ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ସଦାପ୍ରଭୁଙ୍କ ଆବଶ୍ୟକତା} [PS] ହେ ସଦାପ୍ରଭୁ, ତୁମ୍ଭ ଆବାସରେ କିଏ ପ୍ରବାସ କରି ପାରିବ ? [QBR] ତୁମ୍ଭ ପବିତ୍ର ପର୍ବତରେ କିଏ ବାସ କରି ପାରିବ ? [QBR]
2. ଯେଉଁ ଜନ ସରଳାଚରଣ, ଧର୍ମକର୍ମ କରେ ଓ ଆପଣା [QBR] ଅନ୍ତଃକରଣରେ ସତ୍ୟ କହେ। [QBR]
3. ଯେ ଆପଣା ଜିହ୍ୱାରେ ଗ୍ଳାନି କରେ ନାହିଁ, [QBR] ଅବା ଆପଣା ମିତ୍ରର ଅନିଷ୍ଟ କରେ ନାହିଁ, [QBR] କିଅବା ଆପଣା ପ୍ରତିବାସୀ ବିରୁଦ୍ଧରେ ନିନ୍ଦା ପ୍ରକଟ କରେ ନାହିଁ। [QBR]
4. ଯାହାର ଦୃଷ୍ଟିରେ ପାମର ତୁଚ୍ଛୀକୃତ ହୁଏ; [QBR] ମାତ୍ର ଯେ ସଦାପ୍ରଭୁଙ୍କ ଭୟକାରୀମାନଙ୍କୁ ସମାଦର କରେ। [QBR] ଯେ ଶପଥ କରି ଆପଣାର କ୍ଷତି ହେଲେ ହେଁ ତାହା ଅନ୍ୟଥା କରେ ନାହିଁ। [QBR]
5. ଯେ ସୁଧ ପାଇଁ ଟଙ୍କା ଋଣ ଦିଏ ନାହିଁ, [QBR] କିଅବା ନିର୍ଦ୍ଦୋଷ ବିରୁଦ୍ଧରେ ଲାଞ୍ଚ ନିଏ ନାହିଁ। [QBR] ଯେ ଏହି ସକଳ କର୍ମ କରେ, ସେ କେବେ ଘୁଞ୍ଚାଯିବ ନାହିଁ। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 15 / 150
ଗୀତସଂହିତା 15:82
ସଦାପ୍ରଭୁଙ୍କ ଆବଶ୍ୟକତା 1 ହେ ସଦାପ୍ରଭୁ, ତୁମ୍ଭ ଆବାସରେ କିଏ ପ୍ରବାସ କରି ପାରିବ ? ତୁମ୍ଭ ପବିତ୍ର ପର୍ବତରେ କିଏ ବାସ କରି ପାରିବ ? 2 ଯେଉଁ ଜନ ସରଳାଚରଣ, ଧର୍ମକର୍ମ କରେ ଓ ଆପଣା ଅନ୍ତଃକରଣରେ ସତ୍ୟ କହେ। 3 ଯେ ଆପଣା ଜିହ୍ୱାରେ ଗ୍ଳାନି କରେ ନାହିଁ, ଅବା ଆପଣା ମିତ୍ରର ଅନିଷ୍ଟ କରେ ନାହିଁ, କିଅବା ଆପଣା ପ୍ରତିବାସୀ ବିରୁଦ୍ଧରେ ନିନ୍ଦା ପ୍ରକଟ କରେ ନାହିଁ। 4 ଯାହାର ଦୃଷ୍ଟିରେ ପାମର ତୁଚ୍ଛୀକୃତ ହୁଏ; ମାତ୍ର ଯେ ସଦାପ୍ରଭୁଙ୍କ ଭୟକାରୀମାନଙ୍କୁ ସମାଦର କରେ। ଯେ ଶପଥ କରି ଆପଣାର କ୍ଷତି ହେଲେ ହେଁ ତାହା ଅନ୍ୟଥା କରେ ନାହିଁ। 5 ଯେ ସୁଧ ପାଇଁ ଟଙ୍କା ଋଣ ଦିଏ ନାହିଁ, କିଅବା ନିର୍ଦ୍ଦୋଷ ବିରୁଦ୍ଧରେ ଲାଞ୍ଚ ନିଏ ନାହିଁ। ଯେ ଏହି ସକଳ କର୍ମ କରେ, ସେ କେବେ ଘୁଞ୍ଚାଯିବ ନାହିଁ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 15 / 150
Common Bible Languages
West Indian Languages
×

Alert

×

oriya Letters Keypad References