1. {ସଦାପ୍ରଭୁଙ୍କ ସ୍ତୁତି ଗାନ} [PS] ଦେଖ, ହେ ସଦାପ୍ରଭୁଙ୍କ ଦାସସକଳ, ରାତ୍ରିକାଳରେ ସଦାପ୍ରଭୁଙ୍କ ଗୃହରେ ସେବା କରୁଥାଅ ଯେ ତୁମ୍ଭେମାନେ, [QBR] ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। [QBR]
2. ତୁମ୍ଭେମାନେ ଧର୍ମଧାମ ଆଡ଼େ ଆପଣା ଆପଣା ହସ୍ତ ଉଠାଅ [QBR] ଓ ସଦାପ୍ରଭୁଙ୍କର ଧନ୍ୟବାଦ କର। [QBR]
3. ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା [QBR] ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ। [PE]