ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ସଦାପ୍ରଭୁଙ୍କ ସ୍ତୁତି ଗାନ} [PS] ଦେଖ, ହେ ସଦାପ୍ରଭୁଙ୍କ ଦାସସକଳ, ରାତ୍ରିକାଳରେ ସଦାପ୍ରଭୁଙ୍କ ଗୃହରେ ସେବା କରୁଥାଅ ଯେ ତୁମ୍ଭେମାନେ, [QBR] ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। [QBR]
2. ତୁମ୍ଭେମାନେ ଧର୍ମଧାମ ଆଡ଼େ ଆପଣା ଆପଣା ହସ୍ତ ଉଠାଅ [QBR] ଓ ସଦାପ୍ରଭୁଙ୍କର ଧନ୍ୟବାଦ କର। [QBR]
3. ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା [QBR] ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ। [PE]

Notes

No Verse Added

Total 150 Chapters, Current Chapter 134 of Total Chapters 150
ଗୀତସଂହିତା 134:21
1. {ସଦାପ୍ରଭୁଙ୍କ ସ୍ତୁତି ଗାନ} PS ଦେଖ, ହେ ସଦାପ୍ରଭୁଙ୍କ ଦାସସକଳ, ରାତ୍ରିକାଳରେ ସଦାପ୍ରଭୁଙ୍କ ଗୃହରେ ସେବା କରୁଥାଅ ଯେ ତୁମ୍ଭେମାନେ,
ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।
2. ତୁମ୍ଭେମାନେ ଧର୍ମଧାମ ଆଡ଼େ ଆପଣା ଆପଣା ହସ୍ତ ଉଠାଅ
ସଦାପ୍ରଭୁଙ୍କର ଧନ୍ୟବାଦ କର।
3. ଆକାଶ ପୃଥିବୀର ନିର୍ମାଣକର୍ତ୍ତା
ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ। PE
Total 150 Chapters, Current Chapter 134 of Total Chapters 150
×

Alert

×

oriya Letters Keypad References