ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ବାଧ୍ୟତାର ପୁରସ୍କାର } [QS]
2. [PS]*ଆରୋହଣ-ଗୀତ। *[PE][PBR]ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି *[PE][QS]ଓ ତାହାଙ୍କ ପଥରେ ଚାଲନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ଧନ୍ୟ। *[PE][QS]କାରଣ ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଜନ କରିବ; [QE][QS]ତୁମ୍ଭେ ସୁଖୀ ହେବ ଓ ତୁମ୍ଭର ମଙ୍ଗଳ ହେବ। [QE]
3. [QS]ତୁମ୍ଭର ଭାର୍ଯ୍ୟା ତୁମ୍ଭ ଗୃହର ଅନ୍ତଃପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ; [QE][QS]ତୁମ୍ଭର ସନ୍ତାନମାନେ ତୁମ୍ଭ ମେଜର ଚାରିଆଡ଼େ ଜୀତବୃକ୍ଷର ଚାରା ପରି ହେବେ। [QE]
4. [QS]ଦେଖ, ସଦାପ୍ରଭୁଙ୍କୁ ଭୟ କରିବା ଲୋକ [QE][QS]ଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହେବ। [QE]
5. [QS]ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରିବେ; [QE][QS]ଆଉ, ତୁମ୍ଭେ ଯାବଜ୍ଜୀବନ ଯିରୂଶାଲମର ମଙ୍ଗଳ ଦେଖିବ। [QE]
6. [QS]ହଁ, ତୁମ୍ଭେ ଆପଣା ସନ୍ତାନଗଣର ସନ୍ତାନ ଦେଖିବ। [QE][QS]ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 128 / 150
ବାଧ୍ୟତାର ପୁରସ୍କାର 1 2 *ଆରୋହଣ-ଗୀତ। *ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି *ଓ ତାହାଙ୍କ ପଥରେ ଚାଲନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ଧନ୍ୟ। *କାରଣ ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଜନ କରିବ; ତୁମ୍ଭେ ସୁଖୀ ହେବ ଓ ତୁମ୍ଭର ମଙ୍ଗଳ ହେବ। 3 ତୁମ୍ଭର ଭାର୍ଯ୍ୟା ତୁମ୍ଭ ଗୃହର ଅନ୍ତଃପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ; ତୁମ୍ଭର ସନ୍ତାନମାନେ ତୁମ୍ଭ ମେଜର ଚାରିଆଡ଼େ ଜୀତବୃକ୍ଷର ଚାରା ପରି ହେବେ। 4 ଦେଖ, ସଦାପ୍ରଭୁଙ୍କୁ ଭୟ କରିବା ଲୋକ ଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହେବ। 5 ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରିବେ; ଆଉ, ତୁମ୍ଭେ ଯାବଜ୍ଜୀବନ ଯିରୂଶାଲମର ମଙ୍ଗଳ ଦେଖିବ। 6 ହଁ, ତୁମ୍ଭେ ଆପଣା ସନ୍ତାନଗଣର ସନ୍ତାନ ଦେଖିବ। ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 128 / 150
×

Alert

×

Oriya Letters Keypad References