ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ସଦାପ୍ରଭୁଙ୍କ ଲୋକମାନଙ୍କର ନିରାପତ୍ତା} [PS] ଯେଉଁମାନେ ସଦାପ୍ରଭୁଙ୍କଠାରେ ନିର୍ଭର ରଖନ୍ତି, [QBR] ସେମାନେ ଅଟଳ ଓ ନିତ୍ୟସ୍ଥାୟୀ ସିୟୋନ ପର୍ବତ ତୁଲ୍ୟ। [QBR]
2. ଯେପରି ଯିରୂଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ, [QBR] ସେପରି ଆଜିଠାରୁ ସଦାକାଳ [QBR] ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁର୍ଦ୍ଦିଗରେ ଥାଆନ୍ତି। [QBR]
3. କାରଣ ଧାର୍ମିକମାନେ ଯେପରି ଅଧର୍ମ ପ୍ରତି ହସ୍ତ ନ ବଢ଼ାଇବେ, [QBR] ଏଥିପାଇଁ ଧାର୍ମିକମାନଙ୍କ ଅଧିକାରରେ ଦୁଷ୍ଟତାର ରାଜଦଣ୍ଡ ଅବସ୍ଥାନ କରିବ ନାହିଁ। [QBR]
4. ହେ ସଦାପ୍ରଭୁ, ଯେଉଁମାନେ ମଙ୍ଗଳ-ସ୍ୱଭାବବିଶିଷ୍ଟ [QBR] ଓ ଅନ୍ତଃକରଣରେ ସରଳ, ସେମାନଙ୍କର ମଙ୍ଗଳ କର। [QBR]
5. ମାତ୍ର ଯେଉଁମାନେ ଆପଣା ଆପଣା ବକ୍ରପଥରେ ବିପଥଗାମୀ ହୁଅନ୍ତି, [QBR] ସେମାନଙ୍କୁ ସଦାପ୍ରଭୁ ଅଧର୍ମାଚାରୀମାନଙ୍କ ସଙ୍ଗେ କଢ଼ାଇ ନେବେ। [QBR] ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 125 / 150
ଗୀତସଂହିତା 125:161
ସଦାପ୍ରଭୁଙ୍କ ଲୋକମାନଙ୍କର ନିରାପତ୍ତା 1 ଯେଉଁମାନେ ସଦାପ୍ରଭୁଙ୍କଠାରେ ନିର୍ଭର ରଖନ୍ତି, ସେମାନେ ଅଟଳ ଓ ନିତ୍ୟସ୍ଥାୟୀ ସିୟୋନ ପର୍ବତ ତୁଲ୍ୟ। 2 ଯେପରି ଯିରୂଶାଲମର ଚତୁର୍ଦ୍ଦିଗରେ ପର୍ବତମାନ ଥାଏ, ସେପରି ଆଜିଠାରୁ ସଦାକାଳ ସଦାପ୍ରଭୁ ଆପଣା ଲୋକମାନଙ୍କର ଚତୁର୍ଦ୍ଦିଗରେ ଥାଆନ୍ତି। 3 କାରଣ ଧାର୍ମିକମାନେ ଯେପରି ଅଧର୍ମ ପ୍ରତି ହସ୍ତ ନ ବଢ଼ାଇବେ, ଏଥିପାଇଁ ଧାର୍ମିକମାନଙ୍କ ଅଧିକାରରେ ଦୁଷ୍ଟତାର ରାଜଦଣ୍ଡ ଅବସ୍ଥାନ କରିବ ନାହିଁ। 4 ହେ ସଦାପ୍ରଭୁ, ଯେଉଁମାନେ ମଙ୍ଗଳ-ସ୍ୱଭାବବିଶିଷ୍ଟ ଓ ଅନ୍ତଃକରଣରେ ସରଳ, ସେମାନଙ୍କର ମଙ୍ଗଳ କର। 5 ମାତ୍ର ଯେଉଁମାନେ ଆପଣା ଆପଣା ବକ୍ରପଥରେ ବିପଥଗାମୀ ହୁଅନ୍ତି, ସେମାନଙ୍କୁ ସଦାପ୍ରଭୁ ଅଧର୍ମାଚାରୀମାନଙ୍କ ସଙ୍ଗେ କଢ଼ାଇ ନେବେ। ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 125 / 150
Common Bible Languages
West Indian Languages
×

Alert

×

oriya Letters Keypad References