2. ତାହା ମସ୍ତକରେ ବହୁମୂଲ୍ୟ ତୈଳ ସ୍ୱରୂପ,
ଯାହା ଦାଢ଼ିରେ, ଅର୍ଥାତ୍, ହାରୋଣଙ୍କର ଦାଢ଼ିରେ ବହି ତାଙ୍କ ବସ୍ତ୍ରାଞ୍ଚଳରେ ପଡ଼ିଲା। |
3. ତାହା ହର୍ମୋଣ ପାହାଡ଼ର ଶିଶିର ତୁଲ୍ୟ,
ଯାହା ସିୟୋନର ପର୍ବତଗଣ ଉପରେ କ୍ଷରି ପଡ଼େ। କାରଣ ସଦାପ୍ରଭୁ ସେଠାରେ ଆଶୀର୍ବାଦ, ହଁ, ଅନନ୍ତ ଜୀବନ ଆଜ୍ଞା କଲେ। PE |