ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ସଦାପ୍ରଭୁଙ୍କ ଲୋକମାନଙ୍କର ନିରାପତ୍ତା} [PS] ଯେଉଁମାନେ ସଦାପ୍ରଭୁଙ୍କଠାରେ ନିର୍ଭର ରଖନ୍ତି, [QBR] ସେମାନେ ଅଟଳ ଓ ନିତ୍ୟସ୍ଥାୟୀ ସିୟୋନ ପର୍ବତ ତୁଲ୍ୟ। [QBR]
2. ଯେପରି ଯିରୂଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ, [QBR] ସେପରି ଆଜିଠାରୁ ସଦାକାଳ [QBR] ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁର୍ଦ୍ଦିଗରେ ଥାଆନ୍ତି। [QBR]
3. କାରଣ ଧାର୍ମିକମାନେ ଯେପରି ଅଧର୍ମ ପ୍ରତି ହସ୍ତ ନ ବଢ଼ାଇବେ, [QBR] ଏଥିପାଇଁ ଧାର୍ମିକମାନଙ୍କ ଅଧିକାରରେ ଦୁଷ୍ଟତାର ରାଜଦଣ୍ଡ ଅବସ୍ଥାନ କରିବ ନାହିଁ। [QBR]
4. ହେ ସଦାପ୍ରଭୁ, ଯେଉଁମାନେ ମଙ୍ଗଳ-ସ୍ୱଭାବବିଶିଷ୍ଟ [QBR] ଓ ଅନ୍ତଃକରଣରେ ସରଳ, ସେମାନଙ୍କର ମଙ୍ଗଳ କର। [QBR]
5. ମାତ୍ର ଯେଉଁମାନେ ଆପଣା ଆପଣା ବକ୍ରପଥରେ ବିପଥଗାମୀ ହୁଅନ୍ତି, [QBR] ସେମାନଙ୍କୁ ସଦାପ୍ରଭୁ ଅଧର୍ମାଚାରୀମାନଙ୍କ ସଙ୍ଗେ କଢ଼ାଇ ନେବେ। [QBR] ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ। [PE]

Notes

No Verse Added

Total 150 Chapters, Current Chapter 125 of Total Chapters 150
ଗୀତସଂହିତା 125:1
1. {ସଦାପ୍ରଭୁଙ୍କ ଲୋକମାନଙ୍କର ନିରାପତ୍ତା} PS ଯେଉଁମାନେ ସଦାପ୍ରଭୁଙ୍କଠାରେ ନିର୍ଭର ରଖନ୍ତି,
ସେମାନେ ଅଟଳ ନିତ୍ୟସ୍ଥାୟୀ ସିୟୋନ ପର୍ବତ ତୁଲ୍ୟ।
2. ଯେପରି ଯିରୂଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ,
ସେପରି ଆଜିଠାରୁ ସଦାକାଳ
ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁର୍ଦ୍ଦିଗରେ ଥାଆନ୍ତି।
3. କାରଣ ଧାର୍ମିକମାନେ ଯେପରି ଅଧର୍ମ ପ୍ରତି ହସ୍ତ ବଢ଼ାଇବେ,
ଏଥିପାଇଁ ଧାର୍ମିକମାନଙ୍କ ଅଧିକାରରେ ଦୁଷ୍ଟତାର ରାଜଦଣ୍ଡ ଅବସ୍ଥାନ କରିବ ନାହିଁ।
4. ହେ ସଦାପ୍ରଭୁ, ଯେଉଁମାନେ ମଙ୍ଗଳ-ସ୍ୱଭାବବିଶିଷ୍ଟ
ଅନ୍ତଃକରଣରେ ସରଳ, ସେମାନଙ୍କର ମଙ୍ଗଳ କର।
5. ମାତ୍ର ଯେଉଁମାନେ ଆପଣା ଆପଣା ବକ୍ରପଥରେ ବିପଥଗାମୀ ହୁଅନ୍ତି,
ସେମାନଙ୍କୁ ସଦାପ୍ରଭୁ ଅଧର୍ମାଚାରୀମାନଙ୍କ ସଙ୍ଗେ କଢ଼ାଇ ନେବେ।
ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ। PE
Total 150 Chapters, Current Chapter 125 of Total Chapters 150
×

Alert

×

oriya Letters Keypad References