ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ସହାୟତା ପାଇଁ ପ୍ରାର୍ଥନା } [QS]
2. [PS]*ଆରୋହଣ-ଗୀତ। *[PE][PBR]ହେ ସଦାପ୍ରଭୁ, ମୁଁ ଗଭୀର ଜଳରେ ଥାଇ ତୁମ୍ଭ ନିକଟରେ ଡାକ ପକାଇଅଛି। *[PE][QS]ହେ ପ୍ରଭୁ, ମୋ’ ରବ ଶୁଣ; [QE][QS]ତୁମ୍ଭ କର୍ଣ୍ଣ ମୋ’ ବିନତି-ରବରେ ମନୋଯୋଗ କରୁ। [QE]
3. [QS]ହେ ସଦାପ୍ରଭୁ, ତୁମ୍ଭେ ଯଦି ଅପରାଧସବୁ ଧରିବ, [QE][QS]ତେବେ ହେ ପ୍ରଭୁ, କିଏ ଠିଆ ହେବ ? [QE]
4. [QS]ମାତ୍ର ତୁମ୍ଭଙ୍କୁ ଯେପରି ଭୟ କରାଯାଏ, [QE][QS]ଏଥିପାଇଁ ତୁମ୍ଭଠାରେ କ୍ଷମା ଅଛି। [QE]
5. [QS]ମୁଁ ସଦାପ୍ରଭୁଙ୍କର ଅପେକ୍ଷା କରୁଅଛି, ମୋ’ ପ୍ରାଣ ଅପେକ୍ଷା କରୁଅଛି, [QE][QS]ପୁଣି, ମୁଁ ତାହାଙ୍କ ବାକ୍ୟରେ ଭରସା ରଖୁଅଛି। [QE]
6. [QS]ପ୍ରହରୀମାନେ ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ମୋ’ ପ୍ରାଣ ପ୍ରଭୁଙ୍କ ପାଇଁ ଅଧିକ ଚାହିଁ ରହେ; [QE][QS]ହଁ, ପ୍ରହରୀମାନଙ୍କର ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ଅଧିକ। [QE]
7. [QS]ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ; [QE][QS]କାରଣ ସଦାପ୍ରଭୁଙ୍କଠାରେ ଦୟା ଅଛି [QE][QS]ଓ ତାହାଙ୍କଠାରେ ପ୍ରଚୁର ମୁକ୍ତି ଅଛି। [QE]
8. [QS]ପୁଣି, ସେ ଇସ୍ରାଏଲକୁ [QE][QS]ତାହାର ସମସ୍ତ ଅପରାଧରୁ ମୁକ୍ତ କରିବେ। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 130 / 150
ସହାୟତା ପାଇଁ ପ୍ରାର୍ଥନା 1 2 *ଆରୋହଣ-ଗୀତ। *ହେ ସଦାପ୍ରଭୁ, ମୁଁ ଗଭୀର ଜଳରେ ଥାଇ ତୁମ୍ଭ ନିକଟରେ ଡାକ ପକାଇଅଛି। *ହେ ପ୍ରଭୁ, ମୋ’ ରବ ଶୁଣ; ତୁମ୍ଭ କର୍ଣ୍ଣ ମୋ’ ବିନତି-ରବରେ ମନୋଯୋଗ କରୁ। 3 ହେ ସଦାପ୍ରଭୁ, ତୁମ୍ଭେ ଯଦି ଅପରାଧସବୁ ଧରିବ, ତେବେ ହେ ପ୍ରଭୁ, କିଏ ଠିଆ ହେବ ? 4 ମାତ୍ର ତୁମ୍ଭଙ୍କୁ ଯେପରି ଭୟ କରାଯାଏ, ଏଥିପାଇଁ ତୁମ୍ଭଠାରେ କ୍ଷମା ଅଛି। 5 ମୁଁ ସଦାପ୍ରଭୁଙ୍କର ଅପେକ୍ଷା କରୁଅଛି, ମୋ’ ପ୍ରାଣ ଅପେକ୍ଷା କରୁଅଛି, ପୁଣି, ମୁଁ ତାହାଙ୍କ ବାକ୍ୟରେ ଭରସା ରଖୁଅଛି। 6 ପ୍ରହରୀମାନେ ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ମୋ’ ପ୍ରାଣ ପ୍ରଭୁଙ୍କ ପାଇଁ ଅଧିକ ଚାହିଁ ରହେ; ହଁ, ପ୍ରହରୀମାନଙ୍କର ପ୍ରଭାତ ପାଇଁ ଚାହିଁ ରହିବା ଅପେକ୍ଷା ଅଧିକ। 7 ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ; କାରଣ ସଦାପ୍ରଭୁଙ୍କଠାରେ ଦୟା ଅଛି ଓ ତାହାଙ୍କଠାରେ ପ୍ରଚୁର ମୁକ୍ତି ଅଛି। 8 ପୁଣି, ସେ ଇସ୍ରାଏଲକୁ ତାହାର ସମସ୍ତ ଅପରାଧରୁ ମୁକ୍ତ କରିବେ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 130 / 150
×

Alert

×

Oriya Letters Keypad References