ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଗୀତସଂହିତା
1. {#1ଧନ୍ୟବାଦ ସ୍ତୁତି } [QS]ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ; [QE][QS]କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QE]
2. [QS]ଦେବମାନଙ୍କ ଦେବଙ୍କର ଧନ୍ୟବାଦ କର; [QE][QS]କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QE]
3. [QS]ପ୍ରଭୁମାନଙ୍କ ପ୍ରଭୁଙ୍କର ଧନ୍ୟବାଦ କର; [QE][QS]କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QE]
4. [QS]ଯେ ମହତ୍‍ ମହତ୍‍ ଆଶ୍ଚର୍ଯ୍ୟକର୍ମ କରିବାରେ ଅଦ୍ୱିତୀୟ, ତାହାଙ୍କର (ଧନ୍ୟବାଦ କର;) [QE][QS]କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QE]
5. [QS]ଯେ ବୁଦ୍ଧିରେ ଆକାଶମଣ୍ଡଳ ନିର୍ମାଣ କଲେ; [QE][QS]ତାହାଙ୍କର (ଧନ୍ୟବାଦ କର;) [QE][QS]କାରଣ ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ। [QE]
6. [QS]ଯେ ଭୂମଣ୍ଡଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ; ତାହାଙ୍କର (ଧନ୍ୟବାଦ କର;) [QE][QS]କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QE]
7. [QS]ଯେ ମହାଜ୍ୟୋତିର୍ଗଣ ନିର୍ମାଣ କଲେ, ତାହାଙ୍କର (ଧନ୍ୟବାଦ କର;) [QE][QS]କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QE]
8. [QS]ଦିବସରେ କର୍ତ୍ତୃତ୍ୱ କରିବା ପାଇଁ ସୂର୍ଯ୍ୟକୁ (ନିର୍ମାଣ କଲେ ସେ;) [QE][QS]କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QE]
9. [QS]ରାତ୍ରିରେ କର୍ତ୍ତୃତ୍ୱ କରିବା ପାଇଁ ଚନ୍ଦ୍ର ଓ ତାରାଗଣ (ନିର୍ମାଣ କଲେ ସେ;) [QE][QS]କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QE]
10. [QS]ପ୍ରଥମଜାତମାନଙ୍କୁ (ସଂହାର କରିବା ଦ୍ୱାରା) ମିସରକୁ ଆଘାତ କଲେ ସେ; [QE][QS]କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QE]
11. [QS]ପୁଣି, ସେମାନଙ୍କ ମଧ୍ୟରୁ ଇସ୍ରାଏଲକୁ ବାହାର କରି ଆଣିଲେ ସେ; [QE][QS]କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QE]
12. [QS]ବଳବାନ ହସ୍ତ ଓ ବିସ୍ତୃତ ବାହୁ ଦ୍ୱାରା ତାହା କଲେ ସେ; [QE][QS]କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QE]
13. [QS]ଯେ ସୂଫ ସାଗରକୁ ବିଭକ୍ତ କଲେ, ତାହାଙ୍କର (ଧନ୍ୟବାଦ କର;) [QE][QS]କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QE]
14. [QS]ତହିଁ ମଧ୍ୟ ଦେଇ ଇସ୍ରାଏଲକୁ ପାର କରାଇଲେ ସେ; [QE][QS]କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QE]
15. [QS]ମାତ୍ର ଫାରୋ ଓ ତାହାର ସୈନ୍ୟଗଣକୁ ସୂଫ ସାଗରରେ ଠେଲି ଦେଲେ ସେ; [QE][QS]କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; [QE]
16. [QS]ଯେ ପ୍ରାନ୍ତର ଦେଇ ଆପଣା ଲୋକମାନଙ୍କୁ ଗମନ କରାଇଲେ, ତାହାଙ୍କର (ଧନ୍ୟବାଦ କର); [QE][QS]କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QE]
17. [QS]ଯେ ମହାରାଜାଗଣକୁ ସଂହାର କଲେ, ତାହାଙ୍କର (ଧନ୍ୟବାଦ କର;) [QE][QS]କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; [QE]
18. [QS]ପରାକ୍ରାନ୍ତ ରାଜାମାନଙ୍କୁ ସଂହାର କଲେ ସେ; [QE][QS]କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; [QE]
19. [QS]ଇମୋରୀୟମାନଙ୍କ ରାଜା ସୀହୋନକୁ ବଧ କଲେ ସେ; [QE][QS]କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; [QE]
20. [QS]ପୁଣି, ବାଶନର ରାଜା ଓଗ୍‍କୁ ବଧ କଲେ ସେ; [QE][QS]କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; [QE]
21. [QS]ଆଉ, ସେମାନଙ୍କ ଦେଶ ଅଧିକାରାର୍ଥେ ଦେଲେ ସେ; [QE][QS]କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QE]
22. [QS]ନିଜ ଦାସ ଇସ୍ରାଏଲର ଅଧିକାର ନିମନ୍ତେ ଦେଲେ ସେ; [QE][QS]କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; [QE]
23. [QS]ଆମ୍ଭମାନଙ୍କ ହୀନାବସ୍ଥା ସମୟରେ ଆମ୍ଭମାନଙ୍କୁ ସ୍ମରଣ କଲେ ସେ; [QE][QS]କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QE]
24. [QS]ପୁଣି, ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି ସେ; [QE][QS]କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QE]
25. [QS]ସବୁ ପ୍ରାଣୀକୁ ଆହାର ଦିଅନ୍ତି ସେ; [QE][QS]କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QE]
26. [QS]ସ୍ୱର୍ଗର ପରମେଶ୍ୱରଙ୍କ ଧନ୍ୟବାଦ କର; [QE][QS]କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 136 / 150
ଧନ୍ୟବାଦ ସ୍ତୁତି 1 ସଦାପ୍ରଭୁଙ୍କର ଧନ୍ୟବାଦ କର; କାରଣ ସେ ମଙ୍ଗଳମୟ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 2 ଦେବମାନଙ୍କ ଦେବଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 3 ପ୍ରଭୁମାନଙ୍କ ପ୍ରଭୁଙ୍କର ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 4 ଯେ ମହତ୍‍ ମହତ୍‍ ଆଶ୍ଚର୍ଯ୍ୟକର୍ମ କରିବାରେ ଅଦ୍ୱିତୀୟ, ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 5 ଯେ ବୁଦ୍ଧିରେ ଆକାଶମଣ୍ଡଳ ନିର୍ମାଣ କଲେ; ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କର ଦୟା ଅନନ୍ତକାଳସ୍ଥାୟୀ। 6 ଯେ ଭୂମଣ୍ଡଳକୁ ଜଳରାଶି ଉପରେ ବିସ୍ତୀର୍ଣ୍ଣ କଲେ; ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 7 ଯେ ମହାଜ୍ୟୋତିର୍ଗଣ ନିର୍ମାଣ କଲେ, ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 8 ଦିବସରେ କର୍ତ୍ତୃତ୍ୱ କରିବା ପାଇଁ ସୂର୍ଯ୍ୟକୁ (ନିର୍ମାଣ କଲେ ସେ;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 9 ରାତ୍ରିରେ କର୍ତ୍ତୃତ୍ୱ କରିବା ପାଇଁ ଚନ୍ଦ୍ର ଓ ତାରାଗଣ (ନିର୍ମାଣ କଲେ ସେ;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 10 ପ୍ରଥମଜାତମାନଙ୍କୁ (ସଂହାର କରିବା ଦ୍ୱାରା) ମିସରକୁ ଆଘାତ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 11 ପୁଣି, ସେମାନଙ୍କ ମଧ୍ୟରୁ ଇସ୍ରାଏଲକୁ ବାହାର କରି ଆଣିଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 12 ବଳବାନ ହସ୍ତ ଓ ବିସ୍ତୃତ ବାହୁ ଦ୍ୱାରା ତାହା କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 13 ଯେ ସୂଫ ସାଗରକୁ ବିଭକ୍ତ କଲେ, ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 14 ତହିଁ ମଧ୍ୟ ଦେଇ ଇସ୍ରାଏଲକୁ ପାର କରାଇଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 15 ମାତ୍ର ଫାରୋ ଓ ତାହାର ସୈନ୍ୟଗଣକୁ ସୂଫ ସାଗରରେ ଠେଲି ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; 16 ଯେ ପ୍ରାନ୍ତର ଦେଇ ଆପଣା ଲୋକମାନଙ୍କୁ ଗମନ କରାଇଲେ, ତାହାଙ୍କର (ଧନ୍ୟବାଦ କର); କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 17 ଯେ ମହାରାଜାଗଣକୁ ସଂହାର କଲେ, ତାହାଙ୍କର (ଧନ୍ୟବାଦ କର;) କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; 18 ପରାକ୍ରାନ୍ତ ରାଜାମାନଙ୍କୁ ସଂହାର କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; 19 ଇମୋରୀୟମାନଙ୍କ ରାଜା ସୀହୋନକୁ ବଧ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; 20 ପୁଣି, ବାଶନର ରାଜା ଓଗ୍‍କୁ ବଧ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; 21 ଆଉ, ସେମାନଙ୍କ ଦେଶ ଅଧିକାରାର୍ଥେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 22 ନିଜ ଦାସ ଇସ୍ରାଏଲର ଅଧିକାର ନିମନ୍ତେ ଦେଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ; 23 ଆମ୍ଭମାନଙ୍କ ହୀନାବସ୍ଥା ସମୟରେ ଆମ୍ଭମାନଙ୍କୁ ସ୍ମରଣ କଲେ ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 24 ପୁଣି, ଆମ୍ଭମାନଙ୍କ ବିପକ୍ଷଗଣଠାରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛନ୍ତି ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 25 ସବୁ ପ୍ରାଣୀକୁ ଆହାର ଦିଅନ୍ତି ସେ; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ। 26 ସ୍ୱର୍ଗର ପରମେଶ୍ୱରଙ୍କ ଧନ୍ୟବାଦ କର; କାରଣ ତାହାଙ୍କ ଦୟା ଅନନ୍ତକାଳସ୍ଥାୟୀ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 136 / 150
×

Alert

×

Oriya Letters Keypad References