ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ଭ୍ରାତୃପ୍ରେମ} [PS] ଦେଖ, ଭାଇମାନେ ମିଳନରେ ଏକତ୍ର ବାସ କରିବା [QBR] କିପରି ଉତ୍ତମ ଓ ମନୋହର ! [QBR]
2. ତାହା ମସ୍ତକରେ ବହୁମୂଲ୍ୟ ତୈଳ ସ୍ୱରୂପ, [QBR] ଯାହା ଦାଢ଼ିରେ, ଅର୍ଥାତ୍‍, ହାରୋଣଙ୍କର ଦାଢ଼ିରେ ବହି [QBR] ତାଙ୍କ ବସ୍ତ୍ରାଞ୍ଚଳରେ ପଡ଼ିଲା। [QBR]
3. ତାହା ହର୍ମୋଣ ପାହାଡ଼ର ଶିଶିର ତୁଲ୍ୟ, [QBR] ଯାହା ସିୟୋନର ପର୍ବତଗଣ ଉପରେ କ୍ଷରି ପଡ଼େ। [QBR] କାରଣ ସଦାପ୍ରଭୁ ସେଠାରେ ଆଶୀର୍ବାଦ, ହଁ, [QBR] ଅନନ୍ତ ଜୀବନ ଆଜ୍ଞା କଲେ। [PE]

Notes

No Verse Added

Total 150 Chapters, Current Chapter 133 of Total Chapters 150
ଗୀତସଂହିତା 133:1
1. {ଭ୍ରାତୃପ୍ରେମ} PS ଦେଖ, ଭାଇମାନେ ମିଳନରେ ଏକତ୍ର ବାସ କରିବା
କିପରି ଉତ୍ତମ ମନୋହର !
2. ତାହା ମସ୍ତକରେ ବହୁମୂଲ୍ୟ ତୈଳ ସ୍ୱରୂପ,
ଯାହା ଦାଢ଼ିରେ, ଅର୍ଥାତ୍‍, ହାରୋଣଙ୍କର ଦାଢ଼ିରେ ବହି
ତାଙ୍କ ବସ୍ତ୍ରାଞ୍ଚଳରେ ପଡ଼ିଲା।
3. ତାହା ହର୍ମୋଣ ପାହାଡ଼ର ଶିଶିର ତୁଲ୍ୟ,
ଯାହା ସିୟୋନର ପର୍ବତଗଣ ଉପରେ କ୍ଷରି ପଡ଼େ।
କାରଣ ସଦାପ୍ରଭୁ ସେଠାରେ ଆଶୀର୍ବାଦ, ହଁ,
ଅନନ୍ତ ଜୀବନ ଆଜ୍ଞା କଲେ। PE
Total 150 Chapters, Current Chapter 133 of Total Chapters 150
×

Alert

×

oriya Letters Keypad References