ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ମଣିଷର ଦୁଷ୍ଟତା } [QS]
2. [PS]*ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। *[PE][PBR]ମୂଢ଼ ମନେ ମନେ କହିଅଛି, “ପରମେଶ୍ୱର ନାହାନ୍ତି।” *[PE][QS]ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; [QE][QS]ସୁକର୍ମକାରୀ କେହି ନାହିଁ। *[PE][QS]ବିବେଚକ ଓ ପରମେଶ୍ୱରଙ୍କ ଅନ୍ୱେଷଣକାରୀ କେହି [QE][QS]ଅଛି କି ନାହିଁ, ଏହା ଦେଖିବା ପାଇଁ [QE][QS]ସଦାପ୍ରଭୁ ସ୍ୱର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କରନ୍ତି। [QE]
3. [QS]ସେମାନେ ସମସ୍ତେ ବିପଥରେ ଯାଇଅଛନ୍ତି; ସେମାନେ ଏକତ୍ର ଅଶୁଚି ହୋଇଅଛନ୍ତି; [QE][QS]ସୁକର୍ମକାରୀ କେହି ନାହିଁ, ନା, ଜଣେ ହେଁ ନାହିଁ। [QE]
4. [QS]ଅଧର୍ମାଚାରୀ ସମସ୍ତଙ୍କର କି କିଛି ଜ୍ଞାନ ନାହିଁ ? [QE][QS]ସେମାନେ ମୋ’ ଲୋକମାନଙ୍କୁ ଆହାର ପରି ଗ୍ରାସ କରନ୍ତି [QE][QS]ଓ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି ନାହିଁ। [QE]
5. [QS]ସେଠାରେ ସେମାନେ ମହାଭୟଗ୍ରସ୍ତ ହୋଇଥିଲେ; [QE][QS]କାରଣ ପରମେଶ୍ୱର ଧାର୍ମିକ-ବଂଶ ମଧ୍ୟରେ ଅଛନ୍ତି। [QE]
6. [QS]ତୁମ୍ଭେମାନେ ଦୁଃଖୀର ମନ୍ତ୍ରଣାକୁ ଲଜ୍ଜାର ବିଷୟ କରୁଅଛ, [QE][QS]ମାତ୍ର ସଦାପ୍ରଭୁ ତାହାର ଆଶ୍ରୟ ଅଟନ୍ତି। [QE]
7. [QS]ଆହା, ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହେଉ ! [QE][QS]ଯଦି ସଦାପ୍ରଭୁ ଆପଣା ଲୋକମାନଙ୍କୁ ବନ୍ଦିତ୍ୱରୁ ଫେରାଇ ଆଣନ୍ତି [QE][QS]ତେବେ ଯାକୁବ ଉଲ୍ଲାସ କରିବ ଓ ଇସ୍ରାଏଲ ଆନନ୍ଦିତ ହେବ। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 14 / 150
ମଣିଷର ଦୁଷ୍ଟତା 1 2 *ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। *ମୂଢ଼ ମନେ ମନେ କହିଅଛି, “ପରମେଶ୍ୱର ନାହାନ୍ତି।” *ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସୁକର୍ମକାରୀ କେହି ନାହିଁ। *ବିବେଚକ ଓ ପରମେଶ୍ୱରଙ୍କ ଅନ୍ୱେଷଣକାରୀ କେହି ଅଛି କି ନାହିଁ, ଏହା ଦେଖିବା ପାଇଁ ସଦାପ୍ରଭୁ ସ୍ୱର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କରନ୍ତି। 3 ସେମାନେ ସମସ୍ତେ ବିପଥରେ ଯାଇଅଛନ୍ତି; ସେମାନେ ଏକତ୍ର ଅଶୁଚି ହୋଇଅଛନ୍ତି; ସୁକର୍ମକାରୀ କେହି ନାହିଁ, ନା, ଜଣେ ହେଁ ନାହିଁ। 4 ଅଧର୍ମାଚାରୀ ସମସ୍ତଙ୍କର କି କିଛି ଜ୍ଞାନ ନାହିଁ ? ସେମାନେ ମୋ’ ଲୋକମାନଙ୍କୁ ଆହାର ପରି ଗ୍ରାସ କରନ୍ତି ଓ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି ନାହିଁ। 5 ସେଠାରେ ସେମାନେ ମହାଭୟଗ୍ରସ୍ତ ହୋଇଥିଲେ; କାରଣ ପରମେଶ୍ୱର ଧାର୍ମିକ-ବଂଶ ମଧ୍ୟରେ ଅଛନ୍ତି। 6 ତୁମ୍ଭେମାନେ ଦୁଃଖୀର ମନ୍ତ୍ରଣାକୁ ଲଜ୍ଜାର ବିଷୟ କରୁଅଛ, ମାତ୍ର ସଦାପ୍ରଭୁ ତାହାର ଆଶ୍ରୟ ଅଟନ୍ତି। 7 ଆହା, ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହେଉ ! ଯଦି ସଦାପ୍ରଭୁ ଆପଣା ଲୋକମାନଙ୍କୁ ବନ୍ଦିତ୍ୱରୁ ଫେରାଇ ଆଣନ୍ତି ତେବେ ଯାକୁବ ଉଲ୍ଲାସ କରିବ ଓ ଇସ୍ରାଏଲ ଆନନ୍ଦିତ ହେବ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 14 / 150
×

Alert

×

Oriya Letters Keypad References