ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ସନ୍ଧ୍ୟା ପ୍ରାର୍ଥନା } [QS]
2. [PS]*ଦାଉଦଙ୍କର ଗୀତ। *[PE][PBR]ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; ମୋ’ ପକ୍ଷରେ ସତ୍ୱର ହୁଅ; *[PE][QS]ମୁଁ ଡାକିବା ବେଳେ ମୋ’ ରବରେ କର୍ଣ୍ଣ ଦିଅ। *[PE][QS]ସୁଗନ୍ଧି ଧୂପ ପରି ମୋ’ ପ୍ରାର୍ଥନା, [QE][QS]ସନ୍ଧ୍ୟାକାଳୀନ ନୈବେଦ୍ୟ ପରି ମୋହର ହସ୍ତ ଉତ୍ତୋଳନ ତୁମ୍ଭ ଛାମୁରେ ଉପସ୍ଥିତ ହେଉ। [QE]
3. [QS]ହେ ସଦାପ୍ରଭୁ, ମୋ’ ମୁଖ ଆଗରେ ପ୍ରହରୀ ନିଯୁକ୍ତ କର; [QE][QS]ମୋ’ ଓଷ୍ଠାଧରର କବାଟ ରକ୍ଷା କର। [QE]
4. [QS]ଅଧର୍ମାଚାରୀ ଲୋକମାନଙ୍କ ସଙ୍ଗେ ଦୁଷ୍ଟ କ୍ରିୟାରେ [QE][QS]ନିଯୁକ୍ତ ହେବା ପାଇଁ କୌଣସି ମନ୍ଦ ବିଷୟରେ ମୋ’ ଚିତ୍ତକୁ ପ୍ରବର୍ତ୍ତାଅ ନାହିଁ [QE][QS]ଓ ସେମାନଙ୍କ ସୁସ୍ୱାଦୁ ଭକ୍ଷ୍ୟ ଭୋଜନ କରିବାକୁ ମୋତେ ଦିଅ ନାହିଁ। [QE]
5. [QS]ଧାର୍ମିକ ଲୋକ ମୋତେ ପ୍ରହାର କରୁ, ତାହା ମୋ’ ପ୍ରତି ଦୟା ହେବ [QE][QS]ଓ ସେ ମୋତେ ଅନୁଯୋଗ କରୁ, ତାହା ମସ୍ତକରେ ତୈଳ ସ୍ୱରୂପ ହେବ; [QE][QS]ମୋ’ ମସ୍ତକ ତାହା ଅଗ୍ରାହ୍ୟ ନ କରୁ; [QE][QS]ସେମାନଙ୍କର ନାନା ଦୁଷ୍ଟତା ସମୟରେ ମୋହର ପ୍ରାର୍ଥନା ଚଳୁଥିବ। [QE]
6. [QS]ସେମାନଙ୍କ ବିଚାରକର୍ତ୍ତାମାନେ ଶୈଳ ପାର୍ଶ୍ୱରେ ନିକ୍ଷିପ୍ତ ହୋଇଅଛନ୍ତି; [QE][QS]ମୋହର ବାକ୍ୟ ମଧୁର, ଏଣୁ ସେମାନେ ତାହା ଶୁଣିବେ। [QE]
7. [QS]କେହି ଭୂମି ଚାଷ ଓ ବିଦୀର୍ଣ୍ଣ କରିବା ବେଳେ ଯେପରି, [QE][QS]ସେପରି କବର ମୁଖରେ ଆମ୍ଭମାନଙ୍କ ଅସ୍ଥିସବୁ ଛିନ୍ନଭିନ୍ନ ହୋଇଅଛି। [QE]
8. [QS]କାରଣ ହେ ପ୍ରଭୁ, ସଦାପ୍ରଭୁ, ମୋ’ ଦୃଷ୍ଟି ତୁମ୍ଭ ଆଡ଼େ ଅଛି; [QE][QS]ମୁଁ ତୁମ୍ଭଠାରେ ଭରସା ରଖିଅଛି; ମୋ’ ପ୍ରାଣକୁ ଅନାଥ କରି ତ୍ୟାଗ କର ନାହିଁ। [QE]
9. [QS]ମୋ’ ନିମନ୍ତେ ସେମାନଙ୍କ ପାତିତ ଫାନ୍ଦରୁ [QE][QS]ଓ ଅଧର୍ମାଚାରୀମାନଙ୍କ ଯନ୍ତାରୁ ମୋତେ ରକ୍ଷା କର। [QE]
10. [QS]ଦୁଷ୍ଟମାନେ ନିଜ ନିଜ ଜାଲରେ ପଡ଼ନ୍ତୁ, [QE][QS]ସେହି ଅବସରରେ ମୁଁ ରକ୍ଷା ପାଏ। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 141 / 150
ସନ୍ଧ୍ୟା ପ୍ରାର୍ଥନା 1 2 *ଦାଉଦଙ୍କର ଗୀତ। *ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ ପ୍ରାର୍ଥନା କରୁଅଛି; ମୋ’ ପକ୍ଷରେ ସତ୍ୱର ହୁଅ; *ମୁଁ ଡାକିବା ବେଳେ ମୋ’ ରବରେ କର୍ଣ୍ଣ ଦିଅ। *ସୁଗନ୍ଧି ଧୂପ ପରି ମୋ’ ପ୍ରାର୍ଥନା, ସନ୍ଧ୍ୟାକାଳୀନ ନୈବେଦ୍ୟ ପରି ମୋହର ହସ୍ତ ଉତ୍ତୋଳନ ତୁମ୍ଭ ଛାମୁରେ ଉପସ୍ଥିତ ହେଉ। 3 ହେ ସଦାପ୍ରଭୁ, ମୋ’ ମୁଖ ଆଗରେ ପ୍ରହରୀ ନିଯୁକ୍ତ କର; ମୋ’ ଓଷ୍ଠାଧରର କବାଟ ରକ୍ଷା କର। 4 ଅଧର୍ମାଚାରୀ ଲୋକମାନଙ୍କ ସଙ୍ଗେ ଦୁଷ୍ଟ କ୍ରିୟାରେ ନିଯୁକ୍ତ ହେବା ପାଇଁ କୌଣସି ମନ୍ଦ ବିଷୟରେ ମୋ’ ଚିତ୍ତକୁ ପ୍ରବର୍ତ୍ତାଅ ନାହିଁ ଓ ସେମାନଙ୍କ ସୁସ୍ୱାଦୁ ଭକ୍ଷ୍ୟ ଭୋଜନ କରିବାକୁ ମୋତେ ଦିଅ ନାହିଁ। 5 ଧାର୍ମିକ ଲୋକ ମୋତେ ପ୍ରହାର କରୁ, ତାହା ମୋ’ ପ୍ରତି ଦୟା ହେବ ଓ ସେ ମୋତେ ଅନୁଯୋଗ କରୁ, ତାହା ମସ୍ତକରେ ତୈଳ ସ୍ୱରୂପ ହେବ; ମୋ’ ମସ୍ତକ ତାହା ଅଗ୍ରାହ୍ୟ ନ କରୁ; ସେମାନଙ୍କର ନାନା ଦୁଷ୍ଟତା ସମୟରେ ମୋହର ପ୍ରାର୍ଥନା ଚଳୁଥିବ। 6 ସେମାନଙ୍କ ବିଚାରକର୍ତ୍ତାମାନେ ଶୈଳ ପାର୍ଶ୍ୱରେ ନିକ୍ଷିପ୍ତ ହୋଇଅଛନ୍ତି; ମୋହର ବାକ୍ୟ ମଧୁର, ଏଣୁ ସେମାନେ ତାହା ଶୁଣିବେ। 7 କେହି ଭୂମି ଚାଷ ଓ ବିଦୀର୍ଣ୍ଣ କରିବା ବେଳେ ଯେପରି, ସେପରି କବର ମୁଖରେ ଆମ୍ଭମାନଙ୍କ ଅସ୍ଥିସବୁ ଛିନ୍ନଭିନ୍ନ ହୋଇଅଛି। 8 କାରଣ ହେ ପ୍ରଭୁ, ସଦାପ୍ରଭୁ, ମୋ’ ଦୃଷ୍ଟି ତୁମ୍ଭ ଆଡ଼େ ଅଛି; ମୁଁ ତୁମ୍ଭଠାରେ ଭରସା ରଖିଅଛି; ମୋ’ ପ୍ରାଣକୁ ଅନାଥ କରି ତ୍ୟାଗ କର ନାହିଁ। 9 ମୋ’ ନିମନ୍ତେ ସେମାନଙ୍କ ପାତିତ ଫାନ୍ଦରୁ ଓ ଅଧର୍ମାଚାରୀମାନଙ୍କ ଯନ୍ତାରୁ ମୋତେ ରକ୍ଷା କର। 10 ଦୁଷ୍ଟମାନେ ନିଜ ନିଜ ଜାଲରେ ପଡ଼ନ୍ତୁ, ସେହି ଅବସରରେ ମୁଁ ରକ୍ଷା ପାଏ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 141 / 150
×

Alert

×

Oriya Letters Keypad References