ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଗୀତସଂହିତା
1. {#1ସହାୟତା ପାଇଁ ନିବେଦନ } [QS][PS]*ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। *[PE][PBR]ହେ ସଦାପ୍ରଭୁ, ତୁମ୍ଭେ କେତେ କାଳ ପର୍ଯ୍ୟନ୍ତ ମୋତେ ପାସୋରିବ ? *[PE][QS]ତୁମ୍ଭେ କେତେ କାଳ ମୋ’ଠାରୁ ଆପଣା ମୁଖ ଲୁଚାଇବ ? [QE]
2. [QS]ମୁଁ ସାରାଦିନ ନିଜ ଅନ୍ତଃକରଣରେ ଦୁଃଖିତ ହୋଇ [QE][QS]କେତେ କାଳ ମନେ ମନେ ପରାମର୍ଶ କରିବି ? [QE][QS]କେତେ କାଳ ମୋ’ ଶତ୍ରୁ ମୋ’ ଉପରେ ଉଚ୍ଚୀକୃତ ହେବ ? [QE]
3. [QS]ହେ ସଦାପ୍ରଭୁ, ମୋ’ ପରମେଶ୍ୱର, ବିବେଚନା କର ଓ ମୋତେ ଉତ୍ତର ଦିଅ; [QE][QS]ମୋହର ଚକ୍ଷୁ ସତେଜ କର, ନୋହିଲେ ମୁଁ ମୃତ୍ୟୁୁ-ନିଦ୍ରାରେ ନିଦ୍ରାଗତ ହେବି; [QE]
4. [QS]କେଜାଣି ମୋ’ ଶତ୍ରୁ କହିବ, “ମୁଁ ତାହାକୁ ଜୟ କରିଅଛି,” [QE][QS]ଆଉ, ମୁଁ ଘୁଞ୍ଚାଗଲେ, ମୋହର ବିପକ୍ଷଗଣ ଉଲ୍ଲାସ କରିବେ। [QE]
5. [QS]ମାତ୍ର ମୁଁ ତୁମ୍ଭ ଦୟାରେ ଭରସା ରଖିଅଛି; [QE][QS]ତୁମ୍ଭ କୃତ ପରିତ୍ରାଣରେ ମୋର ଅନ୍ତଃକରଣ ଉଲ୍ଲାସ କରିବ; [QE]
6. [QS]ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି, [QE][QS]କାରଣ ସେ ମୋହର ପ୍ରଚୁର ମଙ୍ଗଳ କରିଅଛନ୍ତି। [QE]

ରେକର୍ଡଗୁଡିକ

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 13 / 150
ସହାୟତା ପାଇଁ ନିବେଦନ 1 *ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। *ହେ ସଦାପ୍ରଭୁ, ତୁମ୍ଭେ କେତେ କାଳ ପର୍ଯ୍ୟନ୍ତ ମୋତେ ପାସୋରିବ ? *ତୁମ୍ଭେ କେତେ କାଳ ମୋ’ଠାରୁ ଆପଣା ମୁଖ ଲୁଚାଇବ ? 2 ମୁଁ ସାରାଦିନ ନିଜ ଅନ୍ତଃକରଣରେ ଦୁଃଖିତ ହୋଇ କେତେ କାଳ ମନେ ମନେ ପରାମର୍ଶ କରିବି ? କେତେ କାଳ ମୋ’ ଶତ୍ରୁ ମୋ’ ଉପରେ ଉଚ୍ଚୀକୃତ ହେବ ? 3 ହେ ସଦାପ୍ରଭୁ, ମୋ’ ପରମେଶ୍ୱର, ବିବେଚନା କର ଓ ମୋତେ ଉତ୍ତର ଦିଅ; ମୋହର ଚକ୍ଷୁ ସତେଜ କର, ନୋହିଲେ ମୁଁ ମୃତ୍ୟୁୁ-ନିଦ୍ରାରେ ନିଦ୍ରାଗତ ହେବି; 4 କେଜାଣି ମୋ’ ଶତ୍ରୁ କହିବ, “ମୁଁ ତାହାକୁ ଜୟ କରିଅଛି,” ଆଉ, ମୁଁ ଘୁଞ୍ଚାଗଲେ, ମୋହର ବିପକ୍ଷଗଣ ଉଲ୍ଲାସ କରିବେ। 5 ମାତ୍ର ମୁଁ ତୁମ୍ଭ ଦୟାରେ ଭରସା ରଖିଅଛି; ତୁମ୍ଭ କୃତ ପରିତ୍ରାଣରେ ମୋର ଅନ୍ତଃକରଣ ଉଲ୍ଲାସ କରିବ; 6 ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି, କାରଣ ସେ ମୋହର ପ୍ରଚୁର ମଙ୍ଗଳ କରିଅଛନ୍ତି।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 13 / 150
×

Alert

×

Oriya Letters Keypad References