ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ଭ୍ରାତୃପ୍ରେମ } [QS][PS]*ଆରୋହଣ ଗୀତ, ଦାଉଦଙ୍କ ରଚିତ। *[PE][PBR]ଦେଖ, ଭାଇମାନେ ମିଳନରେ ଏକତ୍ର ବାସ କରିବା *[PE][QS]କିପରି ଉତ୍ତମ ଓ ମନୋହର ! [QE]
2. [QS]ତାହା ମସ୍ତକରେ ବହୁମୂଲ୍ୟ ତୈଳ ସ୍ୱରୂପ, [QE][QS]ଯାହା ଦାଢ଼ିରେ, ଅର୍ଥାତ୍‍, ହାରୋଣଙ୍କର ଦାଢ଼ିରେ ବହି [QE][QS]ତାଙ୍କ ବସ୍ତ୍ରାଞ୍ଚଳରେ ପଡ଼ିଲା। [QE]
3. [QS]ତାହା ହର୍ମୋଣ ପାହାଡ଼ର ଶିଶିର ତୁଲ୍ୟ, [QE][QS]ଯାହା ସିୟୋନର ପର୍ବତଗଣ ଉପରେ କ୍ଷରି ପଡ଼େ। [QE][QS]କାରଣ ସଦାପ୍ରଭୁ ସେଠାରେ ଆଶୀର୍ବାଦ, ହଁ, [QE][QS]ଅନନ୍ତ ଜୀବନ ଆଜ୍ଞା କଲେ। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 133 / 150
ଭ୍ରାତୃପ୍ରେମ 1 *ଆରୋହଣ ଗୀତ, ଦାଉଦଙ୍କ ରଚିତ। *ଦେଖ, ଭାଇମାନେ ମିଳନରେ ଏକତ୍ର ବାସ କରିବା *କିପରି ଉତ୍ତମ ଓ ମନୋହର ! 2 ତାହା ମସ୍ତକରେ ବହୁମୂଲ୍ୟ ତୈଳ ସ୍ୱରୂପ, ଯାହା ଦାଢ଼ିରେ, ଅର୍ଥାତ୍‍, ହାରୋଣଙ୍କର ଦାଢ଼ିରେ ବହି ତାଙ୍କ ବସ୍ତ୍ରାଞ୍ଚଳରେ ପଡ଼ିଲା। 3 ତାହା ହର୍ମୋଣ ପାହାଡ଼ର ଶିଶିର ତୁଲ୍ୟ, ଯାହା ସିୟୋନର ପର୍ବତଗଣ ଉପରେ କ୍ଷରି ପଡ଼େ। କାରଣ ସଦାପ୍ରଭୁ ସେଠାରେ ଆଶୀର୍ବାଦ, ହଁ, ଅନନ୍ତ ଜୀବନ ଆଜ୍ଞା କଲେ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 133 / 150
×

Alert

×

Oriya Letters Keypad References