ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ଆଶ୍ରୟ ଭିକ୍ଷା } [QS]
2. [PS]*ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। *[PE][PBR]ହେ ସଦାପ୍ରଭୁ, ଦୁର୍ଜ୍ଜନଠାରୁ ମୋତେ ଉଦ୍ଧାର କର; *[PE][QS]ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର। *[PE][QS]ସେମାନେ ମନେ ମନେ କୁକଳ୍ପନା କରନ୍ତି; [QE][QS]ସେମାନେ ଯୁଦ୍ଧ କରିବାକୁ ପ୍ରତି ଦିନ ଏକତ୍ରିତ ହୁଅନ୍ତି। [QE]
3. [QS]ସେମାନେ ସର୍ପ ପରି ଆପଣା ଆପଣା ଜିହ୍ୱା ତୀକ୍ଷ୍ଣ କରିଅଛନ୍ତି; [QE][QS]ସେମାନଙ୍କ ଓଷ୍ଠାଧର ତଳେ କାଳସର୍ପର ଗରଳ ଥାଏ। [ସେଲା] [QE]
4. [QS]ହେ ସଦାପ୍ରଭୁ, ଦୁଷ୍ଟର ହସ୍ତରୁ ମୋତେ ରଖ; [QE][QS]ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର; [QE][QS]ସେମାନେ ବିପଥକୁ ମୋ’ ଚରଣ ପେଲି ଦେବା ପାଇଁ କଳ୍ପନା କରିଅଛନ୍ତି। [QE]
5. [QS]ଅହଙ୍କାରୀମାନେ ଗୋପନରେ ମୋ’ ପାଇଁ ଫାନ୍ଦ ଓ ଦଉଡ଼ି ପାତିଅଛନ୍ତି। [QE][QS]ସେମାନେ ପଥ ପାର୍ଶ୍ୱରେ ଜାଲ ପ୍ରସାରି ଅଛନ୍ତି; [QE][QS]ସେମାନେ ମୋ’ ପାଇଁ ଯନ୍ତା ବସାଇ ଅଛନ୍ତି। [ସେଲା] [QE]
6. [QS]ମୁଁ ସଦାପ୍ରଭୁଙ୍କୁ କହିଲି, “ତୁମ୍ଭେ ମୋହର ପରମେଶ୍ୱର; [QE][QS]ହେ ସଦାପ୍ରଭୁ, ମୋ’ ନିବେଦନର ରବରେ କର୍ଣ୍ଣପାତ କର।” [QE]
7. [QS]ହେ ମୋ’ ପରିତ୍ରାଣର ବଳ ସ୍ୱରୂପ ପ୍ରଭୁ, ସଦାପ୍ରଭୁ, [QE][QS]ତୁମ୍ଭେ ଯୁଦ୍ଧର ଦିନରେ ମୋ’ ମସ୍ତକ ରକ୍ଷା କରିଅଛ। [QE]
8. [QS]ହେ ସଦାପ୍ରଭୁ, ଦୁଷ୍ଟର ବାଞ୍ଛା ପ୍ରଦାନ କର ନାହିଁ; [QE][QS]ତାହାର କୁକଳ୍ପନା ସିଦ୍ଧ କର ନାହିଁ; କେଜାଣି ସେମାନେ ଆପଣାମାନଙ୍କୁ ଗର୍ବିତ କରିବେ। [ସେଲା] [QE]
9. [QS]ଯେଉଁମାନେ ମୋତେ ଘେରିଅଛନ୍ତି, [QE][QS]ସେମାନଙ୍କ ନିଜ ଓଷ୍ଠାଧରର ଦୌରାତ୍ମ୍ୟ ସେମାନଙ୍କ ମସ୍ତକ ଉପରେ ବର୍ତ୍ତୁ। [QE]
10. [QS]ସେମାନଙ୍କ ଉପରେ ଜ୍ୱଳନ୍ତା ଅଙ୍ଗାର ପଡ଼ୁ। [QE][QS]ସେମାନେ ଅଗ୍ନିରେ ନିକ୍ଷିପ୍ତ ହେଉନ୍ତୁ; [QE][QS]ସେମାନେ ଯେପରି ଆଉ ଉଠି ନ ପାରିବେ, ଏଥିପାଇଁ ଗଭୀର ଗର୍ତ୍ତରେ ନିକ୍ଷିପ୍ତ ହେଉନ୍ତୁ। [QE]
11. [QS]ଦୁର୍ମୁଖ ଲୋକ ପୃଥିବୀରେ ସ୍ଥିର ହେବ ନାହିଁ; [QE][QS]ଉପଦ୍ରବୀକୁ ନିପାତ କରିବା ପାଇଁ ଅମଙ୍ଗଳ ମୃଗୟା କରିବ। [QE]
12. [QS]ସଦାପ୍ରଭୁ ଦୁଃଖୀର ବିବାଦ ଓ [QE][QS]ଦୀନହୀନର ବିଚାର ନିଷ୍ପନ୍ନ କରିବେ, ଏହା ମୁଁ ଜାଣେ। [QE]
13. [QS]ଧାର୍ମିକମାନେ ଅବଶ୍ୟ ତୁମ୍ଭ ନାମର ଧନ୍ୟବାଦ କରିବେ; [QE][QS]ସରଳ ଲୋକମାନେ ତୁମ୍ଭ ଛାମୁରେ ବାସ କରିବେ। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 140 / 150
ଆଶ୍ରୟ ଭିକ୍ଷା 1 2 *ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। *ହେ ସଦାପ୍ରଭୁ, ଦୁର୍ଜ୍ଜନଠାରୁ ମୋତେ ଉଦ୍ଧାର କର; *ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର। *ସେମାନେ ମନେ ମନେ କୁକଳ୍ପନା କରନ୍ତି; ସେମାନେ ଯୁଦ୍ଧ କରିବାକୁ ପ୍ରତି ଦିନ ଏକତ୍ରିତ ହୁଅନ୍ତି। 3 ସେମାନେ ସର୍ପ ପରି ଆପଣା ଆପଣା ଜିହ୍ୱା ତୀକ୍ଷ୍ଣ କରିଅଛନ୍ତି; ସେମାନଙ୍କ ଓଷ୍ଠାଧର ତଳେ କାଳସର୍ପର ଗରଳ ଥାଏ। *ସେଲା 4 ହେ ସଦାପ୍ରଭୁ, ଦୁଷ୍ଟର ହସ୍ତରୁ ମୋତେ ରଖ; ଦୌରାତ୍ମ୍ୟକାରୀ ମନୁଷ୍ୟଠାରୁ ମୋତେ ରକ୍ଷା କର; ସେମାନେ ବିପଥକୁ ମୋ’ ଚରଣ ପେଲି ଦେବା ପାଇଁ କଳ୍ପନା କରିଅଛନ୍ତି। 5 ଅହଙ୍କାରୀମାନେ ଗୋପନରେ ମୋ’ ପାଇଁ ଫାନ୍ଦ ଓ ଦଉଡ଼ି ପାତିଅଛନ୍ତି। ସେମାନେ ପଥ ପାର୍ଶ୍ୱରେ ଜାଲ ପ୍ରସାରି ଅଛନ୍ତି; ସେମାନେ ମୋ’ ପାଇଁ ଯନ୍ତା ବସାଇ ଅଛନ୍ତି। *ସେଲା 6 ମୁଁ ସଦାପ୍ରଭୁଙ୍କୁ କହିଲି, “ତୁମ୍ଭେ ମୋହର ପରମେଶ୍ୱର; ହେ ସଦାପ୍ରଭୁ, ମୋ’ ନିବେଦନର ରବରେ କର୍ଣ୍ଣପାତ କର।” 7 ହେ ମୋ’ ପରିତ୍ରାଣର ବଳ ସ୍ୱରୂପ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଯୁଦ୍ଧର ଦିନରେ ମୋ’ ମସ୍ତକ ରକ୍ଷା କରିଅଛ। 8 ହେ ସଦାପ୍ରଭୁ, ଦୁଷ୍ଟର ବାଞ୍ଛା ପ୍ରଦାନ କର ନାହିଁ; ତାହାର କୁକଳ୍ପନା ସିଦ୍ଧ କର ନାହିଁ; କେଜାଣି ସେମାନେ ଆପଣାମାନଙ୍କୁ ଗର୍ବିତ କରିବେ। *ସେଲା 9 ଯେଉଁମାନେ ମୋତେ ଘେରିଅଛନ୍ତି, ସେମାନଙ୍କ ନିଜ ଓଷ୍ଠାଧରର ଦୌରାତ୍ମ୍ୟ ସେମାନଙ୍କ ମସ୍ତକ ଉପରେ ବର୍ତ୍ତୁ। 10 ସେମାନଙ୍କ ଉପରେ ଜ୍ୱଳନ୍ତା ଅଙ୍ଗାର ପଡ଼ୁ। ସେମାନେ ଅଗ୍ନିରେ ନିକ୍ଷିପ୍ତ ହେଉନ୍ତୁ; ସେମାନେ ଯେପରି ଆଉ ଉଠି ନ ପାରିବେ, ଏଥିପାଇଁ ଗଭୀର ଗର୍ତ୍ତରେ ନିକ୍ଷିପ୍ତ ହେଉନ୍ତୁ। 11 ଦୁର୍ମୁଖ ଲୋକ ପୃଥିବୀରେ ସ୍ଥିର ହେବ ନାହିଁ; ଉପଦ୍ରବୀକୁ ନିପାତ କରିବା ପାଇଁ ଅମଙ୍ଗଳ ମୃଗୟା କରିବ। 12 ସଦାପ୍ରଭୁ ଦୁଃଖୀର ବିବାଦ ଓ ଦୀନହୀନର ବିଚାର ନିଷ୍ପନ୍ନ କରିବେ, ଏହା ମୁଁ ଜାଣେ। 13 ଧାର୍ମିକମାନେ ଅବଶ୍ୟ ତୁମ୍ଭ ନାମର ଧନ୍ୟବାଦ କରିବେ; ସରଳ ଲୋକମାନେ ତୁମ୍ଭ ଛାମୁରେ ବାସ କରିବେ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 140 / 150
×

Alert

×

Oriya Letters Keypad References