ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ସଦାପ୍ରଭୁଙ୍କ ସ୍ତୁତି ଗାନ } [QS]
2. [PS]*ଆରୋହଣ ଗୀତ। *[PE][PBR]ଦେଖ, ହେ ସଦାପ୍ରଭୁଙ୍କ ଦାସସକଳ, ରାତ୍ରିକାଳରେ ସଦାପ୍ରଭୁଙ୍କ ଗୃହରେ ସେବା କରୁଥାଅ ଯେ ତୁମ୍ଭେମାନେ, *[PE][QS]ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। *[PE][QS]ତୁମ୍ଭେମାନେ ଧର୍ମଧାମ ଆଡ଼େ ଆପଣା ଆପଣା ହସ୍ତ ଉଠାଅ [QE][QS]ଓ ସଦାପ୍ରଭୁଙ୍କର ଧନ୍ୟବାଦ କର। [QE]
3. [QS]ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା [QE][QS]ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 134 / 150
ସଦାପ୍ରଭୁଙ୍କ ସ୍ତୁତି ଗାନ 1 2 *ଆରୋହଣ ଗୀତ। *ଦେଖ, ହେ ସଦାପ୍ରଭୁଙ୍କ ଦାସସକଳ, ରାତ୍ରିକାଳରେ ସଦାପ୍ରଭୁଙ୍କ ଗୃହରେ ସେବା କରୁଥାଅ ଯେ ତୁମ୍ଭେମାନେ, *ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର। *ତୁମ୍ଭେମାନେ ଧର୍ମଧାମ ଆଡ଼େ ଆପଣା ଆପଣା ହସ୍ତ ଉଠାଅ ଓ ସଦାପ୍ରଭୁଙ୍କର ଧନ୍ୟବାଦ କର। 3 ଆକାଶ ଓ ପୃଥିବୀର ନିର୍ମାଣକର୍ତ୍ତା ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 134 / 150
×

Alert

×

Oriya Letters Keypad References