ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଗୀତସଂହିତା
1. {#1ସଦାପ୍ରଭୁଙ୍କ ଲୋକମାନଙ୍କର ନିରାପତ୍ତା } [QS]
2. [PS]*ଆରୋହଣ-ଗୀତ। *[PE][PBR]ଯେଉଁମାନେ ସଦାପ୍ରଭୁଙ୍କଠାରେ ନିର୍ଭର ରଖନ୍ତି, *[PE][QS]ସେମାନେ ଅଟଳ ଓ ନିତ୍ୟସ୍ଥାୟୀ ସିୟୋନ ପର୍ବତ ତୁଲ୍ୟ। *[PE][QS]ଯେପରି ଯିରୂଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ, [QE][QS]ସେପରି ଆଜିଠାରୁ ସଦାକାଳ [QE][QS]ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁର୍ଦ୍ଦିଗରେ ଥାଆନ୍ତି। [QE]
3. [QS]କାରଣ ଧାର୍ମିକମାନେ ଯେପରି ଅଧର୍ମ ପ୍ରତି ହସ୍ତ ନ ବଢ଼ାଇବେ, [QE][QS]ଏଥିପାଇଁ ଧାର୍ମିକମାନଙ୍କ ଅଧିକାରରେ ଦୁଷ୍ଟତାର ରାଜଦଣ୍ଡ ଅବସ୍ଥାନ କରିବ ନାହିଁ। [QE]
4. [QS]ହେ ସଦାପ୍ରଭୁ, ଯେଉଁମାନେ ମଙ୍ଗଳ-ସ୍ୱଭାବବିଶିଷ୍ଟ [QE][QS]ଓ ଅନ୍ତଃକରଣରେ ସରଳ, ସେମାନଙ୍କର ମଙ୍ଗଳ କର। [QE]
5. [QS]ମାତ୍ର ଯେଉଁମାନେ ଆପଣା ଆପଣା ବକ୍ରପଥରେ ବିପଥଗାମୀ ହୁଅନ୍ତି, [QE][QS]ସେମାନଙ୍କୁ ସଦାପ୍ରଭୁ ଅଧର୍ମାଚାରୀମାନଙ୍କ ସଙ୍ଗେ କଢ଼ାଇ ନେବେ। [QE][QS]ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ। [QE]

ରେକର୍ଡଗୁଡିକ

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 125 / 150
ସଦାପ୍ରଭୁଙ୍କ ଲୋକମାନଙ୍କର ନିରାପତ୍ତା 1 2 *ଆରୋହଣ-ଗୀତ। *ଯେଉଁମାନେ ସଦାପ୍ରଭୁଙ୍କଠାରେ ନିର୍ଭର ରଖନ୍ତି, *ସେମାନେ ଅଟଳ ଓ ନିତ୍ୟସ୍ଥାୟୀ ସିୟୋନ ପର୍ବତ ତୁଲ୍ୟ। *ଯେପରି ଯିରୂଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ, ସେପରି ଆଜିଠାରୁ ସଦାକାଳ ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁର୍ଦ୍ଦିଗରେ ଥାଆନ୍ତି। 3 କାରଣ ଧାର୍ମିକମାନେ ଯେପରି ଅଧର୍ମ ପ୍ରତି ହସ୍ତ ନ ବଢ଼ାଇବେ, ଏଥିପାଇଁ ଧାର୍ମିକମାନଙ୍କ ଅଧିକାରରେ ଦୁଷ୍ଟତାର ରାଜଦଣ୍ଡ ଅବସ୍ଥାନ କରିବ ନାହିଁ। 4 ହେ ସଦାପ୍ରଭୁ, ଯେଉଁମାନେ ମଙ୍ଗଳ-ସ୍ୱଭାବବିଶିଷ୍ଟ ଓ ଅନ୍ତଃକରଣରେ ସରଳ, ସେମାନଙ୍କର ମଙ୍ଗଳ କର। 5 ମାତ୍ର ଯେଉଁମାନେ ଆପଣା ଆପଣା ବକ୍ରପଥରେ ବିପଥଗାମୀ ହୁଅନ୍ତି, ସେମାନଙ୍କୁ ସଦାପ୍ରଭୁ ଅଧର୍ମାଚାରୀମାନଙ୍କ ସଙ୍ଗେ କଢ଼ାଇ ନେବେ। ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 125 / 150
×

Alert

×

Oriya Letters Keypad References