
6. ସଦାପ୍ରଭୁ ଧନ୍ୟ ହେଉନ୍ତୁ, [QBR] ସେ ଆମ୍ଭମାନଙ୍କୁ ଭକ୍ଷ୍ୟ ସ୍ୱରୂପ ହେବା ପାଇଁ ସେମାନଙ୍କ ଦନ୍ତକୁ ଦେଇ ନାହାନ୍ତି। [QBR]
7. ବ୍ୟାଧର ଫାନ୍ଦରୁ ପକ୍ଷୀ ପରି ଆମ୍ଭମାନଙ୍କ ପ୍ରାଣ ରକ୍ଷା ପାଇଅଛି; [QBR] ଫାନ୍ଦ ଛିଣ୍ଡିଗଲା, ଆମ୍ଭେମାନେ ରକ୍ଷା ପାଇଲୁ। [QBR]
8. ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କ ନାମରେ [QBR] ଆମ୍ଭମାନଙ୍କର ସାହାଯ୍ୟ ଥାଏ। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 124 / 150
ଗୀତସଂହିତା 124:161
ସଦାପ୍ରଭୁ ତାହାଙ୍କ ଲୋକମାନଙ୍କର ରକ୍ଷାକର୍ତ୍ତା 1 “ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ,” ଇସ୍ରାଏଲ ଏବେ କହୁନ୍ତୁ; 2 “ଲୋକମାନେ ଆମ୍ଭମାନଙ୍କ ପ୍ରତିକୂଳରେ ଉଠିଲା ବେଳେ, ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ; 3 ତେବେ ଆମ୍ଭମାନଙ୍କ ବିରୁଦ୍ଧରେ ସେମାନଙ୍କ କୋପ ପ୍ରଜ୍ୱଳିତ ହେବା ବେଳେ ସେମାନେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥା’ନ୍ତେ; 4 ତେବେ ଜଳରାଶି ଆମ୍ଭମାନଙ୍କୁ ମଗ୍ନ କରିଥା’ନ୍ତା, ସ୍ରୋତ ଆମ୍ଭମାନଙ୍କର ପ୍ରାଣ ଉପର ଦେଇ ଯାଇଥା’ନ୍ତା 5 ତେବେ ଗର୍ବିତ ଜଳରାଶି ଆମ୍ଭମାନଙ୍କ ପ୍ରାଣ ଉପର ଦେଇ ଯାଇଥା’ନ୍ତା।” 6 ସଦାପ୍ରଭୁ ଧନ୍ୟ ହେଉନ୍ତୁ, ସେ ଆମ୍ଭମାନଙ୍କୁ ଭକ୍ଷ୍ୟ ସ୍ୱରୂପ ହେବା ପାଇଁ ସେମାନଙ୍କ ଦନ୍ତକୁ ଦେଇ ନାହାନ୍ତି। 7 ବ୍ୟାଧର ଫାନ୍ଦରୁ ପକ୍ଷୀ ପରି ଆମ୍ଭମାନଙ୍କ ପ୍ରାଣ ରକ୍ଷା ପାଇଅଛି; ଫାନ୍ଦ ଛିଣ୍ଡିଗଲା, ଆମ୍ଭେମାନେ ରକ୍ଷା ପାଇଲୁ। 8 ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କ ନାମରେ ଆମ୍ଭମାନଙ୍କର ସାହାଯ୍ୟ ଥାଏ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 124 / 150
Common Bible Languages
West Indian Languages
×

Alert

×

oriya Letters Keypad References