ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ସନ୍ଧ୍ୟା ପ୍ରାର୍ଥନା} [PS] ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; ମୋ’ ପକ୍ଷରେ ସତ୍ୱର ହୁଅ; [QBR] ମୁଁ ଡାକିବା ବେଳେ ମୋ’ ରବରେ କର୍ଣ୍ଣ ଦିଅ। [QBR]
2. ସୁଗନ୍ଧି ଧୂପ ପରି ମୋ’ ପ୍ରାର୍ଥନା, [QBR] ସନ୍ଧ୍ୟାକାଳୀନ ନୈବେଦ୍ୟ ପରି ମୋହର ହସ୍ତ ଉତ୍ତୋଳନ ତୁମ୍ଭ ଛାମୁରେ ଉପସ୍ଥିତ ହେଉ। [QBR]
3. ହେ ସଦାପ୍ରଭୁ, ମୋ’ ମୁଖ ଆଗରେ ପ୍ରହରୀ ନିଯୁକ୍ତ କର; [QBR] ମୋ’ ଓଷ୍ଠାଧରର କବାଟ ରକ୍ଷା କର। [QBR]
4. ଅଧର୍ମାଚାରୀ ଲୋକମାନଙ୍କ ସଙ୍ଗେ ଦୁଷ୍ଟ କ୍ରିୟାରେ [QBR] ନିଯୁକ୍ତ ହେବା ପାଇଁ କୌଣସି ମନ୍ଦ ବିଷୟରେ ମୋ’ ଚିତ୍ତକୁ ପ୍ରବର୍ତ୍ତାଅ ନାହିଁ [QBR] ଓ ସେମାନଙ୍କ ସୁସ୍ୱାଦୁ ଭକ୍ଷ୍ୟ ଭୋଜନ କରିବାକୁ ମୋତେ ଦିଅ ନାହିଁ। [QBR]
5. ଧାର୍ମିକ ଲୋକ ମୋତେ ପ୍ରହାର କରୁ, ତାହା ମୋ’ ପ୍ରତି ଦୟା ହେବ [QBR] ଓ ସେ ମୋତେ ଅନୁଯୋଗ କରୁ, ତାହା ମସ୍ତକରେ ତୈଳ ସ୍ୱରୂପ ହେବ; [QBR] ମୋ’ ମସ୍ତକ ତାହା ଅଗ୍ରାହ୍ୟ ନ କରୁ; [QBR] ସେମାନଙ୍କର ନାନା ଦୁଷ୍ଟତା ସମୟରେ ମୋହର ପ୍ରାର୍ଥନା ଚଳୁଥିବ। [QBR]
6. ସେମାନଙ୍କ ବିଚାରକର୍ତ୍ତାମାନେ ଶୈଳ ପାର୍ଶ୍ୱରେ ନିକ୍ଷିପ୍ତ ହୋଇଅଛନ୍ତି; [QBR] ମୋହର ବାକ୍ୟ ମଧୁର, ଏଣୁ ସେମାନେ ତାହା ଶୁଣିବେ। [QBR]
7. କେହି ଭୂମି ଚାଷ ଓ ବିଦୀର୍ଣ୍ଣ କରିବା ବେଳେ ଯେପରି, [QBR] ସେପରି କବର ମୁଖରେ ଆମ୍ଭମାନଙ୍କ ଅସ୍ଥିସବୁ ଛିନ୍ନଭିନ୍ନ ହୋଇଅଛି। [QBR]
8. କାରଣ ହେ ପ୍ରଭୁ, ସଦାପ୍ରଭୁ, ମୋ’ ଦୃଷ୍ଟି ତୁମ୍ଭ ଆଡ଼େ ଅଛି; [QBR] ମୁଁ ତୁମ୍ଭଠାରେ ଭରସା ରଖିଅଛି; ମୋ’ ପ୍ରାଣକୁ ଅନାଥ କରି ତ୍ୟାଗ କର ନାହିଁ। [QBR]
9. ମୋ’ ନିମନ୍ତେ ସେମାନଙ୍କ ପାତିତ ଫାନ୍ଦରୁ [QBR] ଓ ଅଧର୍ମାଚାରୀମାନଙ୍କ ଯନ୍ତାରୁ ମୋତେ ରକ୍ଷା କର। [QBR]
10. ଦୁଷ୍ଟମାନେ ନିଜ ନିଜ ଜାଲରେ ପଡ଼ନ୍ତୁ, [QBR] ସେହି ଅବସରରେ ମୁଁ ରକ୍ଷା ପାଏ। [PE]

Notes

No Verse Added

Total 150 Chapters, Current Chapter 141 of Total Chapters 150
ଗୀତସଂହିତା 141:121
1. {ସନ୍ଧ୍ୟା ପ୍ରାର୍ଥନା} PS ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; ମୋ’ ପକ୍ଷରେ ସତ୍ୱର ହୁଅ;
ମୁଁ ଡାକିବା ବେଳେ ମୋ’ ରବରେ କର୍ଣ୍ଣ ଦିଅ।
2. ସୁଗନ୍ଧି ଧୂପ ପରି ମୋ’ ପ୍ରାର୍ଥନା,
ସନ୍ଧ୍ୟାକାଳୀନ ନୈବେଦ୍ୟ ପରି ମୋହର ହସ୍ତ ଉତ୍ତୋଳନ ତୁମ୍ଭ ଛାମୁରେ ଉପସ୍ଥିତ ହେଉ।
3. ହେ ସଦାପ୍ରଭୁ, ମୋ’ ମୁଖ ଆଗରେ ପ୍ରହରୀ ନିଯୁକ୍ତ କର;
ମୋ’ ଓଷ୍ଠାଧରର କବାଟ ରକ୍ଷା କର।
4. ଅଧର୍ମାଚାରୀ ଲୋକମାନଙ୍କ ସଙ୍ଗେ ଦୁଷ୍ଟ କ୍ରିୟାରେ
ନିଯୁକ୍ତ ହେବା ପାଇଁ କୌଣସି ମନ୍ଦ ବିଷୟରେ ମୋ’ ଚିତ୍ତକୁ ପ୍ରବର୍ତ୍ତାଅ ନାହିଁ
ସେମାନଙ୍କ ସୁସ୍ୱାଦୁ ଭକ୍ଷ୍ୟ ଭୋଜନ କରିବାକୁ ମୋତେ ଦିଅ ନାହିଁ।
5. ଧାର୍ମିକ ଲୋକ ମୋତେ ପ୍ରହାର କରୁ, ତାହା ମୋ’ ପ୍ରତି ଦୟା ହେବ
ସେ ମୋତେ ଅନୁଯୋଗ କରୁ, ତାହା ମସ୍ତକରେ ତୈଳ ସ୍ୱରୂପ ହେବ;
ମୋ’ ମସ୍ତକ ତାହା ଅଗ୍ରାହ୍ୟ କରୁ;
ସେମାନଙ୍କର ନାନା ଦୁଷ୍ଟତା ସମୟରେ ମୋହର ପ୍ରାର୍ଥନା ଚଳୁଥିବ।
6. ସେମାନଙ୍କ ବିଚାରକର୍ତ୍ତାମାନେ ଶୈଳ ପାର୍ଶ୍ୱରେ ନିକ୍ଷିପ୍ତ ହୋଇଅଛନ୍ତି;
ମୋହର ବାକ୍ୟ ମଧୁର, ଏଣୁ ସେମାନେ ତାହା ଶୁଣିବେ।
7. କେହି ଭୂମି ଚାଷ ବିଦୀର୍ଣ୍ଣ କରିବା ବେଳେ ଯେପରି,
ସେପରି କବର ମୁଖରେ ଆମ୍ଭମାନଙ୍କ ଅସ୍ଥିସବୁ ଛିନ୍ନଭିନ୍ନ ହୋଇଅଛି।
8. କାରଣ ହେ ପ୍ରଭୁ, ସଦାପ୍ରଭୁ, ମୋ’ ଦୃଷ୍ଟି ତୁମ୍ଭ ଆଡ଼େ ଅଛି;
ମୁଁ ତୁମ୍ଭଠାରେ ଭରସା ରଖିଅଛି; ମୋ’ ପ୍ରାଣକୁ ଅନାଥ କରି ତ୍ୟାଗ କର ନାହିଁ।
9. ମୋ’ ନିମନ୍ତେ ସେମାନଙ୍କ ପାତିତ ଫାନ୍ଦରୁ
ଅଧର୍ମାଚାରୀମାନଙ୍କ ଯନ୍ତାରୁ ମୋତେ ରକ୍ଷା କର।
10. ଦୁଷ୍ଟମାନେ ନିଜ ନିଜ ଜାଲରେ ପଡ଼ନ୍ତୁ,
ସେହି ଅବସରରେ ମୁଁ ରକ୍ଷା ପାଏ। PE
Total 150 Chapters, Current Chapter 141 of Total Chapters 150
×

Alert

×

oriya Letters Keypad References