ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ନିର୍ଭରଶୀଳ ହେବା ପାଇଁ ପ୍ରାର୍ଥନା} [PS] ହେ ସଦାପ୍ରଭୁ, ମୋ’ ଅନ୍ତଃକରଣ ଅହଙ୍କାରୀ ନୁହେଁ, ଅବା ମୋ’ ଦୃଷ୍ଟି ଗର୍ବୀ ନୁହେଁ; [QBR] କିଅବା ମୁଁ ମହତ୍‍ ମହତ୍‍ ବ୍ୟାପାରରେ, [QBR] ଅଥବା ମୋ’ ପ୍ରତି ବୋଧାତୀତ ଆଶ୍ଚର୍ଯ୍ୟ ବିଷୟମାନଙ୍କରେ ପ୍ରୟାସ କରୁ ନାହିଁ। [QBR]
2. ନିଶ୍ଚୟ ମୁଁ ଆପଣା ପ୍ରାଣକୁ ଶାନ୍ତ ଓ କ୍ଷାନ୍ତ କରିଅଛି, [QBR] ସ୍ତନ୍ୟତ୍ୟାଗୀ ଶିଶୁ ଆପଣା ମାତା ସଙ୍ଗେ ଥିବା ପରି; [QBR] ମୋ’ ପ୍ରାଣ ମୋ’ ସଙ୍ଗରେ ସ୍ତନ୍ୟତ୍ୟାଗୀ ଶିଶୁ ପରି ଅଛି। [QBR]
3. ହେ ଇସ୍ରାଏଲ, ଆଜିଠାରୁ ଅନନ୍ତକାଳ [QBR] ସଦାପ୍ରଭୁଙ୍କ ଠାରେ ଭରସା ରଖ। [PE]

Notes

No Verse Added

Total 150 Chapters, Current Chapter 131 of Total Chapters 150
ଗୀତସଂହିତା 131:104
1. {ନିର୍ଭରଶୀଳ ହେବା ପାଇଁ ପ୍ରାର୍ଥନା} PS ହେ ସଦାପ୍ରଭୁ, ମୋ’ ଅନ୍ତଃକରଣ ଅହଙ୍କାରୀ ନୁହେଁ, ଅବା ମୋ’ ଦୃଷ୍ଟି ଗର୍ବୀ ନୁହେଁ;
କିଅବା ମୁଁ ମହତ୍‍ ମହତ୍‍ ବ୍ୟାପାରରେ,
ଅଥବା ମୋ’ ପ୍ରତି ବୋଧାତୀତ ଆଶ୍ଚର୍ଯ୍ୟ ବିଷୟମାନଙ୍କରେ ପ୍ରୟାସ କରୁ ନାହିଁ।
2. ନିଶ୍ଚୟ ମୁଁ ଆପଣା ପ୍ରାଣକୁ ଶାନ୍ତ କ୍ଷାନ୍ତ କରିଅଛି,
ସ୍ତନ୍ୟତ୍ୟାଗୀ ଶିଶୁ ଆପଣା ମାତା ସଙ୍ଗେ ଥିବା ପରି;
ମୋ’ ପ୍ରାଣ ମୋ’ ସଙ୍ଗରେ ସ୍ତନ୍ୟତ୍ୟାଗୀ ଶିଶୁ ପରି ଅଛି।
3. ହେ ଇସ୍ରାଏଲ, ଆଜିଠାରୁ ଅନନ୍ତକାଳ
ସଦାପ୍ରଭୁଙ୍କ ଠାରେ ଭରସା ରଖ। PE
Total 150 Chapters, Current Chapter 131 of Total Chapters 150
×

Alert

×

oriya Letters Keypad References