ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଗୀତସଂହିତା
1. {#1ମନ୍ଦିରର ପ୍ରଶଂସା } [QS][PS]*ଆରୋହଣ-ଗୀତ। *[PE][PBR]ହେ ସଦାପ୍ରଭୁ, ଦାଉଦ ପକ୍ଷରେ *[PE][QS]ତାହାର ସକଳ କ୍ଳେଶ ସ୍ମରଣ କର; [QE]
2. [QS]ସେ କିପ୍ରକାରେ ସଦାପ୍ରଭୁଙ୍କ ନିକଟରେ ଶପଥ କଲା, [QE][QS]ଆଉ ଯାକୁବର ବଳଦାତାଙ୍କ ନିକଟରେ ମାନତ କରି କହିଲା; [QE]
3. [QS]“ମୁଁ ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନିମନ୍ତେ ଏକ ସ୍ଥାନ ଓ [QE][QS]ଯାକୁବର ବଳଦାତାଙ୍କ ନିମନ୍ତେ ଏକ ଆବାସ ପ୍ରାପ୍ତ ନ ହୁଏ, [QE]
4. [QS]ସେପର୍ଯ୍ୟନ୍ତ ମୁଁ ନିଶ୍ଚୟ ଆପଣା ଗୃହ-ତମ୍ବୁରେ ପ୍ରବେଶ କରିବି ନାହିଁ, [QE][QS]କିଅବା ଆପଣା ଶଯ୍ୟା ଉପରକୁ ଯିବି ନାହିଁ। [QE]
5. [QS]ମୁଁ ଆପଣା ଚକ୍ଷୁକୁ ନିଦ୍ରା ଦେବି ନାହିଁ, [QE][QS]ଅବା ଆପଣା ଚକ୍ଷୁପତାକୁ ଘୁମାଇବାକୁ ଦେବି ନାହିଁ।” [QE]
6. [QS]ଦେଖ, ଆମ୍ଭେମାନେ ଇଫ୍ରାଥାରେ ଏ ବିଷୟ ଶୁଣିଲୁ; [QE][QS]ଆମ୍ଭେମାନେ ବନସ୍ଥ କ୍ଷେତ୍ରରେ ତାହା ପ୍ରାପ୍ତ ହେଲୁ। [QE]
7. [QS]ଆମ୍ଭେମାନେ ସଦାପ୍ରଭୁଙ୍କ ଆବାସକୁ ଯିବା; [QE][QS]ଆମ୍ଭେମାନେ ତାହାଙ୍କ ପାଦପୀଠରେ ପ୍ରଣାମ କରିବା। [QE]
8. [QS]ହେ ସଦାପ୍ରଭୁ, ଉଠ, ତୁମ୍ଭେ ସ୍ୱପରାକ୍ରମର ସିନ୍ଦୁକ ସହିତ ଆପଣା ବିଶ୍ରାମ-ସ୍ଥାନକୁ ଗମନ କର। [QE]
9. [QS]ତୁମ୍ଭର ଯାଜକମାନେ ଧର୍ମରୂପ ବସ୍ତ୍ର ପରିହିତ ହେଉନ୍ତୁ; [QE][QS]ପୁଣି, ତୁମ୍ଭ ସଦ୍‍ଭକ୍ତମାନେ ଆନନ୍ଦଧ୍ୱନି କରନ୍ତୁ। [QE]
10. [QS]ତୁମ୍ଭ ଦାସ ଦାଉଦ ସକାଶୁ ଆପଣା ଅଭିଷିକ୍ତଙ୍କ [QE][QS]ମୁଖ ଫେରାଇ ଦିଅ ନାହିଁ। [QE]
11. [QS]ସଦାପ୍ରଭୁ ଦାଉଦ ପ୍ରତି ସତ୍ୟରେ ଶପଥ କରିଅଛନ୍ତି; [QE][QS]ସେ ତହିଁରୁ ଫେରିବେ ନାହିଁ। [QE][QS]“ଆମ୍ଭେ ତୁମ୍ଭ ତନୁଜାତ ଫଳକୁ[* ଫଳକୁ ଅର୍ଥାତ୍ ପୁତ୍ରକୁ ] ତୁମ୍ଭ ସିଂହାସନରେ ବସାଇବା। [QE]
12. [QS]ଯଦି ତୁମ୍ଭ ସନ୍ତାନଗଣ ଆମ୍ଭ ନିୟମ [QE][QS]ଓ ଆମ୍ଭେ ସେମାନଙ୍କୁ ଯେଉଁ ପ୍ରମାଣ-ବାକ୍ୟ ଶିଖାଇବା, ତାହା ପାଳନ କରିବେ, [QE][QS]ତେବେ ସେମାନଙ୍କ ସନ୍ତାନଗଣ ହିଁ ସଦାକାଳ ତୁମ୍ଭ ସିଂହାସନରେ ବସିବେ।” [QE]
13. [QS]କାରଣ ସଦାପ୍ରଭୁ ସିୟୋନକୁ ମନୋନୀତ କରିଅଛନ୍ତି; [QE][QS]ସେ ଆପଣା ନିବାସ ନିମନ୍ତେ ତାହା ବାଞ୍ଛା କରିଅଛନ୍ତି। [QE]
14. [QS]ଏହା ଚିରକାଳ ଆମ୍ଭର ବିଶ୍ରାମ-ସ୍ଥାନ ଅଟେ; [QE][QS]ଏଠାରେ ଆମ୍ଭେ ବାସ କରିବା; କାରଣ ଆମ୍ଭେ ତାହା ବାଞ୍ଛା କରିଅଛୁ। [QE]
15. [QS]ଆମ୍ଭେ ତାହାର ଭକ୍ଷ୍ୟ ଉପରେ ବହୁଳ ରୂପେ ଆଶୀର୍ବାଦ କରିବା; [QE][QS]ଆମ୍ଭେ ତାହାର ଦରିଦ୍ରଗଣକୁ ଅନ୍ନ ଦେଇ ତୃପ୍ତ କରିବା। [QE]
16. [QS]ଆମ୍ଭେ ତାହାର ଯାଜକଗଣକୁ ହିଁ ତ୍ରାଣରୂପ ବସ୍ତ୍ର ପିନ୍ଧାଇବା [QE][QS]ଓ ତାହାର ସଦ୍‍ଭକ୍ତମାନେ ଆନନ୍ଦରେ ଉଚ୍ଚଧ୍ୱନି କରିବେ। [QE]
17. [QS]ସେଠାରେ ଆମ୍ଭେ ଦାଉଦର ଶୃଙ୍ଗ ଅଙ୍କୁରିତ କରିବା; [QE][QS]ଆମ୍ଭେ ଆପଣା ଅଭିଷିକ୍ତଙ୍କ ପାଇଁ ଏକ ପ୍ରଦୀପ ନିରୂପଣ କରିଅଛୁ। [QE]
18. [QS]ତାହାଙ୍କ ଶତ୍ରୁଗଣକୁ ଆମ୍ଭେ ଲଜ୍ଜାରୂପ ବସ୍ତ୍ର ପିନ୍ଧାଇବା; [QE][QS]ମାତ୍ର ତାହାଙ୍କ ରାଜ୍ୟ ଉନ୍ନତି ହେବ।[† ତାହାଙ୍କ ରାଜ୍ୟ ଉନ୍ନତି ହେବ। ନିଜ ଉପରେ ତାହାଙ୍କ ମୁକୁଟ ଶୋଭା ପାଇବ ] [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 132 / 150
ମନ୍ଦିରର ପ୍ରଶଂସା 1 *ଆରୋହଣ-ଗୀତ। *ହେ ସଦାପ୍ରଭୁ, ଦାଉଦ ପକ୍ଷରେ *ତାହାର ସକଳ କ୍ଳେଶ ସ୍ମରଣ କର; 2 ସେ କିପ୍ରକାରେ ସଦାପ୍ରଭୁଙ୍କ ନିକଟରେ ଶପଥ କଲା, ଆଉ ଯାକୁବର ବଳଦାତାଙ୍କ ନିକଟରେ ମାନତ କରି କହିଲା; 3 “ମୁଁ ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନିମନ୍ତେ ଏକ ସ୍ଥାନ ଓ ଯାକୁବର ବଳଦାତାଙ୍କ ନିମନ୍ତେ ଏକ ଆବାସ ପ୍ରାପ୍ତ ନ ହୁଏ, 4 ସେପର୍ଯ୍ୟନ୍ତ ମୁଁ ନିଶ୍ଚୟ ଆପଣା ଗୃହ-ତମ୍ବୁରେ ପ୍ରବେଶ କରିବି ନାହିଁ, କିଅବା ଆପଣା ଶଯ୍ୟା ଉପରକୁ ଯିବି ନାହିଁ। 5 ମୁଁ ଆପଣା ଚକ୍ଷୁକୁ ନିଦ୍ରା ଦେବି ନାହିଁ, ଅବା ଆପଣା ଚକ୍ଷୁପତାକୁ ଘୁମାଇବାକୁ ଦେବି ନାହିଁ।” 6 ଦେଖ, ଆମ୍ଭେମାନେ ଇଫ୍ରାଥାରେ ଏ ବିଷୟ ଶୁଣିଲୁ; ଆମ୍ଭେମାନେ ବନସ୍ଥ କ୍ଷେତ୍ରରେ ତାହା ପ୍ରାପ୍ତ ହେଲୁ। 7 ଆମ୍ଭେମାନେ ସଦାପ୍ରଭୁଙ୍କ ଆବାସକୁ ଯିବା; ଆମ୍ଭେମାନେ ତାହାଙ୍କ ପାଦପୀଠରେ ପ୍ରଣାମ କରିବା। 8 ହେ ସଦାପ୍ରଭୁ, ଉଠ, ତୁମ୍ଭେ ସ୍ୱପରାକ୍ରମର ସିନ୍ଦୁକ ସହିତ ଆପଣା ବିଶ୍ରାମ-ସ୍ଥାନକୁ ଗମନ କର। 9 ତୁମ୍ଭର ଯାଜକମାନେ ଧର୍ମରୂପ ବସ୍ତ୍ର ପରିହିତ ହେଉନ୍ତୁ; ପୁଣି, ତୁମ୍ଭ ସଦ୍‍ଭକ୍ତମାନେ ଆନନ୍ଦଧ୍ୱନି କରନ୍ତୁ। 10 ତୁମ୍ଭ ଦାସ ଦାଉଦ ସକାଶୁ ଆପଣା ଅଭିଷିକ୍ତଙ୍କ ମୁଖ ଫେରାଇ ଦିଅ ନାହିଁ। 11 ସଦାପ୍ରଭୁ ଦାଉଦ ପ୍ରତି ସତ୍ୟରେ ଶପଥ କରିଅଛନ୍ତି; ସେ ତହିଁରୁ ଫେରିବେ ନାହିଁ। “ଆମ୍ଭେ ତୁମ୍ଭ ତନୁଜାତ ଫଳକୁ* ଫଳକୁ ଅର୍ଥାତ୍ ପୁତ୍ରକୁ ତୁମ୍ଭ ସିଂହାସନରେ ବସାଇବା। 12 ଯଦି ତୁମ୍ଭ ସନ୍ତାନଗଣ ଆମ୍ଭ ନିୟମ ଓ ଆମ୍ଭେ ସେମାନଙ୍କୁ ଯେଉଁ ପ୍ରମାଣ-ବାକ୍ୟ ଶିଖାଇବା, ତାହା ପାଳନ କରିବେ, ତେବେ ସେମାନଙ୍କ ସନ୍ତାନଗଣ ହିଁ ସଦାକାଳ ତୁମ୍ଭ ସିଂହାସନରେ ବସିବେ।” 13 କାରଣ ସଦାପ୍ରଭୁ ସିୟୋନକୁ ମନୋନୀତ କରିଅଛନ୍ତି; ସେ ଆପଣା ନିବାସ ନିମନ୍ତେ ତାହା ବାଞ୍ଛା କରିଅଛନ୍ତି। 14 ଏହା ଚିରକାଳ ଆମ୍ଭର ବିଶ୍ରାମ-ସ୍ଥାନ ଅଟେ; ଏଠାରେ ଆମ୍ଭେ ବାସ କରିବା; କାରଣ ଆମ୍ଭେ ତାହା ବାଞ୍ଛା କରିଅଛୁ। 15 ଆମ୍ଭେ ତାହାର ଭକ୍ଷ୍ୟ ଉପରେ ବହୁଳ ରୂପେ ଆଶୀର୍ବାଦ କରିବା; ଆମ୍ଭେ ତାହାର ଦରିଦ୍ରଗଣକୁ ଅନ୍ନ ଦେଇ ତୃପ୍ତ କରିବା। 16 ଆମ୍ଭେ ତାହାର ଯାଜକଗଣକୁ ହିଁ ତ୍ରାଣରୂପ ବସ୍ତ୍ର ପିନ୍ଧାଇବା ଓ ତାହାର ସଦ୍‍ଭକ୍ତମାନେ ଆନନ୍ଦରେ ଉଚ୍ଚଧ୍ୱନି କରିବେ। 17 ସେଠାରେ ଆମ୍ଭେ ଦାଉଦର ଶୃଙ୍ଗ ଅଙ୍କୁରିତ କରିବା; ଆମ୍ଭେ ଆପଣା ଅଭିଷିକ୍ତଙ୍କ ପାଇଁ ଏକ ପ୍ରଦୀପ ନିରୂପଣ କରିଅଛୁ। 18 ତାହାଙ୍କ ଶତ୍ରୁଗଣକୁ ଆମ୍ଭେ ଲଜ୍ଜାରୂପ ବସ୍ତ୍ର ପିନ୍ଧାଇବା; ମାତ୍ର ତାହାଙ୍କ ରାଜ୍ୟ ଉନ୍ନତି ହେବ।[† ତାହାଙ୍କ ରାଜ୍ୟ ଉନ୍ନତି ହେବ। ନିଜ ଉପରେ ତାହାଙ୍କ ମୁକୁଟ ଶୋଭା ପାଇବ ]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 132 / 150
×

Alert

×

Oriya Letters Keypad References