ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ମଙ୍ଗଳମୟ ସଦାପ୍ରଭୁଙ୍କ ସ୍ତୁତି} [PS] ସଦାପ୍ରଭୁ ଯଦି ଗୃହ ନିର୍ମାଣ ନ କରନ୍ତି, [QBR] ତେବେ ନିର୍ମାଣକାରୀମାନେ ବ୍ୟର୍ଥରେ ପରିଶ୍ରମ କରନ୍ତି; [QBR] ଯଦି ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, [QBR] ତେବେ ପ୍ରହରୀ କେବଳ ବୃଥାରେ ଜାଗ୍ରତ ହୁଏ। [QBR]
2. ତୁମ୍ଭେମାନେ ଯେ ପ୍ରଭାତରେ ଉଠ ଓ [QBR] ଏତେ ବିଳମ୍ବରେ ବିଶ୍ରାମ କର, [QBR] ଆଉ ଶାନ୍ତିର ଖାଦ୍ୟ ଭୋଜନ କର, ଏହା ତୁମ୍ଭମାନଙ୍କ ପକ୍ଷରେ ବୃଥା। [QBR] କାରଣ ସେହି ପ୍ରକାରେ ସଦାପ୍ରଭୁ ଆପଣା ପ୍ରିୟତମକୁ ନିଦ୍ରା ଦିଅନ୍ତି। [QBR]
3. ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର [QBR] ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର [* ପୁରସ୍କାର ଅର୍ଥାତ୍ ଆଶୀର୍ବାଦ] । [QBR]
4. ଯୌବନର ସନ୍ତାନଗଣ ବୀର ପୁରୁଷର ହସ୍ତସ୍ଥିତ ତୀର ସଦୃଶ। [QBR]
5. ଯାହାର ତୂଣ ତାଦୃଶ ତୀରରେ ପୂର୍ଣ୍ଣ, ସେ ଜନ ସୁଖୀ; [QBR] ସେମାନେ ନଗର-ଦ୍ୱାରରେ ଶତ୍ରୁଗଣ ସଙ୍ଗେ କଥା କହିବା ବେଳେ [QBR] ଲଜ୍ଜିତ ହେବେ ନାହିଁ। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 127 / 150
ଗୀତସଂହିତା 127:89
ମଙ୍ଗଳମୟ ସଦାପ୍ରଭୁଙ୍କ ସ୍ତୁତି 1 ସଦାପ୍ରଭୁ ଯଦି ଗୃହ ନିର୍ମାଣ ନ କରନ୍ତି, ତେବେ ନିର୍ମାଣକାରୀମାନେ ବ୍ୟର୍ଥରେ ପରିଶ୍ରମ କରନ୍ତି; ଯଦି ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, ତେବେ ପ୍ରହରୀ କେବଳ ବୃଥାରେ ଜାଗ୍ରତ ହୁଏ। 2 ତୁମ୍ଭେମାନେ ଯେ ପ୍ରଭାତରେ ଉଠ ଓ ଏତେ ବିଳମ୍ବରେ ବିଶ୍ରାମ କର, ଆଉ ଶାନ୍ତିର ଖାଦ୍ୟ ଭୋଜନ କର, ଏହା ତୁମ୍ଭମାନଙ୍କ ପକ୍ଷରେ ବୃଥା। କାରଣ ସେହି ପ୍ରକାରେ ସଦାପ୍ରଭୁ ଆପଣା ପ୍ରିୟତମକୁ ନିଦ୍ରା ଦିଅନ୍ତି। 3 ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର * ପୁରସ୍କାର ଅର୍ଥାତ୍ ଆଶୀର୍ବାଦ 4 ଯୌବନର ସନ୍ତାନଗଣ ବୀର ପୁରୁଷର ହସ୍ତସ୍ଥିତ ତୀର ସଦୃଶ। 5 ଯାହାର ତୂଣ ତାଦୃଶ ତୀରରେ ପୂର୍ଣ୍ଣ, ସେ ଜନ ସୁଖୀ; ସେମାନେ ନଗର-ଦ୍ୱାରରେ ଶତ୍ରୁଗଣ ସଙ୍ଗେ କଥା କହିବା ବେଳେ ଲଜ୍ଜିତ ହେବେ ନାହିଁ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 127 / 150
Common Bible Languages
West Indian Languages
×

Alert

×

oriya Letters Keypad References