ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ସ୍ତୁତି ଭଜନ} [PS] ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। [QBR] ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର ଓ [QBR] ଭକ୍ତମାନଙ୍କ ସମାଜରେ ତାହାଙ୍କର ପ୍ରଶଂସା ଗାନ କର। [QBR]
2. ଇସ୍ରାଏଲ ଆପଣା ନିର୍ମାଣକର୍ତ୍ତାଙ୍କଠାରେ ଆନନ୍ଦ କରୁ; [QBR] ସିୟୋନର ସନ୍ତାନଗଣ ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହେଉନ୍ତୁ। [QBR]
3. ସେମାନେ ନୃତ୍ୟ କରି ତାହାଙ୍କ ନାମର ପ୍ରଶଂସା କରନ୍ତୁ; [QBR] ସେମାନେ ଦାରା ଓ ବୀଣା ବଜାଇ ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରନ୍ତୁ। [QBR]
4. କାରଣ ସଦାପ୍ରଭୁ ଆପଣା ଲୋକଙ୍କଠାରେ ସନ୍ତୋଷ ପାଆନ୍ତି; [QBR] ସେ ନମ୍ର ଲୋକମାନଙ୍କୁ ପରିତ୍ରାଣରେ ସୁଶୋଭିତ କରିବେ। [QBR]
5. ଭକ୍ତଗଣ ବିଜୟରେ [* ବିଜୟରେ ଗୌରବରେ] ଉଲ୍ଲସିତ ହେଉନ୍ତୁ; [QBR] ସେମାନେ ଆନନ୍ଦ ହେତୁ ଆପଣା ଆପଣା ଶଯ୍ୟାରେ ଗାନ କରନ୍ତୁ। [QBR] ସେମାନଙ୍କ କଣ୍ଠରେ ପରମେଶ୍ୱରଙ୍କ ଉଚ୍ଚ ପ୍ରଶଂସା ଥାଉ; [QBR]
6. ପୁଣି, ସେମାନଙ୍କ ହସ୍ତରେ ଦ୍ୱିବିଧ ଖଡ୍ଗ ଥାଉ। [QBR]
7. ଗୋଷ୍ଠୀୟମାନଙ୍କୁ ପ୍ରତିଫଳ ଦେବା ପାଇଁ, [QBR] ଜନବୃନ୍ଦଙ୍କୁ ଶାସ୍ତି ଦେବା ପାଇଁ, [QBR]
8. ସେମାନଙ୍କ ରାଜାଗଣକୁ ଶିକୁଳିରେ [QBR] ଓ ସେମାନଙ୍କ ପ୍ରଧାନବର୍ଗକୁ ଲୌହବେଡ଼ିରେ ବାନ୍ଧିବା ପାଇଁ, [QBR]
9. ସେମାନଙ୍କ ପ୍ରତିକୂଳରେ ଲିଖିତ ବିଚାର ନିଷ୍ପନ୍ନ କରିବା ପାଇଁ, [QBR] ତାହାଙ୍କ ଭକ୍ତବୃନ୍ଦର ଏହି ମର୍ଯ୍ୟାଦା। [QBR] ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। [PE]

Notes

No Verse Added

Total 150 Chapters, Current Chapter 149 of Total Chapters 150
ଗୀତସଂହିତା 149:121
1. {ସ୍ତୁତି ଭଜନ} PS ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର
ଭକ୍ତମାନଙ୍କ ସମାଜରେ ତାହାଙ୍କର ପ୍ରଶଂସା ଗାନ କର।
2. ଇସ୍ରାଏଲ ଆପଣା ନିର୍ମାଣକର୍ତ୍ତାଙ୍କଠାରେ ଆନନ୍ଦ କରୁ;
ସିୟୋନର ସନ୍ତାନଗଣ ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହେଉନ୍ତୁ।
3. ସେମାନେ ନୃତ୍ୟ କରି ତାହାଙ୍କ ନାମର ପ୍ରଶଂସା କରନ୍ତୁ;
ସେମାନେ ଦାରା ବୀଣା ବଜାଇ ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରନ୍ତୁ।
4. କାରଣ ସଦାପ୍ରଭୁ ଆପଣା ଲୋକଙ୍କଠାରେ ସନ୍ତୋଷ ପାଆନ୍ତି;
ସେ ନମ୍ର ଲୋକମାନଙ୍କୁ ପରିତ୍ରାଣରେ ସୁଶୋଭିତ କରିବେ।
5. ଭକ୍ତଗଣ ବିଜୟରେ * ବିଜୟରେ ଗୌରବରେ ଉଲ୍ଲସିତ ହେଉନ୍ତୁ;
ସେମାନେ ଆନନ୍ଦ ହେତୁ ଆପଣା ଆପଣା ଶଯ୍ୟାରେ ଗାନ କରନ୍ତୁ।
ସେମାନଙ୍କ କଣ୍ଠରେ ପରମେଶ୍ୱରଙ୍କ ଉଚ୍ଚ ପ୍ରଶଂସା ଥାଉ;
6. ପୁଣି, ସେମାନଙ୍କ ହସ୍ତରେ ଦ୍ୱିବିଧ ଖଡ୍ଗ ଥାଉ।
7. ଗୋଷ୍ଠୀୟମାନଙ୍କୁ ପ୍ରତିଫଳ ଦେବା ପାଇଁ,
ଜନବୃନ୍ଦଙ୍କୁ ଶାସ୍ତି ଦେବା ପାଇଁ,
8. ସେମାନଙ୍କ ରାଜାଗଣକୁ ଶିକୁଳିରେ
ସେମାନଙ୍କ ପ୍ରଧାନବର୍ଗକୁ ଲୌହବେଡ଼ିରେ ବାନ୍ଧିବା ପାଇଁ,
9. ସେମାନଙ୍କ ପ୍ରତିକୂଳରେ ଲିଖିତ ବିଚାର ନିଷ୍ପନ୍ନ କରିବା ପାଇଁ,
ତାହାଙ୍କ ଭକ୍ତବୃନ୍ଦର ଏହି ମର୍ଯ୍ୟାଦା।
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। PE
Total 150 Chapters, Current Chapter 149 of Total Chapters 150
×

Alert

×

oriya Letters Keypad References