ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଗୀତସଂହିତା
1. {ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ। } [QS][PS]*ଇସ୍ରାଏଲର ଶତ୍ରୁମାନଙ୍କ ବିରୁଦ୍ଧରେ ପ୍ରାର୍ଥନା *[PE][PS]*ଆରୋହଣ-ଗୀତ। *[PE][PBR]“ମୋ’ ଯୌବନଠାରୁ ମୋ’ର ଶତ୍ରୁମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି,” *[PE][QS]ଇସ୍ରାଏଲ ଏବେ କୁହନ୍ତୁ; [QE]
2. [QS]“ମୋ’ ଯୌବନଠାରୁ ସେମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି; [QE][QS]ତଥାପି ସେମାନେ ମୋ’ ଉପରେ ଜୟୀ ହୋଇ ନାହାନ୍ତି। [QE]
3. [QS]କୃଷକମାନେ ମୋ’ ପୃଷ୍ଠଦେଶରେ ହଳ ବୁଲାଇଲେ; [QE][QS]ସେମାନେ ଲମ୍ବ ଲମ୍ବ ଶିଆର କଲେ। [QE]
4. [QS]ସଦାପ୍ରଭୁ ଧର୍ମମୟ; [QE][QS]ସେ ଦୁଷ୍ଟମାନଙ୍କ ଦାସତ୍ଵରୁ ମୋତେ ମୁକ୍ତ କରିଅଛନ୍ତି।”[* ସେ ଦୁଷ୍ଟମାନଙ୍କ ଦାସତ୍ଵରୁ ମୋତେ ମୁକ୍ତି କରିଅଛନ୍ତି।” ସେ ଦୁଷ୍ଟମାନଙ୍କ ରଜ୍ଜୁ ଛେଦନ କରିଅଛନ୍ତି। ] [QE]
5. [QS]ସିୟୋନକୁ ଘୃଣା କରିବା [QE][QS]ଲୋକସମସ୍ତେ ଲଜ୍ଜିତ ହୋଇ ହଟି ଯାଉନ୍ତୁ। [QE]
6. [QS]ସେମାନେ ଗୃହର ଛାତ ଉପରିସ୍ଥ ସେହି ତୃଣ ତୁଲ୍ୟ ହେଉନ୍ତୁ, [QE][QS]ଯାହା ବଢ଼ିବା ପୂର୍ବେ ଶୁଷ୍କ ହୁଏ; [QE]
7. [QS]ଯଦ୍ଦ୍ୱାରା କଟାଳୀ ଆପଣା ହସ୍ତ, [QE][QS]ଅବା ବିଡ଼ାବନ୍ଧନକାରୀ ଆପଣା ଅଣ୍ଟି ପୂର୍ଣ୍ଣ କରେ ନାହିଁ। [QE]
8. [QS]“କିଅବା ସଦାପ୍ରଭୁଙ୍କ ଆଶୀର୍ବାଦ ତୁମ୍ଭମାନଙ୍କ ଉପରେ ବର୍ତ୍ତୁ, [QE][QS]ଆମ୍ଭେମାନେ ସଦାପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରୁଅଛୁ,” [QE][QS]ଏହା ପଥିକମାନେ କହନ୍ତି ନାହିଁ। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 129 / 150
1 {ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ। } ଇସ୍ରାଏଲର ଶତ୍ରୁମାନଙ୍କ ବିରୁଦ୍ଧରେ ପ୍ରାର୍ଥନା *ଆରୋହଣ-ଗୀତ। *“ମୋ’ ଯୌବନଠାରୁ ମୋ’ର ଶତ୍ରୁମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି,” *ଇସ୍ରାଏଲ ଏବେ କୁହନ୍ତୁ; 2 “ମୋ’ ଯୌବନଠାରୁ ସେମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି; ତଥାପି ସେମାନେ ମୋ’ ଉପରେ ଜୟୀ ହୋଇ ନାହାନ୍ତି। 3 କୃଷକମାନେ ମୋ’ ପୃଷ୍ଠଦେଶରେ ହଳ ବୁଲାଇଲେ; ସେମାନେ ଲମ୍ବ ଲମ୍ବ ଶିଆର କଲେ। 4 ସଦାପ୍ରଭୁ ଧର୍ମମୟ; ସେ ଦୁଷ୍ଟମାନଙ୍କ ଦାସତ୍ଵରୁ ମୋତେ ମୁକ୍ତ କରିଅଛନ୍ତି।”[* ସେ ଦୁଷ୍ଟମାନଙ୍କ ଦାସତ୍ଵରୁ ମୋତେ ମୁକ୍ତି କରିଅଛନ୍ତି।” ସେ ଦୁଷ୍ଟମାନଙ୍କ ରଜ୍ଜୁ ଛେଦନ କରିଅଛନ୍ତି। ] 5 ସିୟୋନକୁ ଘୃଣା କରିବା ଲୋକସମସ୍ତେ ଲଜ୍ଜିତ ହୋଇ ହଟି ଯାଉନ୍ତୁ। 6 ସେମାନେ ଗୃହର ଛାତ ଉପରିସ୍ଥ ସେହି ତୃଣ ତୁଲ୍ୟ ହେଉନ୍ତୁ, ଯାହା ବଢ଼ିବା ପୂର୍ବେ ଶୁଷ୍କ ହୁଏ; 7 ଯଦ୍ଦ୍ୱାରା କଟାଳୀ ଆପଣା ହସ୍ତ, ଅବା ବିଡ଼ାବନ୍ଧନକାରୀ ଆପଣା ଅଣ୍ଟି ପୂର୍ଣ୍ଣ କରେ ନାହିଁ। 8 “କିଅବା ସଦାପ୍ରଭୁଙ୍କ ଆଶୀର୍ବାଦ ତୁମ୍ଭମାନଙ୍କ ଉପରେ ବର୍ତ୍ତୁ, ଆମ୍ଭେମାନେ ସଦାପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରୁଅଛୁ,” ଏହା ପଥିକମାନେ କହନ୍ତି ନାହିଁ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 129 / 150
×

Alert

×

Oriya Letters Keypad References