ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ନିର୍ଭରଶୀଳ ହେବା ପାଇଁ ପ୍ରାର୍ଥନା } [QS]
2. [PS]*ଆରୋହଣ-ଗୀତ; ଦାଉଦଙ୍କ ରଚିତ। *[PE][PBR]ହେ ସଦାପ୍ରଭୁ, ମୋ’ ଅନ୍ତଃକରଣ ଅହଙ୍କାରୀ ନୁହେଁ, ଅବା ମୋ’ ଦୃଷ୍ଟି ଗର୍ବୀ ନୁହେଁ; *[PE][QS]କିଅବା ମୁଁ ମହତ୍‍ ମହତ୍‍ ବ୍ୟାପାରରେ, *[PE][QS]ଅଥବା ମୋ’ ପ୍ରତି ବୋଧାତୀତ ଆଶ୍ଚର୍ଯ୍ୟ ବିଷୟମାନଙ୍କରେ ପ୍ରୟାସ କରୁ ନାହିଁ। *[PE][QS]ନିଶ୍ଚୟ ମୁଁ ଆପଣା ପ୍ରାଣକୁ ଶାନ୍ତ ଓ କ୍ଷାନ୍ତ କରିଅଛି, [QE][QS]ସ୍ତନ୍ୟତ୍ୟାଗୀ ଶିଶୁ ଆପଣା ମାତା ସଙ୍ଗେ ଥିବା ପରି; [QE][QS]ମୋ’ ପ୍ରାଣ ମୋ’ ସଙ୍ଗରେ ସ୍ତନ୍ୟତ୍ୟାଗୀ ଶିଶୁ ପରି ଅଛି। [QE]
3. [QS]ହେ ଇସ୍ରାଏଲ, ଆଜିଠାରୁ ଅନନ୍ତକାଳ [QE][QS]ସଦାପ୍ରଭୁଙ୍କ ଠାରେ ଭରସା ରଖ। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 131 / 150
ନିର୍ଭରଶୀଳ ହେବା ପାଇଁ ପ୍ରାର୍ଥନା 1 2 *ଆରୋହଣ-ଗୀତ; ଦାଉଦଙ୍କ ରଚିତ। *ହେ ସଦାପ୍ରଭୁ, ମୋ’ ଅନ୍ତଃକରଣ ଅହଙ୍କାରୀ ନୁହେଁ, ଅବା ମୋ’ ଦୃଷ୍ଟି ଗର୍ବୀ ନୁହେଁ; *କିଅବା ମୁଁ ମହତ୍‍ ମହତ୍‍ ବ୍ୟାପାରରେ, *ଅଥବା ମୋ’ ପ୍ରତି ବୋଧାତୀତ ଆଶ୍ଚର୍ଯ୍ୟ ବିଷୟମାନଙ୍କରେ ପ୍ରୟାସ କରୁ ନାହିଁ। *ନିଶ୍ଚୟ ମୁଁ ଆପଣା ପ୍ରାଣକୁ ଶାନ୍ତ ଓ କ୍ଷାନ୍ତ କରିଅଛି, ସ୍ତନ୍ୟତ୍ୟାଗୀ ଶିଶୁ ଆପଣା ମାତା ସଙ୍ଗେ ଥିବା ପରି; ମୋ’ ପ୍ରାଣ ମୋ’ ସଙ୍ଗରେ ସ୍ତନ୍ୟତ୍ୟାଗୀ ଶିଶୁ ପରି ଅଛି। 3 ହେ ଇସ୍ରାଏଲ, ଆଜିଠାରୁ ଅନନ୍ତକାଳ ସଦାପ୍ରଭୁଙ୍କ ଠାରେ ଭରସା ରଖ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 131 / 150
×

Alert

×

Oriya Letters Keypad References