1. {ସ୍ତୁତି ଭଜନ} PS ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର ଓ ଭକ୍ତମାନଙ୍କ ସମାଜରେ ତାହାଙ୍କର ପ୍ରଶଂସା ଗାନ କର। |
2. ଇସ୍ରାଏଲ ଆପଣା ନିର୍ମାଣକର୍ତ୍ତାଙ୍କଠାରେ ଆନନ୍ଦ କରୁ;
ସିୟୋନର ସନ୍ତାନଗଣ ଆପଣାମାନଙ୍କ ରାଜାଙ୍କଠାରେ ଉଲ୍ଲସିତ ହେଉନ୍ତୁ। |
3. ସେମାନେ ନୃତ୍ୟ କରି ତାହାଙ୍କ ନାମର ପ୍ରଶଂସା କରନ୍ତୁ;
ସେମାନେ ଦାରା ଓ ବୀଣା ବଜାଇ ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରନ୍ତୁ। |
5. ଭକ୍ତଗଣ ବିଜୟରେ * ବିଜୟରେ ଗୌରବରେ ଉଲ୍ଲସିତ ହେଉନ୍ତୁ;
ସେମାନେ ଆନନ୍ଦ ହେତୁ ଆପଣା ଆପଣା ଶଯ୍ୟାରେ ଗାନ କରନ୍ତୁ। ସେମାନଙ୍କ କଣ୍ଠରେ ପରମେଶ୍ୱରଙ୍କ ଉଚ୍ଚ ପ୍ରଶଂସା ଥାଉ; |
9. ସେମାନଙ୍କ ପ୍ରତିକୂଳରେ ଲିଖିତ ବିଚାର ନିଷ୍ପନ୍ନ କରିବା ପାଇଁ,
ତାହାଙ୍କ ଭକ୍ତବୃନ୍ଦର ଏହି ମର୍ଯ୍ୟାଦା। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। PE |