ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ଧନ୍ୟବାଦ ସ୍ତୁତି } [QS]
2. [PS]*ଦାଉଦଙ୍କର ଗୀତ। *[PE][PBR]ହେ ସଦାପ୍ରଭୁ, ମୁଁ ଆପଣାର ସର୍ବାନ୍ତଃକରଣରେ ତୁମ୍ଭର ଧନ୍ୟବାଦ କରିବି; *[PE][QS]ଦେବଗଣ ସାକ୍ଷାତରେ ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସାଗାନ କରିବି। *[PE][QS]ମୁଁ ତୁମ୍ଭ ପବିତ୍ର ମନ୍ଦିର ଅଭିମୁଖରେ ତୁମ୍ଭର ଭଜନା କରିବି, [QE][QS]ପୁଣି, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ସକାଶେ ତୁମ୍ଭ ନାମର ଧନ୍ୟବାଦ କରିବି। [QE][QS]କାରଣ ତୁମ୍ଭେ ଆପଣାର ସକଳ ନାମ ଅପେକ୍ଷା ଆପଣାର ବାକ୍ୟ ମହତ କରିଅଛ। [QE]
3. [QS]ମୁଁ ପ୍ରାର୍ଥନା କରିବା ଦିନ ତୁମ୍ଭେ ମୋତେ ଉତ୍ତର ଦେଲ, [QE][QS]ତୁମ୍ଭେ ମୋ’ ପ୍ରାଣକୁ ବଳ ଦେଇ ସାହସିକ କଲ। [QE]
4. [QS]ହେ ସଦାପ୍ରଭୁ, ପୃଥିବୀସ୍ଥ ସମସ୍ତ ରାଜା ତୁମ୍ଭର ଧନ୍ୟବାଦ କରିବେ, [QE][QS]କାରଣ ସେମାନେ ତୁମ୍ଭ ମୁଖର ବାକ୍ୟ ଶୁଣିଅଛନ୍ତି। [QE]
5. [QS]ହଁ, ସେମାନେ ସଦାପ୍ରଭୁଙ୍କ ପଥ ବିଷୟ ଗାନ କରିବେ; [QE][QS]କାରଣ ସଦାପ୍ରଭୁଙ୍କ ଗୌରବ ମହତ୍‍। [QE]
6. [QS]ଯେହେତୁ ସଦାପ୍ରଭୁ ଉଚ୍ଚ ହେଲେ ହେଁ ନୀଚ ଲୋକଙ୍କ ପ୍ରତି ଦୃଷ୍ଟି କରନ୍ତି; [QE][QS]ମାତ୍ର ସେ ଗର୍ବୀକୁ ଦୂରରୁ ଚିହ୍ନନ୍ତି। [QE]
7. [QS]ମୁଁ ସଙ୍କଟ ମଧ୍ୟରେ ଗମନ କଲେ ହେଁ ତୁମ୍ଭେ ମୋତେ ସୁରକ୍ଷିତ[* ସୁରକ୍ଷିତ ସଜୀବ ] ରଖିବ, [QE][QS]ତୁମ୍ଭେ ମୋ’ ଶତ୍ରୁଗଣର କୋପ ପ୍ରତିକୂଳରେ ଆପଣା ହସ୍ତ ବିସ୍ତାର କରିବ [QE][QS]ଓ ତୁମ୍ଭ ଦକ୍ଷିଣ ହସ୍ତ ମୋତେ ତ୍ରାଣ କରିବ। [QE]
8. [QS]ସଦାପ୍ରଭୁ ମୋ’ ସମ୍ପର୍କୀୟ ବିଷୟ ସାଧନ କରିବେ; [QE][QS]ହେ ସଦାପ୍ରଭୁ, ତୁମ୍ଭ ଦୟା ଅନନ୍ତକାଳସ୍ଥାୟୀ; [QE][QS]ତୁମ୍ଭେ ଆପଣା ହସ୍ତକୃତ କର୍ମ ପରିତ୍ୟାଗ କର ନାହିଁ। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 138 / 150
ଧନ୍ୟବାଦ ସ୍ତୁତି 1 2 *ଦାଉଦଙ୍କର ଗୀତ। *ହେ ସଦାପ୍ରଭୁ, ମୁଁ ଆପଣାର ସର୍ବାନ୍ତଃକରଣରେ ତୁମ୍ଭର ଧନ୍ୟବାଦ କରିବି; *ଦେବଗଣ ସାକ୍ଷାତରେ ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସାଗାନ କରିବି। *ମୁଁ ତୁମ୍ଭ ପବିତ୍ର ମନ୍ଦିର ଅଭିମୁଖରେ ତୁମ୍ଭର ଭଜନା କରିବି, ପୁଣି, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ଓ ତୁମ୍ଭର ସତ୍ୟତା ସକାଶେ ତୁମ୍ଭ ନାମର ଧନ୍ୟବାଦ କରିବି। କାରଣ ତୁମ୍ଭେ ଆପଣାର ସକଳ ନାମ ଅପେକ୍ଷା ଆପଣାର ବାକ୍ୟ ମହତ କରିଅଛ। 3 ମୁଁ ପ୍ରାର୍ଥନା କରିବା ଦିନ ତୁମ୍ଭେ ମୋତେ ଉତ୍ତର ଦେଲ, ତୁମ୍ଭେ ମୋ’ ପ୍ରାଣକୁ ବଳ ଦେଇ ସାହସିକ କଲ। 4 ହେ ସଦାପ୍ରଭୁ, ପୃଥିବୀସ୍ଥ ସମସ୍ତ ରାଜା ତୁମ୍ଭର ଧନ୍ୟବାଦ କରିବେ, କାରଣ ସେମାନେ ତୁମ୍ଭ ମୁଖର ବାକ୍ୟ ଶୁଣିଅଛନ୍ତି। 5 ହଁ, ସେମାନେ ସଦାପ୍ରଭୁଙ୍କ ପଥ ବିଷୟ ଗାନ କରିବେ; କାରଣ ସଦାପ୍ରଭୁଙ୍କ ଗୌରବ ମହତ୍‍। 6 ଯେହେତୁ ସଦାପ୍ରଭୁ ଉଚ୍ଚ ହେଲେ ହେଁ ନୀଚ ଲୋକଙ୍କ ପ୍ରତି ଦୃଷ୍ଟି କରନ୍ତି; ମାତ୍ର ସେ ଗର୍ବୀକୁ ଦୂରରୁ ଚିହ୍ନନ୍ତି। 7 ମୁଁ ସଙ୍କଟ ମଧ୍ୟରେ ଗମନ କଲେ ହେଁ ତୁମ୍ଭେ ମୋତେ ସୁରକ୍ଷିତ* ସୁରକ୍ଷିତ ସଜୀବ ରଖିବ, ତୁମ୍ଭେ ମୋ’ ଶତ୍ରୁଗଣର କୋପ ପ୍ରତିକୂଳରେ ଆପଣା ହସ୍ତ ବିସ୍ତାର କରିବ ଓ ତୁମ୍ଭ ଦକ୍ଷିଣ ହସ୍ତ ମୋତେ ତ୍ରାଣ କରିବ। 8 ସଦାପ୍ରଭୁ ମୋ’ ସମ୍ପର୍କୀୟ ବିଷୟ ସାଧନ କରିବେ; ହେ ସଦାପ୍ରଭୁ, ତୁମ୍ଭ ଦୟା ଅନନ୍ତକାଳସ୍ଥାୟୀ; ତୁମ୍ଭେ ଆପଣା ହସ୍ତକୃତ କର୍ମ ପରିତ୍ୟାଗ କର ନାହିଁ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 138 / 150
×

Alert

×

Oriya Letters Keypad References