ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ସହାୟତା ପାଇଁ ନିବେଦନ} [PS] ହେ ସଦାପ୍ରଭୁ, ତୁମ୍ଭେ କେତେ କାଳ ପର୍ଯ୍ୟନ୍ତ ମୋତେ ପାସୋରିବ ? [QBR] ତୁମ୍ଭେ କେତେ କାଳ ମୋ’ଠାରୁ ଆପଣା ମୁଖ ଲୁଚାଇବ ? [QBR]
2. ମୁଁ ସାରାଦିନ ନିଜ ଅନ୍ତଃକରଣରେ ଦୁଃଖିତ ହୋଇ [QBR] କେତେ କାଳ ମନେ ମନେ ପରାମର୍ଶ କରିବି ? [QBR] କେତେ କାଳ ମୋ’ ଶତ୍ରୁ ମୋ’ ଉପରେ ଉଚ୍ଚୀକୃତ ହେବ ? [QBR]
3. ହେ ସଦାପ୍ରଭୁ, ମୋ’ ପରମେଶ୍ୱର, ବିବେଚନା କର ଓ ମୋତେ ଉତ୍ତର ଦିଅ; [QBR] ମୋହର ଚକ୍ଷୁ ସତେଜ କର, ନୋହିଲେ ମୁଁ ମୃତ୍ୟୁୁ-ନିଦ୍ରାରେ ନିଦ୍ରାଗତ ହେବି; [QBR]
4. କେଜାଣି ମୋ’ ଶତ୍ରୁ କହିବ, “ମୁଁ ତାହାକୁ ଜୟ କରିଅଛି,” [QBR] ଆଉ, ମୁଁ ଘୁଞ୍ଚାଗଲେ, ମୋହର ବିପକ୍ଷଗଣ ଉଲ୍ଲାସ କରିବେ। [QBR]
5. ମାତ୍ର ମୁଁ ତୁମ୍ଭ ଦୟାରେ ଭରସା ରଖିଅଛି; [QBR] ତୁମ୍ଭ କୃତ ପରିତ୍ରାଣରେ ମୋର ଅନ୍ତଃକରଣ ଉଲ୍ଲାସ କରିବ; [QBR]
6. ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି, [QBR] କାରଣ ସେ ମୋହର ପ୍ରଚୁର ମଙ୍ଗଳ କରିଅଛନ୍ତି। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 13 / 150
ଗୀତସଂହିତା 13:54
ସହାୟତା ପାଇଁ ନିବେଦନ 1 ହେ ସଦାପ୍ରଭୁ, ତୁମ୍ଭେ କେତେ କାଳ ପର୍ଯ୍ୟନ୍ତ ମୋତେ ପାସୋରିବ ? ତୁମ୍ଭେ କେତେ କାଳ ମୋ’ଠାରୁ ଆପଣା ମୁଖ ଲୁଚାଇବ ? 2 ମୁଁ ସାରାଦିନ ନିଜ ଅନ୍ତଃକରଣରେ ଦୁଃଖିତ ହୋଇ କେତେ କାଳ ମନେ ମନେ ପରାମର୍ଶ କରିବି ? କେତେ କାଳ ମୋ’ ଶତ୍ରୁ ମୋ’ ଉପରେ ଉଚ୍ଚୀକୃତ ହେବ ? 3 ହେ ସଦାପ୍ରଭୁ, ମୋ’ ପରମେଶ୍ୱର, ବିବେଚନା କର ଓ ମୋତେ ଉତ୍ତର ଦିଅ; ମୋହର ଚକ୍ଷୁ ସତେଜ କର, ନୋହିଲେ ମୁଁ ମୃତ୍ୟୁୁ-ନିଦ୍ରାରେ ନିଦ୍ରାଗତ ହେବି; 4 କେଜାଣି ମୋ’ ଶତ୍ରୁ କହିବ, “ମୁଁ ତାହାକୁ ଜୟ କରିଅଛି,” ଆଉ, ମୁଁ ଘୁଞ୍ଚାଗଲେ, ମୋହର ବିପକ୍ଷଗଣ ଉଲ୍ଲାସ କରିବେ। 5 ମାତ୍ର ମୁଁ ତୁମ୍ଭ ଦୟାରେ ଭରସା ରଖିଅଛି; ତୁମ୍ଭ କୃତ ପରିତ୍ରାଣରେ ମୋର ଅନ୍ତଃକରଣ ଉଲ୍ଲାସ କରିବ; 6 ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି, କାରଣ ସେ ମୋହର ପ୍ରଚୁର ମଙ୍ଗଳ କରିଅଛନ୍ତି।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 13 / 150
Common Bible Languages
West Indian Languages
×

Alert

×

oriya Letters Keypad References