ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ମଙ୍ଗଳମୟ ସଦାପ୍ରଭୁଙ୍କ ସ୍ତୁତି} [PS] ସଦାପ୍ରଭୁ ଯଦି ଗୃହ ନିର୍ମାଣ ନ କରନ୍ତି, [QBR] ତେବେ ନିର୍ମାଣକାରୀମାନେ ବ୍ୟର୍ଥରେ ପରିଶ୍ରମ କରନ୍ତି; [QBR] ଯଦି ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, [QBR] ତେବେ ପ୍ରହରୀ କେବଳ ବୃଥାରେ ଜାଗ୍ରତ ହୁଏ। [QBR]
2. ତୁମ୍ଭେମାନେ ଯେ ପ୍ରଭାତରେ ଉଠ ଓ [QBR] ଏତେ ବିଳମ୍ବରେ ବିଶ୍ରାମ କର, [QBR] ଆଉ ଶାନ୍ତିର ଖାଦ୍ୟ ଭୋଜନ କର, ଏହା ତୁମ୍ଭମାନଙ୍କ ପକ୍ଷରେ ବୃଥା। [QBR] କାରଣ ସେହି ପ୍ରକାରେ ସଦାପ୍ରଭୁ ଆପଣା ପ୍ରିୟତମକୁ ନିଦ୍ରା ଦିଅନ୍ତି। [QBR]
3. ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର [QBR] ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର [* ପୁରସ୍କାର ଅର୍ଥାତ୍ ଆଶୀର୍ବାଦ] । [QBR]
4. ଯୌବନର ସନ୍ତାନଗଣ ବୀର ପୁରୁଷର ହସ୍ତସ୍ଥିତ ତୀର ସଦୃଶ। [QBR]
5. ଯାହାର ତୂଣ ତାଦୃଶ ତୀରରେ ପୂର୍ଣ୍ଣ, ସେ ଜନ ସୁଖୀ; [QBR] ସେମାନେ ନଗର-ଦ୍ୱାରରେ ଶତ୍ରୁଗଣ ସଙ୍ଗେ କଥା କହିବା ବେଳେ [QBR] ଲଜ୍ଜିତ ହେବେ ନାହିଁ। [PE]

Notes

No Verse Added

Total 150 Chapters, Current Chapter 127 of Total Chapters 150
ଗୀତସଂହିତା 127:99
1. {ମଙ୍ଗଳମୟ ସଦାପ୍ରଭୁଙ୍କ ସ୍ତୁତି} PS ସଦାପ୍ରଭୁ ଯଦି ଗୃହ ନିର୍ମାଣ କରନ୍ତି,
ତେବେ ନିର୍ମାଣକାରୀମାନେ ବ୍ୟର୍ଥରେ ପରିଶ୍ରମ କରନ୍ତି;
ଯଦି ସଦାପ୍ରଭୁ ନଗର ରକ୍ଷା କରନ୍ତି,
ତେବେ ପ୍ରହରୀ କେବଳ ବୃଥାରେ ଜାଗ୍ରତ ହୁଏ।
2. ତୁମ୍ଭେମାନେ ଯେ ପ୍ରଭାତରେ ଉଠ
ଏତେ ବିଳମ୍ବରେ ବିଶ୍ରାମ କର,
ଆଉ ଶାନ୍ତିର ଖାଦ୍ୟ ଭୋଜନ କର, ଏହା ତୁମ୍ଭମାନଙ୍କ ପକ୍ଷରେ ବୃଥା।
କାରଣ ସେହି ପ୍ରକାରେ ସଦାପ୍ରଭୁ ଆପଣା ପ୍ରିୟତମକୁ ନିଦ୍ରା ଦିଅନ୍ତି।
3. ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର
ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର * ପୁରସ୍କାର ଅର୍ଥାତ୍ ଆଶୀର୍ବାଦ
4. ଯୌବନର ସନ୍ତାନଗଣ ବୀର ପୁରୁଷର ହସ୍ତସ୍ଥିତ ତୀର ସଦୃଶ।
5. ଯାହାର ତୂଣ ତାଦୃଶ ତୀରରେ ପୂର୍ଣ୍ଣ, ସେ ଜନ ସୁଖୀ;
ସେମାନେ ନଗର-ଦ୍ୱାରରେ ଶତ୍ରୁଗଣ ସଙ୍ଗେ କଥା କହିବା ବେଳେ
ଲଜ୍ଜିତ ହେବେ ନାହିଁ। PE
Total 150 Chapters, Current Chapter 127 of Total Chapters 150
×

Alert

×

oriya Letters Keypad References