ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ଧନ୍ୟବାଦ ସ୍ତୁତି} [PS] ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ; [QBR] କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QBR]
2. ଦେବମାନଙ୍କ ଦେବଙ୍କର ଧନ୍ୟବାଦ କର; [QBR] କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QBR]
3. ପ୍ରଭୁମାନଙ୍କ ପ୍ରଭୁଙ୍କର ଧନ୍ୟବାଦ କର; [QBR] କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QBR]
4. ଯେ ମହତ୍‍ ମହତ୍‍ ଆଶ୍ଚର୍ଯ୍ୟକର୍ମ କରିବାରେ ଅଦ୍ୱିତୀୟ, ତାହାଙ୍କର (ଧନ୍ୟବାଦ କର;) [QBR] କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QBR]
5. ଯେ ବୁଦ୍ଧିରେ ଆକାଶମଣ୍ଡଳ ନିର୍ମାଣ କଲେ; [QBR] ତାହାଙ୍କର (ଧନ୍ୟବାଦ କର;) [QBR] କାରଣ ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ। [QBR]
6. ଯେ ଭୂମଣ୍ଡଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ; ତାହାଙ୍କର (ଧନ୍ୟବାଦ କର;) [QBR] କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QBR]
7. ଯେ ମହାଜ୍ୟୋତିର୍ଗଣ ନିର୍ମାଣ କଲେ, ତାହାଙ୍କର (ଧନ୍ୟବାଦ କର;) [QBR] କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QBR]
8. ଦିବସରେ କର୍ତ୍ତୃତ୍ୱ କରିବା ପାଇଁ ସୂର୍ଯ୍ୟକୁ (ନିର୍ମାଣ କଲେ ସେ;) [QBR] କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QBR]
9. ରାତ୍ରିରେ କର୍ତ୍ତୃତ୍ୱ କରିବା ପାଇଁ ଚନ୍ଦ୍ର ଓ ତାରାଗଣ (ନିର୍ମାଣ କଲେ ସେ;) [QBR] କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QBR]
10. ପ୍ରଥମଜାତମାନଙ୍କୁ (ସଂହାର କରିବା ଦ୍ୱାରା) ମିସରକୁ ଆଘାତ କଲେ ସେ; [QBR] କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QBR]
11. ପୁଣି, ସେମାନଙ୍କ ମଧ୍ୟରୁ ଇସ୍ରାଏଲକୁ ବାହାର କରି ଆଣିଲେ ସେ; [QBR] କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QBR]
12. ବଳବାନ ହସ୍ତ ଓ ବିସ୍ତୃତ ବାହୁ ଦ୍ୱାରା ତାହା କଲେ ସେ; [QBR] କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QBR]
13. ଯେ ସୂଫ ସାଗରକୁ ବିଭକ୍ତ କଲେ, ତାହାଙ୍କର (ଧନ୍ୟବାଦ କର;) [QBR] କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QBR]
14. ତହିଁ ମଧ୍ୟ ଦେଇ ଇସ୍ରାଏଲକୁ ପାର କରାଇଲେ ସେ; [QBR] କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QBR]
15. ମାତ୍ର ଫାରୋ ଓ ତାହାର ସୈନ୍ୟଗଣକୁ ସୂଫ ସାଗରରେ ଠେଲି ଦେଲେ ସେ; [QBR] କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; [QBR]
16. ଯେ ପ୍ରାନ୍ତର ଦେଇ ଆପଣା ଲୋକମାନଙ୍କୁ ଗମନ କରାଇଲେ, ତାହାଙ୍କର (ଧନ୍ୟବାଦ କର); [QBR] କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QBR]
17. ଯେ ମହାରାଜାଗଣକୁ ସଂହାର କଲେ, ତାହାଙ୍କର (ଧନ୍ୟବାଦ କର;) [QBR] କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; [QBR]
18. ପରାକ୍ରାନ୍ତ ରାଜାମାନଙ୍କୁ ସଂହାର କଲେ ସେ; [QBR] କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; [QBR]
19. ଇମୋରୀୟମାନଙ୍କ ରାଜା ସୀହୋନକୁ ବଧ କଲେ ସେ; [QBR] କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; [QBR]
20. ପୁଣି, ବାଶନର ରାଜା ଓଗ୍‍କୁ ବଧ କଲେ ସେ; [QBR] କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; [QBR]
21. ଆଉ, ସେମାନଙ୍କ ଦେଶ ଅଧିକାରାର୍ଥେ ଦେଲେ ସେ; [QBR] କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QBR]
22. ନିଜ ଦାସ ଇସ୍ରାଏଲର ଅଧିକାର ନିମନ୍ତେ ଦେଲେ ସେ; [QBR] କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; [QBR]
23. ଆମ୍ଭମାନଙ୍କ ହୀନାବସ୍ଥା ସମୟରେ ଆମ୍ଭମାନଙ୍କୁ ସ୍ମରଣ କଲେ ସେ; [QBR] କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QBR]
24. ପୁଣି, ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି ସେ; [QBR] କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QBR]
25. ସବୁ ପ୍ରାଣୀକୁ ଆହାର ଦିଅନ୍ତି ସେ; [QBR] କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QBR]
26. ସ୍ୱର୍ଗର ପରମେଶ୍ୱରଙ୍କ ଧନ୍ୟବାଦ କର; [QBR] କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 136 / 150
ଗୀତସଂହିତା 136:133
ଧନ୍ୟବାଦ ସ୍ତୁତି 1 ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 2 ଦେବମାନଙ୍କ ଦେବଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 3 ପ୍ରଭୁମାନଙ୍କ ପ୍ରଭୁଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 4 ଯେ ମହତ୍‍ ମହତ୍‍ ଆଶ୍ଚର୍ଯ୍ୟକର୍ମ କରିବାରେ ଅଦ୍ୱିତୀୟ, ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 5 ଯେ ବୁଦ୍ଧିରେ ଆକାଶମଣ୍ଡଳ ନିର୍ମାଣ କଲେ; ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ। 6 ଯେ ଭୂମଣ୍ଡଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ; ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 7 ଯେ ମହାଜ୍ୟୋତିର୍ଗଣ ନିର୍ମାଣ କଲେ, ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 8 ଦିବସରେ କର୍ତ୍ତୃତ୍ୱ କରିବା ପାଇଁ ସୂର୍ଯ୍ୟକୁ (ନିର୍ମାଣ କଲେ ସେ;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 9 ରାତ୍ରିରେ କର୍ତ୍ତୃତ୍ୱ କରିବା ପାଇଁ ଚନ୍ଦ୍ର ଓ ତାରାଗଣ (ନିର୍ମାଣ କଲେ ସେ;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 10 ପ୍ରଥମଜାତମାନଙ୍କୁ (ସଂହାର କରିବା ଦ୍ୱାରା) ମିସରକୁ ଆଘାତ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 11 ପୁଣି, ସେମାନଙ୍କ ମଧ୍ୟରୁ ଇସ୍ରାଏଲକୁ ବାହାର କରି ଆଣିଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 12 ବଳବାନ ହସ୍ତ ଓ ବିସ୍ତୃତ ବାହୁ ଦ୍ୱାରା ତାହା କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 13 ଯେ ସୂଫ ସାଗରକୁ ବିଭକ୍ତ କଲେ, ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 14 ତହିଁ ମଧ୍ୟ ଦେଇ ଇସ୍ରାଏଲକୁ ପାର କରାଇଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 15 ମାତ୍ର ଫାରୋ ଓ ତାହାର ସୈନ୍ୟଗଣକୁ ସୂଫ ସାଗରରେ ଠେଲି ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; 16 ଯେ ପ୍ରାନ୍ତର ଦେଇ ଆପଣା ଲୋକମାନଙ୍କୁ ଗମନ କରାଇଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 17 ଯେ ମହାରାଜାଗଣକୁ ସଂହାର କଲେ, ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; 18 ପରାକ୍ରାନ୍ତ ରାଜାମାନଙ୍କୁ ସଂହାର କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; 19 ଇମୋରୀୟମାନଙ୍କ ରାଜା ସୀହୋନକୁ ବଧ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; 20 ପୁଣି, ବାଶନର ରାଜା ଓଗ୍‍କୁ ବଧ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; 21 ଆଉ, ସେମାନଙ୍କ ଦେଶ ଅଧିକାରାର୍ଥେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 22 ନିଜ ଦାସ ଇସ୍ରାଏଲର ଅଧିକାର ନିମନ୍ତେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; 23 ଆମ୍ଭମାନଙ୍କ ହୀନାବସ୍ଥା ସମୟରେ ଆମ୍ଭମାନଙ୍କୁ ସ୍ମରଣ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 24 ପୁଣି, ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 25 ସବୁ ପ୍ରାଣୀକୁ ଆହାର ଦିଅନ୍ତି ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 26 ସ୍ୱର୍ଗର ପରମେଶ୍ୱରଙ୍କ ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 136 / 150
Common Bible Languages
West Indian Languages
×

Alert

×

oriya Letters Keypad References