ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ସହାୟତା ପାଇଁ ନିବେଦନ} [PS] ହେ ସଦାପ୍ରଭୁ, ତୁମ୍ଭେ କେତେ କାଳ ପର୍ଯ୍ୟନ୍ତ ମୋତେ ପାସୋରିବ ? [QBR] ତୁମ୍ଭେ କେତେ କାଳ ମୋ’ଠାରୁ ଆପଣା ମୁଖ ଲୁଚାଇବ ? [QBR]
2. ମୁଁ ସାରାଦିନ ନିଜ ଅନ୍ତଃକରଣରେ ଦୁଃଖିତ ହୋଇ [QBR] କେତେ କାଳ ମନେ ମନେ ପରାମର୍ଶ କରିବି ? [QBR] କେତେ କାଳ ମୋ’ ଶତ୍ରୁ ମୋ’ ଉପରେ ଉଚ୍ଚୀକୃତ ହେବ ? [QBR]
3. ହେ ସଦାପ୍ରଭୁ, ମୋ’ ପରମେଶ୍ୱର, ବିବେଚନା କର ଓ ମୋତେ ଉତ୍ତର ଦିଅ; [QBR] ମୋହର ଚକ୍ଷୁ ସତେଜ କର, ନୋହିଲେ ମୁଁ ମୃତ୍ୟୁୁ-ନିଦ୍ରାରେ ନିଦ୍ରାଗତ ହେବି; [QBR]
4. କେଜାଣି ମୋ’ ଶତ୍ରୁ କହିବ, “ମୁଁ ତାହାକୁ ଜୟ କରିଅଛି,” [QBR] ଆଉ, ମୁଁ ଘୁଞ୍ଚାଗଲେ, ମୋହର ବିପକ୍ଷଗଣ ଉଲ୍ଲାସ କରିବେ। [QBR]
5. ମାତ୍ର ମୁଁ ତୁମ୍ଭ ଦୟାରେ ଭରସା ରଖିଅଛି; [QBR] ତୁମ୍ଭ କୃତ ପରିତ୍ରାଣରେ ମୋର ଅନ୍ତଃକରଣ ଉଲ୍ଲାସ କରିବ; [QBR]
6. ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି, [QBR] କାରଣ ସେ ମୋହର ପ୍ରଚୁର ମଙ୍ଗଳ କରିଅଛନ୍ତି। [PE]

Notes

No Verse Added

Total 150 Chapters, Current Chapter 13 of Total Chapters 150
ଗୀତସଂହିତା 13:52
1. {ସହାୟତା ପାଇଁ ନିବେଦନ} PS ହେ ସଦାପ୍ରଭୁ, ତୁମ୍ଭେ କେତେ କାଳ ପର୍ଯ୍ୟନ୍ତ ମୋତେ ପାସୋରିବ ?
ତୁମ୍ଭେ କେତେ କାଳ ମୋ’ଠାରୁ ଆପଣା ମୁଖ ଲୁଚାଇବ ?
2. ମୁଁ ସାରାଦିନ ନିଜ ଅନ୍ତଃକରଣରେ ଦୁଃଖିତ ହୋଇ
କେତେ କାଳ ମନେ ମନେ ପରାମର୍ଶ କରିବି ?
କେତେ କାଳ ମୋ’ ଶତ୍ରୁ ମୋ’ ଉପରେ ଉଚ୍ଚୀକୃତ ହେବ ?
3. ହେ ସଦାପ୍ରଭୁ, ମୋ’ ପରମେଶ୍ୱର, ବିବେଚନା କର ମୋତେ ଉତ୍ତର ଦିଅ;
ମୋହର ଚକ୍ଷୁ ସତେଜ କର, ନୋହିଲେ ମୁଁ ମୃତ୍ୟୁୁ-ନିଦ୍ରାରେ ନିଦ୍ରାଗତ ହେବି;
4. କେଜାଣି ମୋ’ ଶତ୍ରୁ କହିବ, “ମୁଁ ତାହାକୁ ଜୟ କରିଅଛି,”
ଆଉ, ମୁଁ ଘୁଞ୍ଚାଗଲେ, ମୋହର ବିପକ୍ଷଗଣ ଉଲ୍ଲାସ କରିବେ।
5. ମାତ୍ର ମୁଁ ତୁମ୍ଭ ଦୟାରେ ଭରସା ରଖିଅଛି;
ତୁମ୍ଭ କୃତ ପରିତ୍ରାଣରେ ମୋର ଅନ୍ତଃକରଣ ଉଲ୍ଲାସ କରିବ;
6. ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି,
କାରଣ ସେ ମୋହର ପ୍ରଚୁର ମଙ୍ଗଳ କରିଅଛନ୍ତି। PE
Total 150 Chapters, Current Chapter 13 of Total Chapters 150
×

Alert

×

oriya Letters Keypad References