ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ଭ୍ରାତୃପ୍ରେମ} [PS] ଦେଖ, ଭାଇମାନେ ମିଳନରେ ଏକତ୍ର ବାସ କରିବା [QBR] କିପରି ଉତ୍ତମ ଓ ମନୋହର ! [QBR]
2. ତାହା ମସ୍ତକରେ ବହୁମୂଲ୍ୟ ତୈଳ ସ୍ୱରୂପ, [QBR] ଯାହା ଦାଢ଼ିରେ, ଅର୍ଥାତ୍‍, ହାରୋଣଙ୍କର ଦାଢ଼ିରେ ବହି [QBR] ତାଙ୍କ ବସ୍ତ୍ରାଞ୍ଚଳରେ ପଡ଼ିଲା। [QBR]
3. ତାହା ହର୍ମୋଣ ପାହାଡ଼ର ଶିଶିର ତୁଲ୍ୟ, [QBR] ଯାହା ସିୟୋନର ପର୍ବତଗଣ ଉପରେ କ୍ଷରି ପଡ଼େ। [QBR] କାରଣ ସଦାପ୍ରଭୁ ସେଠାରେ ଆଶୀର୍ବାଦ, ହଁ, [QBR] ଅନନ୍ତ ଜୀବନ ଆଜ୍ଞା କଲେ। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 133 / 150
ଗୀତସଂହିତା 133:38
ଭ୍ରାତୃପ୍ରେମ 1 ଦେଖ, ଭାଇମାନେ ମିଳନରେ ଏକତ୍ର ବାସ କରିବା କିପରି ଉତ୍ତମ ଓ ମନୋହର ! 2 ତାହା ମସ୍ତକରେ ବହୁମୂଲ୍ୟ ତୈଳ ସ୍ୱରୂପ, ଯାହା ଦାଢ଼ିରେ, ଅର୍ଥାତ୍‍, ହାରୋଣଙ୍କର ଦାଢ଼ିରେ ବହି ତାଙ୍କ ବସ୍ତ୍ରାଞ୍ଚଳରେ ପଡ଼ିଲା। 3 ତାହା ହର୍ମୋଣ ପାହାଡ଼ର ଶିଶିର ତୁଲ୍ୟ, ଯାହା ସିୟୋନର ପର୍ବତଗଣ ଉପରେ କ୍ଷରି ପଡ଼େ। କାରଣ ସଦାପ୍ରଭୁ ସେଠାରେ ଆଶୀର୍ବାଦ, ହଁ, ଅନନ୍ତ ଜୀବନ ଆଜ୍ଞା କଲେ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 133 / 150
Common Bible Languages
West Indian Languages
×

Alert

×

oriya Letters Keypad References