ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ସଦାପ୍ରଭୁଙ୍କ ଆବଶ୍ୟକତା } [QS][PS]*ଦାଉଦଙ୍କର ଗୀତ। *[PE][PBR]ହେ ସଦାପ୍ରଭୁ, ତୁମ୍ଭ ଆବାସରେ କିଏ ପ୍ରବାସ କରି ପାରିବ ? *[PE][QS]ତୁମ୍ଭ ପବିତ୍ର ପର୍ବତରେ କିଏ ବାସ କରି ପାରିବ ? [QE]
2. [QS]ଯେଉଁ ଜନ ସରଳାଚରଣ, ଧର୍ମକର୍ମ କରେ ଓ ଆପଣା [QE][QS]ଅନ୍ତଃକରଣରେ ସତ୍ୟ କହେ। [QE]
3. [QS]ଯେ ଆପଣା ଜିହ୍ୱାରେ ଗ୍ଳାନି କରେ ନାହିଁ, [QE][QS]ଅବା ଆପଣା ମିତ୍ରର ଅନିଷ୍ଟ କରେ ନାହିଁ, [QE][QS]କିଅବା ଆପଣା ପ୍ରତିବାସୀ ବିରୁଦ୍ଧରେ ନିନ୍ଦା ପ୍ରକଟ କରେ ନାହିଁ। [QE]
4. [QS]ଯାହାର ଦୃଷ୍ଟିରେ ପାମର ତୁଚ୍ଛୀକୃତ ହୁଏ; [QE][QS]ମାତ୍ର ଯେ ସଦାପ୍ରଭୁଙ୍କ ଭୟକାରୀମାନଙ୍କୁ ସମାଦର କରେ। [QE][QS]ଯେ ଶପଥ କରି ଆପଣାର କ୍ଷତି ହେଲେ ହେଁ ତାହା ଅନ୍ୟଥା କରେ ନାହିଁ। [QE]
5. [QS]ଯେ ସୁଧ ପାଇଁ ଟଙ୍କା ଋଣ ଦିଏ ନାହିଁ, [QE][QS]କିଅବା ନିର୍ଦ୍ଦୋଷ ବିରୁଦ୍ଧରେ ଲାଞ୍ଚ ନିଏ ନାହିଁ। [QE][QS]ଯେ ଏହି ସକଳ କର୍ମ କରେ, ସେ କେବେ ଘୁଞ୍ଚାଯିବ ନାହିଁ। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 15 / 150
ସଦାପ୍ରଭୁଙ୍କ ଆବଶ୍ୟକତା 1 *ଦାଉଦଙ୍କର ଗୀତ। *ହେ ସଦାପ୍ରଭୁ, ତୁମ୍ଭ ଆବାସରେ କିଏ ପ୍ରବାସ କରି ପାରିବ ? *ତୁମ୍ଭ ପବିତ୍ର ପର୍ବତରେ କିଏ ବାସ କରି ପାରିବ ? 2 ଯେଉଁ ଜନ ସରଳାଚରଣ, ଧର୍ମକର୍ମ କରେ ଓ ଆପଣା ଅନ୍ତଃକରଣରେ ସତ୍ୟ କହେ। 3 ଯେ ଆପଣା ଜିହ୍ୱାରେ ଗ୍ଳାନି କରେ ନାହିଁ, ଅବା ଆପଣା ମିତ୍ରର ଅନିଷ୍ଟ କରେ ନାହିଁ, କିଅବା ଆପଣା ପ୍ରତିବାସୀ ବିରୁଦ୍ଧରେ ନିନ୍ଦା ପ୍ରକଟ କରେ ନାହିଁ। 4 ଯାହାର ଦୃଷ୍ଟିରେ ପାମର ତୁଚ୍ଛୀକୃତ ହୁଏ; ମାତ୍ର ଯେ ସଦାପ୍ରଭୁଙ୍କ ଭୟକାରୀମାନଙ୍କୁ ସମାଦର କରେ। ଯେ ଶପଥ କରି ଆପଣାର କ୍ଷତି ହେଲେ ହେଁ ତାହା ଅନ୍ୟଥା କରେ ନାହିଁ। 5 ଯେ ସୁଧ ପାଇଁ ଟଙ୍କା ଋଣ ଦିଏ ନାହିଁ, କିଅବା ନିର୍ଦ୍ଦୋଷ ବିରୁଦ୍ଧରେ ଲାଞ୍ଚ ନିଏ ନାହିଁ। ଯେ ଏହି ସକଳ କର୍ମ କରେ, ସେ କେବେ ଘୁଞ୍ଚାଯିବ ନାହିଁ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 15 / 150
×

Alert

×

Oriya Letters Keypad References