ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଗୀତସଂହିତା
1. {#1ମୁକ୍ତିର ସଙ୍ଗୀତ } [QS]
2. [PS]*ଆରୋହଣ-ଗୀତ। *[PE][PBR]ସଦାପ୍ରଭୁ ସିୟୋନର ଦାସତ୍ୱାବସ୍ଥା ପରିବର୍ତ୍ତନ କରିବା ବେଳେ[* ସିୟୋନର ଦାସତ୍ୱାବସ୍ଥା ପରିବର୍ତ୍ତନ କରିବା ବେଳେ କିମ୍ବା ଦାସତ୍ୱାବସ୍ଥାରୁ ସିୟୋନକୁ ଆଣିଲେ ] *[PE][QS]ଆମ୍ଭେମାନେ ସ୍ୱପ୍ନଦର୍ଶକମାନଙ୍କ ପରି ଥିଲୁ। *[PE][QS]ସେତେବେଳେ ଆମ୍ଭମାନଙ୍କ ମୁଖ ହାସ୍ୟରେ ଓ [QE][QS]ଜିହ୍ୱା ଗାୟନରେ ପରିପୂର୍ଣ୍ଣ ହେଲା; [QE][QS]ସେତେବେଳେ ଗୋଷ୍ଠୀବର୍ଗ ମଧ୍ୟରେ ଲୋକମାନେ କହିଲେ, [QE][QS]“ସଦାପ୍ରଭୁ ଏମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି।” [QE]
3. [QS]ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି; [QE][QS]ତହିଁ ସକାଶୁ ଆମ୍ଭେମାନେ ଆନନ୍ଦିତ ଅଛୁ। [QE]
4. [QS]ହେ ସଦାପ୍ରଭୁ, ଦକ୍ଷିଣ ଦିଗର ସ୍ରୋତ ପରି [QE][QS]ଆମ୍ଭମାନଙ୍କ ଦାସତ୍ୱାବସ୍ଥା ପରିବର୍ତ୍ତନ କର। [QE]
5. [QS]ଯେଉଁମାନେ କାନ୍ଦି କାନ୍ଦି ବିହନ ବୁଣନ୍ତି, ସେମାନେ ଆନନ୍ଦ କରୁ କରୁ ଶସ୍ୟ କାଟିବେ। [QE]
6. [QS]ଯଦ୍ୟପି ସେ ବିହନ ବହି କାନ୍ଦି କାନ୍ଦି ଆପଣା ପଥରେ ଯାଏ, [QE][QS]ତଥାପି ସେ ବିଡ଼ା ଘେନି ଆନନ୍ଦ କରୁ କରୁ ନେଉଟି ଆସିବ। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 126 / 150
ମୁକ୍ତିର ସଙ୍ଗୀତ 1 2 *ଆରୋହଣ-ଗୀତ। *ସଦାପ୍ରଭୁ ସିୟୋନର ଦାସତ୍ୱାବସ୍ଥା ପରିବର୍ତ୍ତନ କରିବା ବେଳେ* ସିୟୋନର ଦାସତ୍ୱାବସ୍ଥା ପରିବର୍ତ୍ତନ କରିବା ବେଳେ କିମ୍ବା ଦାସତ୍ୱାବସ୍ଥାରୁ ସିୟୋନକୁ ଆଣିଲେ *ଆମ୍ଭେମାନେ ସ୍ୱପ୍ନଦର୍ଶକମାନଙ୍କ ପରି ଥିଲୁ। *ସେତେବେଳେ ଆମ୍ଭମାନଙ୍କ ମୁଖ ହାସ୍ୟରେ ଓ ଜିହ୍ୱା ଗାୟନରେ ପରିପୂର୍ଣ୍ଣ ହେଲା; ସେତେବେଳେ ଗୋଷ୍ଠୀବର୍ଗ ମଧ୍ୟରେ ଲୋକମାନେ କହିଲେ, “ସଦାପ୍ରଭୁ ଏମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି।” 3 ସଦାପ୍ରଭୁ ଆମ୍ଭମାନଙ୍କ ପାଇଁ ମହତ କର୍ମ କରିଅଛନ୍ତି; ତହିଁ ସକାଶୁ ଆମ୍ଭେମାନେ ଆନନ୍ଦିତ ଅଛୁ। 4 ହେ ସଦାପ୍ରଭୁ, ଦକ୍ଷିଣ ଦିଗର ସ୍ରୋତ ପରି ଆମ୍ଭମାନଙ୍କ ଦାସତ୍ୱାବସ୍ଥା ପରିବର୍ତ୍ତନ କର। 5 ଯେଉଁମାନେ କାନ୍ଦି କାନ୍ଦି ବିହନ ବୁଣନ୍ତି, ସେମାନେ ଆନନ୍ଦ କରୁ କରୁ ଶସ୍ୟ କାଟିବେ। 6 ଯଦ୍ୟପି ସେ ବିହନ ବହି କାନ୍ଦି କାନ୍ଦି ଆପଣା ପଥରେ ଯାଏ, ତଥାପି ସେ ବିଡ଼ା ଘେନି ଆନନ୍ଦ କରୁ କରୁ ନେଉଟି ଆସିବ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 126 / 150
×

Alert

×

Oriya Letters Keypad References