ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ସହାୟତା ପାଇଁ ପ୍ରାର୍ଥନା } [QS][PS]*ଗୁମ୍ଫାରେ ଥିଲା ବେଳେ ଦାଉଦଙ୍କର ମସ୍କୀଲ୍‍; ପ୍ରାର୍ଥନା। *[PE][PBR]ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କରେ; *[PE][QS]ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରେ; [QE]
2. [QS]ମୁଁ ତାହାଙ୍କ ଛାମୁରେ ନିଜ ଦୁଃଖର କଥା ଭାଙ୍ଗି କହେ; [QE][QS]ମୁଁ ତାହାଙ୍କ ଆଗରେ ଆପଣା ଦୁଃଖ ଜଣାଏ। [QE]
3. [QS]ମୋହର ଆତ୍ମା ମୋ’ ଅନ୍ତରରେ ଉଦ୍‍ବିଗ୍ନ ହେବା ବେଳେ [QE][QS]ତୁମ୍ଭେ ମୋହର ମାର୍ଗ ଜାଣିଲ। [QE][QS]ମୋ’ ଗମନ ପଥରେ ସେମାନେ ମୋ’ ପାଇଁ [QE][QS]ଗୋପନରେ ଫାନ୍ଦ ପାତିଅଛନ୍ତି। [QE]
4. [QS]ମୋ’ ଦକ୍ଷିଣ ପାର୍ଶ୍ୱ ନିରୀକ୍ଷଣ କରି ଦେଖ; [QE][QS]ମୋତେ ଜାଣିବା ଲୋକ କେହି ନାହିଁ; [QE][QS]ମୋହର ଆଶ୍ରୟ ବିନଷ୍ଟ ହୋଇଅଛି; [QE][QS]ମୋ’ ପ୍ରାଣ ପାଇଁ କେହି ଚିନ୍ତା କରେ ନାହିଁ। [QE]
5. [QS]ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ କାକୂକ୍ତି କରେ; [QE][QS]ମୁଁ କହିଲି, “ତୁମ୍ଭେ ମୋହର ଆଶ୍ରୟ, [QE][QS]ଜୀବିତ ଲୋକଙ୍କ ଦେଶରେ ତୁମ୍ଭେ ମୋହର ବାଣ୍ଟ। [QE]
6. [QS]ମୋ’ କାକୂକ୍ତିରେ ମନୋଯୋଗ କର; [QE][QS]କାରଣ ମୁଁ ଅତି ଅଧୋନତ ହୋଇଅଛି; [QE][QS]ମୋ’ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର; [QE][QS]କାରଣ ସେମାନେ ମୋ’ ଅପେକ୍ଷା ବଳବାନ। [QE]
7. [QS]କାରାଗାରରୁ ମୋ’ ପ୍ରାଣ ଉଦ୍ଧାର କର, [QE][QS]ତହିଁରେ ମୁଁ ତୁମ୍ଭ ନାମକୁ ଧନ୍ୟବାଦ ଦେବି; [QE][QS]ଧାର୍ମିକମାନେ ମୋତେ ବେଷ୍ଟନ କରିବେ; [QE][QS]କାରଣ ତୁମ୍ଭେ ମୋହର ପ୍ରଚୁର ମଙ୍ଗଳ କରିବ।” [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 142 / 150
ସହାୟତା ପାଇଁ ପ୍ରାର୍ଥନା 1 *ଗୁମ୍ଫାରେ ଥିଲା ବେଳେ ଦାଉଦଙ୍କର ମସ୍କୀଲ୍‍; ପ୍ରାର୍ଥନା। *ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ କାକୂକ୍ତି କରେ; *ମୁଁ ନିଜ ରବରେ ସଦାପ୍ରଭୁଙ୍କ ନିକଟରେ ନିବେଦନ କରେ; 2 ମୁଁ ତାହାଙ୍କ ଛାମୁରେ ନିଜ ଦୁଃଖର କଥା ଭାଙ୍ଗି କହେ; ମୁଁ ତାହାଙ୍କ ଆଗରେ ଆପଣା ଦୁଃଖ ଜଣାଏ। 3 ମୋହର ଆତ୍ମା ମୋ’ ଅନ୍ତରରେ ଉଦ୍‍ବିଗ୍ନ ହେବା ବେଳେ ତୁମ୍ଭେ ମୋହର ମାର୍ଗ ଜାଣିଲ। ମୋ’ ଗମନ ପଥରେ ସେମାନେ ମୋ’ ପାଇଁ ଗୋପନରେ ଫାନ୍ଦ ପାତିଅଛନ୍ତି। 4 ମୋ’ ଦକ୍ଷିଣ ପାର୍ଶ୍ୱ ନିରୀକ୍ଷଣ କରି ଦେଖ; ମୋତେ ଜାଣିବା ଲୋକ କେହି ନାହିଁ; ମୋହର ଆଶ୍ରୟ ବିନଷ୍ଟ ହୋଇଅଛି; ମୋ’ ପ୍ରାଣ ପାଇଁ କେହି ଚିନ୍ତା କରେ ନାହିଁ। 5 ହେ ସଦାପ୍ରଭୁ, ମୁଁ ତୁମ୍ଭ ନିକଟରେ କାକୂକ୍ତି କରେ; ମୁଁ କହିଲି, “ତୁମ୍ଭେ ମୋହର ଆଶ୍ରୟ, ଜୀବିତ ଲୋକଙ୍କ ଦେଶରେ ତୁମ୍ଭେ ମୋହର ବାଣ୍ଟ। 6 ମୋ’ କାକୂକ୍ତିରେ ମନୋଯୋଗ କର; କାରଣ ମୁଁ ଅତି ଅଧୋନତ ହୋଇଅଛି; ମୋ’ ତାଡ଼ନାକାରୀମାନଙ୍କଠାରୁ ମୋତେ ଉଦ୍ଧାର କର; କାରଣ ସେମାନେ ମୋ’ ଅପେକ୍ଷା ବଳବାନ। 7 କାରାଗାରରୁ ମୋ’ ପ୍ରାଣ ଉଦ୍ଧାର କର, ତହିଁରେ ମୁଁ ତୁମ୍ଭ ନାମକୁ ଧନ୍ୟବାଦ ଦେବି; ଧାର୍ମିକମାନେ ମୋତେ ବେଷ୍ଟନ କରିବେ; କାରଣ ତୁମ୍ଭେ ମୋହର ପ୍ରଚୁର ମଙ୍ଗଳ କରିବ।”
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 142 / 150
×

Alert

×

Oriya Letters Keypad References