ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ମଙ୍ଗଳମୟ ସଦାପ୍ରଭୁଙ୍କ ସ୍ତୁତି } [QS]
2. [PS]*ଆରୋହଣ-ଗୀତ; ଶଲୋମନଙ୍କ ରଚିତ। *[PE][PBR]ସଦାପ୍ରଭୁ ଯଦି ଗୃହ ନିର୍ମାଣ ନ କରନ୍ତି, *[PE][QS]ତେବେ ନିର୍ମାଣକାରୀମାନେ ବ୍ୟର୍ଥରେ ପରିଶ୍ରମ କରନ୍ତି; [QE][QS]ଯଦି ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, [QE][QS]ତେବେ ପ୍ରହରୀ କେବଳ ବୃଥାରେ ଜାଗ୍ରତ ହୁଏ। *[PE][QS]ତୁମ୍ଭେମାନେ ଯେ ପ୍ରଭାତରେ ଉଠ ଓ [QE][QS]ଏତେ ବିଳମ୍ବରେ ବିଶ୍ରାମ କର, [QE][QS]ଆଉ ଶାନ୍ତିର ଖାଦ୍ୟ ଭୋଜନ କର, ଏହା ତୁମ୍ଭମାନଙ୍କ ପକ୍ଷରେ ବୃଥା। [QE][QS]କାରଣ ସେହି ପ୍ରକାରେ ସଦାପ୍ରଭୁ ଆପଣା ପ୍ରିୟତମକୁ ନିଦ୍ରା ଦିଅନ୍ତି। [QE]
3. [QS]ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର [QE][QS]ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର[* ପୁରସ୍କାର ଅର୍ଥାତ୍ ଆଶୀର୍ବାଦ ]। [QE]
4. [QS]ଯୌବନର ସନ୍ତାନଗଣ ବୀର ପୁରୁଷର ହସ୍ତସ୍ଥିତ ତୀର ସଦୃଶ। [QE]
5. [QS]ଯାହାର ତୂଣ ତାଦୃଶ ତୀରରେ ପୂର୍ଣ୍ଣ, ସେ ଜନ ସୁଖୀ; [QE][QS]ସେମାନେ ନଗର-ଦ୍ୱାରରେ ଶତ୍ରୁଗଣ ସଙ୍ଗେ କଥା କହିବା ବେଳେ [QE][QS]ଲଜ୍ଜିତ ହେବେ ନାହିଁ। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 127 / 150
ମଙ୍ଗଳମୟ ସଦାପ୍ରଭୁଙ୍କ ସ୍ତୁତି 1 2 *ଆରୋହଣ-ଗୀତ; ଶଲୋମନଙ୍କ ରଚିତ। *ସଦାପ୍ରଭୁ ଯଦି ଗୃହ ନିର୍ମାଣ ନ କରନ୍ତି, *ତେବେ ନିର୍ମାଣକାରୀମାନେ ବ୍ୟର୍ଥରେ ପରିଶ୍ରମ କରନ୍ତି; ଯଦି ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, ତେବେ ପ୍ରହରୀ କେବଳ ବୃଥାରେ ଜାଗ୍ରତ ହୁଏ। *ତୁମ୍ଭେମାନେ ଯେ ପ୍ରଭାତରେ ଉଠ ଓ ଏତେ ବିଳମ୍ବରେ ବିଶ୍ରାମ କର, ଆଉ ଶାନ୍ତିର ଖାଦ୍ୟ ଭୋଜନ କର, ଏହା ତୁମ୍ଭମାନଙ୍କ ପକ୍ଷରେ ବୃଥା। କାରଣ ସେହି ପ୍ରକାରେ ସଦାପ୍ରଭୁ ଆପଣା ପ୍ରିୟତମକୁ ନିଦ୍ରା ଦିଅନ୍ତି। 3 ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର* ପୁରସ୍କାର ଅର୍ଥାତ୍ ଆଶୀର୍ବାଦ 4 ଯୌବନର ସନ୍ତାନଗଣ ବୀର ପୁରୁଷର ହସ୍ତସ୍ଥିତ ତୀର ସଦୃଶ। 5 ଯାହାର ତୂଣ ତାଦୃଶ ତୀରରେ ପୂର୍ଣ୍ଣ, ସେ ଜନ ସୁଖୀ; ସେମାନେ ନଗର-ଦ୍ୱାରରେ ଶତ୍ରୁଗଣ ସଙ୍ଗେ କଥା କହିବା ବେଳେ ଲଜ୍ଜିତ ହେବେ ନାହିଁ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 127 / 150
×

Alert

×

Oriya Letters Keypad References