ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ମଣିଷର ଦୁଷ୍ଟତା} [PS] ମୂଢ଼ ମନେ ମନେ କହିଅଛି, “ପରମେଶ୍ୱର ନାହାନ୍ତି।” [QBR] ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; [QBR] ସୁକର୍ମକାରୀ କେହି ନାହିଁ। [QBR]
2. ବିବେଚକ ଓ ପରମେଶ୍ୱରଙ୍କ ଅନ୍ୱେଷଣକାରୀ କେହି [QBR] ଅଛି କି ନାହିଁ, ଏହା ଦେଖିବା ପାଇଁ [QBR] ସଦାପ୍ରଭୁ ସ୍ୱର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କରନ୍ତି। [QBR]
3. ସେମାନେ ସମସ୍ତେ ବିପଥରେ ଯାଇଅଛନ୍ତି; ସେମାନେ ଏକତ୍ର ଅଶୁଚି ହୋଇଅଛନ୍ତି; [QBR] ସୁକର୍ମକାରୀ କେହି ନାହିଁ, ନା, ଜଣେ ହେଁ ନାହିଁ। [QBR]
4. ଅଧର୍ମାଚାରୀ ସମସ୍ତଙ୍କର କି କିଛି ଜ୍ଞାନ ନାହିଁ ? [QBR] ସେମାନେ ମୋ’ ଲୋକମାନଙ୍କୁ ଆହାର ପରି ଗ୍ରାସ କରନ୍ତି [QBR] ଓ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି ନାହିଁ। [QBR]
5. ସେଠାରେ ସେମାନେ ମହାଭୟଗ୍ରସ୍ତ ହୋଇଥିଲେ; [QBR] କାରଣ ପରମେଶ୍ୱର ଧାର୍ମିକ-ବଂଶ ମଧ୍ୟରେ ଅଛନ୍ତି। [QBR]
6. ତୁମ୍ଭେମାନେ ଦୁଃଖୀର ମନ୍ତ୍ରଣାକୁ ଲଜ୍ଜାର ବିଷୟ କରୁଅଛ, [QBR] ମାତ୍ର ସଦାପ୍ରଭୁ ତାହାର ଆଶ୍ରୟ ଅଟନ୍ତି। [QBR]
7. ଆହା, ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହେଉ ! [QBR] ଯଦି ସଦାପ୍ରଭୁ ଆପଣା ଲୋକମାନଙ୍କୁ ବନ୍ଦିତ୍ୱରୁ ଫେରାଇ ଆଣନ୍ତି [QBR] ତେବେ ଯାକୁବ ଉଲ୍ଲାସ କରିବ ଓ ଇସ୍ରାଏଲ ଆନନ୍ଦିତ ହେବ। [PE]

Notes

No Verse Added

Total 150 Chapters, Current Chapter 14 of Total Chapters 150
ଗୀତସଂହିତା 14:21
1. {ମଣିଷର ଦୁଷ୍ଟତା} PS ମୂଢ଼ ମନେ ମନେ କହିଅଛି, “ପରମେଶ୍ୱର ନାହାନ୍ତି।”
ସେମାନେ ଭ୍ରଷ୍ଟ, ସେମାନେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି;
ସୁକର୍ମକାରୀ କେହି ନାହିଁ।
2. ବିବେଚକ ପରମେଶ୍ୱରଙ୍କ ଅନ୍ୱେଷଣକାରୀ କେହି
ଅଛି କି ନାହିଁ, ଏହା ଦେଖିବା ପାଇଁ
ସଦାପ୍ରଭୁ ସ୍ୱର୍ଗରୁ ମନୁଷ୍ୟ-ସନ୍ତାନଗଣ ପ୍ରତି ନିରୀକ୍ଷଣ କରନ୍ତି।
3. ସେମାନେ ସମସ୍ତେ ବିପଥରେ ଯାଇଅଛନ୍ତି; ସେମାନେ ଏକତ୍ର ଅଶୁଚି ହୋଇଅଛନ୍ତି;
ସୁକର୍ମକାରୀ କେହି ନାହିଁ, ନା, ଜଣେ ହେଁ ନାହିଁ।
4. ଅଧର୍ମାଚାରୀ ସମସ୍ତଙ୍କର କି କିଛି ଜ୍ଞାନ ନାହିଁ ?
ସେମାନେ ମୋ’ ଲୋକମାନଙ୍କୁ ଆହାର ପରି ଗ୍ରାସ କରନ୍ତି
ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି ନାହିଁ।
5. ସେଠାରେ ସେମାନେ ମହାଭୟଗ୍ରସ୍ତ ହୋଇଥିଲେ;
କାରଣ ପରମେଶ୍ୱର ଧାର୍ମିକ-ବଂଶ ମଧ୍ୟରେ ଅଛନ୍ତି।
6. ତୁମ୍ଭେମାନେ ଦୁଃଖୀର ମନ୍ତ୍ରଣାକୁ ଲଜ୍ଜାର ବିଷୟ କରୁଅଛ,
ମାତ୍ର ସଦାପ୍ରଭୁ ତାହାର ଆଶ୍ରୟ ଅଟନ୍ତି।
7. ଆହା, ସିୟୋନଠାରୁ ଇସ୍ରାଏଲର ପରିତ୍ରାଣ ଉପସ୍ଥିତ ହେଉ !
ଯଦି ସଦାପ୍ରଭୁ ଆପଣା ଲୋକମାନଙ୍କୁ ବନ୍ଦିତ୍ୱରୁ ଫେରାଇ ଆଣନ୍ତି
ତେବେ ଯାକୁବ ଉଲ୍ଲାସ କରିବ ଇସ୍ରାଏଲ ଆନନ୍ଦିତ ହେବ। PE
Total 150 Chapters, Current Chapter 14 of Total Chapters 150
×

Alert

×

oriya Letters Keypad References