ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. “ମୋ’ ଯୌବନଠାରୁ ମୋ’ର ଶତ୍ରୁମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି,” [QBR] ଇସ୍ରାଏଲ ଏବେ କୁହନ୍ତୁ; [QBR]
2. “ମୋ’ ଯୌବନଠାରୁ ସେମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି; [QBR] ତଥାପି ସେମାନେ ମୋ’ ଉପରେ ଜୟୀ ହୋଇ ନାହାନ୍ତି। [QBR]
3. କୃଷକମାନେ ମୋ’ ପୃଷ୍ଠଦେଶରେ ହଳ ବୁଲାଇଲେ; [QBR] ସେମାନେ ଲମ୍ବ ଲମ୍ବ ଶିଆର କଲେ। [QBR]
4. ସଦାପ୍ରଭୁ ଧର୍ମମୟ; [QBR] ସେ ଦୁଷ୍ଟମାନଙ୍କ ଦାସତ୍ଵରୁ ମୋତେ ମୁକ୍ତ କରିଅଛନ୍ତି।” [* ସେ ଦୁଷ୍ଟମାନଙ୍କ ଦାସତ୍ଵରୁ ମୋତେ ମୁକ୍ତି କରିଅଛନ୍ତି।” ସେ ଦୁଷ୍ଟମାନଙ୍କ ରଜ୍ଜୁ ଛେଦନ କରିଅଛନ୍ତି। ] [QBR]
5. ସିୟୋନକୁ ଘୃଣା କରିବା [QBR] ଲୋକସମସ୍ତେ ଲଜ୍ଜିତ ହୋଇ ହଟି ଯାଉନ୍ତୁ। [QBR]
6. ସେମାନେ ଗୃହର ଛାତ ଉପରିସ୍ଥ ସେହି ତୃଣ ତୁଲ୍ୟ ହେଉନ୍ତୁ, [QBR] ଯାହା ବଢ଼ିବା ପୂର୍ବେ ଶୁଷ୍କ ହୁଏ; [QBR]
7. ଯଦ୍ଦ୍ୱାରା କଟାଳୀ ଆପଣା ହସ୍ତ, [QBR] ଅବା ବିଡ଼ାବନ୍ଧନକାରୀ ଆପଣା ଅଣ୍ଟି ପୂର୍ଣ୍ଣ କରେ ନାହିଁ। [QBR]
8. “କିଅବା ସଦାପ୍ରଭୁଙ୍କ ଆଶୀର୍ବାଦ ତୁମ୍ଭମାନଙ୍କ ଉପରେ ବର୍ତ୍ତୁ, [QBR] ଆମ୍ଭେମାନେ ସଦାପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରୁଅଛୁ,” [QBR] ଏହା ପଥିକମାନେ କହନ୍ତି ନାହିଁ। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 129 / 150
ଗୀତସଂହିତା 129:8
1 “ମୋ’ ଯୌବନଠାରୁ ମୋ’ର ଶତ୍ରୁମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି,” ଇସ୍ରାଏଲ ଏବେ କୁହନ୍ତୁ; 2 “ମୋ’ ଯୌବନଠାରୁ ସେମାନେ ଅନେକ ଥର ମୋତେ କ୍ଳେଶ ଦେଇଅଛନ୍ତି; ତଥାପି ସେମାନେ ମୋ’ ଉପରେ ଜୟୀ ହୋଇ ନାହାନ୍ତି। 3 କୃଷକମାନେ ମୋ’ ପୃଷ୍ଠଦେଶରେ ହଳ ବୁଲାଇଲେ; ସେମାନେ ଲମ୍ବ ଲମ୍ବ ଶିଆର କଲେ। 4 ସଦାପ୍ରଭୁ ଧର୍ମମୟ; ସେ ଦୁଷ୍ଟମାନଙ୍କ ଦାସତ୍ଵରୁ ମୋତେ ମୁକ୍ତ କରିଅଛନ୍ତି।” [* ସେ ଦୁଷ୍ଟମାନଙ୍କ ଦାସତ୍ଵରୁ ମୋତେ ମୁକ୍ତି କରିଅଛନ୍ତି।” ସେ ଦୁଷ୍ଟମାନଙ୍କ ରଜ୍ଜୁ ଛେଦନ କରିଅଛନ୍ତି। ] 5 ସିୟୋନକୁ ଘୃଣା କରିବା ଲୋକସମସ୍ତେ ଲଜ୍ଜିତ ହୋଇ ହଟି ଯାଉନ୍ତୁ। 6 ସେମାନେ ଗୃହର ଛାତ ଉପରିସ୍ଥ ସେହି ତୃଣ ତୁଲ୍ୟ ହେଉନ୍ତୁ, ଯାହା ବଢ଼ିବା ପୂର୍ବେ ଶୁଷ୍କ ହୁଏ; 7 ଯଦ୍ଦ୍ୱାରା କଟାଳୀ ଆପଣା ହସ୍ତ, ଅବା ବିଡ଼ାବନ୍ଧନକାରୀ ଆପଣା ଅଣ୍ଟି ପୂର୍ଣ୍ଣ କରେ ନାହିଁ। 8 “କିଅବା ସଦାପ୍ରଭୁଙ୍କ ଆଶୀର୍ବାଦ ତୁମ୍ଭମାନଙ୍କ ଉପରେ ବର୍ତ୍ତୁ, ଆମ୍ଭେମାନେ ସଦାପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଆଶୀର୍ବାଦ କରୁଅଛୁ,” ଏହା ପଥିକମାନେ କହନ୍ତି ନାହିଁ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 129 / 150
Common Bible Languages
West Indian Languages
×

Alert

×

oriya Letters Keypad References