ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ସଦାପ୍ରଭୁଙ୍କ ସ୍ତୁତି ଗାନ} [PS] ଦେଖ, ହେ ସଦାପ୍ରଭୁଙ୍କ ଦାସସକଳ, ରାତ୍ରିକାଳରେ ସଦାପ୍ରଭୁଙ୍କ ଗୃହରେ ସେବା କରୁଥାଅ ଯେ ତୁମ୍ଭେମାନେ, [QBR] ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। [QBR]
2. ତୁମ୍ଭେମାନେ ଧର୍ମଧାମ ଆଡ଼େ ଆପଣା ଆପଣା ହସ୍ତ ଉଠାଅ [QBR] ଓ ସଦାପ୍ରଭୁଙ୍କର ଧନ୍ୟବାଦ କର। [QBR]
3. ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା [QBR] ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 134 / 150
ଗୀତସଂହିତା 134:84
ସଦାପ୍ରଭୁଙ୍କ ସ୍ତୁତି ଗାନ 1 ଦେଖ, ହେ ସଦାପ୍ରଭୁଙ୍କ ଦାସସକଳ, ରାତ୍ରିକାଳରେ ସଦାପ୍ରଭୁଙ୍କ ଗୃହରେ ସେବା କରୁଥାଅ ଯେ ତୁମ୍ଭେମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। 2 ତୁମ୍ଭେମାନେ ଧର୍ମଧାମ ଆଡ଼େ ଆପଣା ଆପଣା ହସ୍ତ ଉଠାଅ ଓ ସଦାପ୍ରଭୁଙ୍କର ଧନ୍ୟବାଦ କର। 3 ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 134 / 150
Common Bible Languages
West Indian Languages
×

Alert

×

oriya Letters Keypad References