ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ଧନ୍ୟବାଦ ସ୍ତୁତି} [PS] ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ; [QBR] କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QBR]
2. ଦେବମାନଙ୍କ ଦେବଙ୍କର ଧନ୍ୟବାଦ କର; [QBR] କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QBR]
3. ପ୍ରଭୁମାନଙ୍କ ପ୍ରଭୁଙ୍କର ଧନ୍ୟବାଦ କର; [QBR] କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QBR]
4. ଯେ ମହତ୍‍ ମହତ୍‍ ଆଶ୍ଚର୍ଯ୍ୟକର୍ମ କରିବାରେ ଅଦ୍ୱିତୀୟ, ତାହାଙ୍କର (ଧନ୍ୟବାଦ କର;) [QBR] କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QBR]
5. ଯେ ବୁଦ୍ଧିରେ ଆକାଶମଣ୍ଡଳ ନିର୍ମାଣ କଲେ; [QBR] ତାହାଙ୍କର (ଧନ୍ୟବାଦ କର;) [QBR] କାରଣ ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ। [QBR]
6. ଯେ ଭୂମଣ୍ଡଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ; ତାହାଙ୍କର (ଧନ୍ୟବାଦ କର;) [QBR] କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QBR]
7. ଯେ ମହାଜ୍ୟୋତିର୍ଗଣ ନିର୍ମାଣ କଲେ, ତାହାଙ୍କର (ଧନ୍ୟବାଦ କର;) [QBR] କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QBR]
8. ଦିବସରେ କର୍ତ୍ତୃତ୍ୱ କରିବା ପାଇଁ ସୂର୍ଯ୍ୟକୁ (ନିର୍ମାଣ କଲେ ସେ;) [QBR] କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QBR]
9. ରାତ୍ରିରେ କର୍ତ୍ତୃତ୍ୱ କରିବା ପାଇଁ ଚନ୍ଦ୍ର ଓ ତାରାଗଣ (ନିର୍ମାଣ କଲେ ସେ;) [QBR] କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QBR]
10. ପ୍ରଥମଜାତମାନଙ୍କୁ (ସଂହାର କରିବା ଦ୍ୱାରା) ମିସରକୁ ଆଘାତ କଲେ ସେ; [QBR] କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QBR]
11. ପୁଣି, ସେମାନଙ୍କ ମଧ୍ୟରୁ ଇସ୍ରାଏଲକୁ ବାହାର କରି ଆଣିଲେ ସେ; [QBR] କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QBR]
12. ବଳବାନ ହସ୍ତ ଓ ବିସ୍ତୃତ ବାହୁ ଦ୍ୱାରା ତାହା କଲେ ସେ; [QBR] କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QBR]
13. ଯେ ସୂଫ ସାଗରକୁ ବିଭକ୍ତ କଲେ, ତାହାଙ୍କର (ଧନ୍ୟବାଦ କର;) [QBR] କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QBR]
14. ତହିଁ ମଧ୍ୟ ଦେଇ ଇସ୍ରାଏଲକୁ ପାର କରାଇଲେ ସେ; [QBR] କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QBR]
15. ମାତ୍ର ଫାରୋ ଓ ତାହାର ସୈନ୍ୟଗଣକୁ ସୂଫ ସାଗରରେ ଠେଲି ଦେଲେ ସେ; [QBR] କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; [QBR]
16. ଯେ ପ୍ରାନ୍ତର ଦେଇ ଆପଣା ଲୋକମାନଙ୍କୁ ଗମନ କରାଇଲେ, ତାହାଙ୍କର (ଧନ୍ୟବାଦ କର); [QBR] କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QBR]
17. ଯେ ମହାରାଜାଗଣକୁ ସଂହାର କଲେ, ତାହାଙ୍କର (ଧନ୍ୟବାଦ କର;) [QBR] କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; [QBR]
18. ପରାକ୍ରାନ୍ତ ରାଜାମାନଙ୍କୁ ସଂହାର କଲେ ସେ; [QBR] କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; [QBR]
19. ଇମୋରୀୟମାନଙ୍କ ରାଜା ସୀହୋନକୁ ବଧ କଲେ ସେ; [QBR] କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; [QBR]
20. ପୁଣି, ବାଶନର ରାଜା ଓଗ୍‍କୁ ବଧ କଲେ ସେ; [QBR] କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; [QBR]
21. ଆଉ, ସେମାନଙ୍କ ଦେଶ ଅଧିକାରାର୍ଥେ ଦେଲେ ସେ; [QBR] କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QBR]
22. ନିଜ ଦାସ ଇସ୍ରାଏଲର ଅଧିକାର ନିମନ୍ତେ ଦେଲେ ସେ; [QBR] କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; [QBR]
23. ଆମ୍ଭମାନଙ୍କ ହୀନାବସ୍ଥା ସମୟରେ ଆମ୍ଭମାନଙ୍କୁ ସ୍ମରଣ କଲେ ସେ; [QBR] କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QBR]
24. ପୁଣି, ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି ସେ; [QBR] କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QBR]
25. ସବୁ ପ୍ରାଣୀକୁ ଆହାର ଦିଅନ୍ତି ସେ; [QBR] କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QBR]
26. ସ୍ୱର୍ଗର ପରମେଶ୍ୱରଙ୍କ ଧନ୍ୟବାଦ କର; [QBR] କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [PE]

Notes

No Verse Added

Total 150 Chapters, Current Chapter 136 of Total Chapters 150
ଗୀତସଂହିତା 136:44
1. {ଧନ୍ୟବାଦ ସ୍ତୁତି} PS ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
2. ଦେବମାନଙ୍କ ଦେବଙ୍କର ଧନ୍ୟବାଦ କର;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
3. ପ୍ରଭୁମାନଙ୍କ ପ୍ରଭୁଙ୍କର ଧନ୍ୟବାଦ କର;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
4. ଯେ ମହତ୍‍ ମହତ୍‍ ଆଶ୍ଚର୍ଯ୍ୟକର୍ମ କରିବାରେ ଅଦ୍ୱିତୀୟ, ତାହାଙ୍କର (ଧନ୍ୟବାଦ କର;)
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
5. ଯେ ବୁଦ୍ଧିରେ ଆକାଶମଣ୍ଡଳ ନିର୍ମାଣ କଲେ;
ତାହାଙ୍କର (ଧନ୍ୟବାଦ କର;)
କାରଣ ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ।
6. ଯେ ଭୂମଣ୍ଡଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ; ତାହାଙ୍କର (ଧନ୍ୟବାଦ କର;)
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
7. ଯେ ମହାଜ୍ୟୋତିର୍ଗଣ ନିର୍ମାଣ କଲେ, ତାହାଙ୍କର (ଧନ୍ୟବାଦ କର;)
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
8. ଦିବସରେ କର୍ତ୍ତୃତ୍ୱ କରିବା ପାଇଁ ସୂର୍ଯ୍ୟକୁ (ନିର୍ମାଣ କଲେ ସେ;)
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
9. ରାତ୍ରିରେ କର୍ତ୍ତୃତ୍ୱ କରିବା ପାଇଁ ଚନ୍ଦ୍ର ତାରାଗଣ (ନିର୍ମାଣ କଲେ ସେ;)
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
10. ପ୍ରଥମଜାତମାନଙ୍କୁ (ସଂହାର କରିବା ଦ୍ୱାରା) ମିସରକୁ ଆଘାତ କଲେ ସେ;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
11. ପୁଣି, ସେମାନଙ୍କ ମଧ୍ୟରୁ ଇସ୍ରାଏଲକୁ ବାହାର କରି ଆଣିଲେ ସେ;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
12. ବଳବାନ ହସ୍ତ ବିସ୍ତୃତ ବାହୁ ଦ୍ୱାରା ତାହା କଲେ ସେ;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
13. ଯେ ସୂଫ ସାଗରକୁ ବିଭକ୍ତ କଲେ, ତାହାଙ୍କର (ଧନ୍ୟବାଦ କର;)
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
14. ତହିଁ ମଧ୍ୟ ଦେଇ ଇସ୍ରାଏଲକୁ ପାର କରାଇଲେ ସେ;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
15. ମାତ୍ର ଫାରୋ ତାହାର ସୈନ୍ୟଗଣକୁ ସୂଫ ସାଗରରେ ଠେଲି ଦେଲେ ସେ;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
16. ଯେ ପ୍ରାନ୍ତର ଦେଇ ଆପଣା ଲୋକମାନଙ୍କୁ ଗମନ କରାଇଲେ, ତାହାଙ୍କର (ଧନ୍ୟବାଦ କର);
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
17. ଯେ ମହାରାଜାଗଣକୁ ସଂହାର କଲେ, ତାହାଙ୍କର (ଧନ୍ୟବାଦ କର;)
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
18. ପରାକ୍ରାନ୍ତ ରାଜାମାନଙ୍କୁ ସଂହାର କଲେ ସେ;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
19. ଇମୋରୀୟମାନଙ୍କ ରାଜା ସୀହୋନକୁ ବଧ କଲେ ସେ;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
20. ପୁଣି, ବାଶନର ରାଜା ଓଗ୍‍କୁ ବଧ କଲେ ସେ;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
21. ଆଉ, ସେମାନଙ୍କ ଦେଶ ଅଧିକାରାର୍ଥେ ଦେଲେ ସେ;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
22. ନିଜ ଦାସ ଇସ୍ରାଏଲର ଅଧିକାର ନିମନ୍ତେ ଦେଲେ ସେ;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ;
23. ଆମ୍ଭମାନଙ୍କ ହୀନାବସ୍ଥା ସମୟରେ ଆମ୍ଭମାନଙ୍କୁ ସ୍ମରଣ କଲେ ସେ;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
24. ପୁଣି, ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି ସେ;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
25. ସବୁ ପ୍ରାଣୀକୁ ଆହାର ଦିଅନ୍ତି ସେ;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
26. ସ୍ୱର୍ଗର ପରମେଶ୍ୱରଙ୍କ ଧନ୍ୟବାଦ କର;
କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। PE
Total 150 Chapters, Current Chapter 136 of Total Chapters 150
×

Alert

×

oriya Letters Keypad References