ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ସଦାପ୍ରଭୁ ତାହାଙ୍କ ଲୋକମାନଙ୍କର ରକ୍ଷାକର୍ତ୍ତା } [QS][PS]*ଆରୋହଣ-ଗୀତ; ଦାଉଦଙ୍କ ରଚିତ। *[PE][PBR]“ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ,” *[PE][QS]ଇସ୍ରାଏଲ ଏବେ କହୁନ୍ତୁ; [QE]
2. [QS]“ଲୋକମାନେ ଆମ୍ଭମାନଙ୍କ ପ୍ରତିକୂଳରେ ଉଠିଲା ବେଳେ, [QE][QS]ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ; [QE]
3. [QS]ତେବେ ଆମ୍ଭମାନଙ୍କ ବିରୁଦ୍ଧରେ ସେମାନଙ୍କ କୋପ ପ୍ରଜ୍ୱଳିତ ହେବା ବେଳେ [QE][QS]ସେମାନେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥା’ନ୍ତେ; [QE]
4. [QS]ତେବେ ଜଳରାଶି ଆମ୍ଭମାନଙ୍କୁ ମଗ୍ନ କରିଥା’ନ୍ତା, [QE][QS]ସ୍ରୋତ ଆମ୍ଭମାନଙ୍କର ପ୍ରାଣ ଉପର ଦେଇ ଯାଇଥା’ନ୍ତା [QE]
5. [QS]ତେବେ ଗର୍ବିତ ଜଳରାଶି ଆମ୍ଭମାନଙ୍କ ପ୍ରାଣ ଉପର ଦେଇ ଯାଇଥା’ନ୍ତା।” [QE]
6. [QS]ସଦାପ୍ରଭୁ ଧନ୍ୟ ହେଉନ୍ତୁ, [QE][QS]ସେ ଆମ୍ଭମାନଙ୍କୁ ଭକ୍ଷ୍ୟ ସ୍ୱରୂପ ହେବା ପାଇଁ ସେମାନଙ୍କ ଦନ୍ତକୁ ଦେଇ ନାହାନ୍ତି। [QE]
7. [QS]ବ୍ୟାଧର ଫାନ୍ଦରୁ ପକ୍ଷୀ ପରି ଆମ୍ଭମାନଙ୍କ ପ୍ରାଣ ରକ୍ଷା ପାଇଅଛି; [QE][QS]ଫାନ୍ଦ ଛିଣ୍ଡିଗଲା, ଆମ୍ଭେମାନେ ରକ୍ଷା ପାଇଲୁ। [QE]
8. [QS]ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କ ନାମରେ [QE][QS]ଆମ୍ଭମାନଙ୍କର ସାହାଯ୍ୟ ଥାଏ। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 124 / 150
ସଦାପ୍ରଭୁ ତାହାଙ୍କ ଲୋକମାନଙ୍କର ରକ୍ଷାକର୍ତ୍ତା 1 *ଆରୋହଣ-ଗୀତ; ଦାଉଦଙ୍କ ରଚିତ। *“ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ,” *ଇସ୍ରାଏଲ ଏବେ କହୁନ୍ତୁ; 2 “ଲୋକମାନେ ଆମ୍ଭମାନଙ୍କ ପ୍ରତିକୂଳରେ ଉଠିଲା ବେଳେ, ସଦାପ୍ରଭୁ ଯଦି ଆମ୍ଭମାନଙ୍କର ସପକ୍ଷ ହୋଇ ନ ଥାଆନ୍ତେ; 3 ତେବେ ଆମ୍ଭମାନଙ୍କ ବିରୁଦ୍ଧରେ ସେମାନଙ୍କ କୋପ ପ୍ରଜ୍ୱଳିତ ହେବା ବେଳେ ସେମାନେ ଆମ୍ଭମାନଙ୍କୁ ସଜୀବ ଗ୍ରାସ କରିଥା’ନ୍ତେ; 4 ତେବେ ଜଳରାଶି ଆମ୍ଭମାନଙ୍କୁ ମଗ୍ନ କରିଥା’ନ୍ତା, ସ୍ରୋତ ଆମ୍ଭମାନଙ୍କର ପ୍ରାଣ ଉପର ଦେଇ ଯାଇଥା’ନ୍ତା 5 ତେବେ ଗର୍ବିତ ଜଳରାଶି ଆମ୍ଭମାନଙ୍କ ପ୍ରାଣ ଉପର ଦେଇ ଯାଇଥା’ନ୍ତା।” 6 ସଦାପ୍ରଭୁ ଧନ୍ୟ ହେଉନ୍ତୁ, ସେ ଆମ୍ଭମାନଙ୍କୁ ଭକ୍ଷ୍ୟ ସ୍ୱରୂପ ହେବା ପାଇଁ ସେମାନଙ୍କ ଦନ୍ତକୁ ଦେଇ ନାହାନ୍ତି। 7 ବ୍ୟାଧର ଫାନ୍ଦରୁ ପକ୍ଷୀ ପରି ଆମ୍ଭମାନଙ୍କ ପ୍ରାଣ ରକ୍ଷା ପାଇଅଛି; ଫାନ୍ଦ ଛିଣ୍ଡିଗଲା, ଆମ୍ଭେମାନେ ରକ୍ଷା ପାଇଲୁ। 8 ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁଙ୍କ ନାମରେ ଆମ୍ଭମାନଙ୍କର ସାହାଯ୍ୟ ଥାଏ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 124 / 150
×

Alert

×

Oriya Letters Keypad References