ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ପରମେଶ୍ୱରଙ୍କ ସ୍ତୁତିଗାନ} [PS] ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। [QBR] ପରମେଶ୍ୱରଙ୍କ ପବିତ୍ର ସ୍ଥାନରେ ତାହାଙ୍କର ପ୍ରଶଂସା କର; [QBR] ତାହାଙ୍କ ପରାକ୍ରମରୁ ଉତ୍ପନ୍ନ ଶୂନ୍ୟମଣ୍ଡଳରେ ତାହାଙ୍କର ପ୍ରଶଂସା କର; [QBR]
2. ତାହାଙ୍କ ବିକ୍ରମୀ କାର୍ଯ୍ୟ ସକାଶୁ ତାହାଙ୍କର ପ୍ରଶଂସା କର। [QBR] ତାହାଙ୍କ ଶ୍ରେଷ୍ଠ ମହତ୍ତ୍ୱାନୁସାରେ ତାହାଙ୍କର ପ୍ରଶଂସା କର। [QBR]
3. ତୂରୀ ଧ୍ୱନିରେ ତାହାଙ୍କର ପ୍ରଶଂସା କର; [QBR] ନେବଲ ଓ ବୀଣା ଯନ୍ତ୍ରରେ ତାହାଙ୍କର ପ୍ରଶଂସା କର। [QBR]
4. ଦାରାବାଦ୍ୟ ଓ ନୃତ୍ୟ ଦ୍ୱାରା ତାହାଙ୍କର ପ୍ରଶଂସା କର। [QBR] ତାରଯୁକ୍ତ ଯନ୍ତ୍ର ଓ ବଂଶୀରେ ତାହାଙ୍କର ପ୍ରଶଂସା କର। [QBR]
5. ଉଚ୍ଚ କରତାଳରେ ତାହାଙ୍କର ପ୍ରଶଂସା କର; [QBR] ଉଚ୍ଚ କରତାଳ ଧ୍ୱନିରେ ତାହାଙ୍କର ପ୍ରଶଂସା କର; [QBR]
6. ନିଃଶ୍ୱାସପ୍ରଶ୍ୱାସଧାରୀ ପ୍ରତ୍ୟେକ ପ୍ରାଣୀ ସଦାପ୍ରଭୁଙ୍କର ପ୍ରଶଂସା କରୁ। [QBR] ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। [PE]

Notes

No Verse Added

Total 150 Chapters, Current Chapter 150 of Total Chapters 150
ଗୀତସଂହିତା 150
1. {ପରମେଶ୍ୱରଙ୍କ ସ୍ତୁତିଗାନ} PS ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
ପରମେଶ୍ୱରଙ୍କ ପବିତ୍ର ସ୍ଥାନରେ ତାହାଙ୍କର ପ୍ରଶଂସା କର;
ତାହାଙ୍କ ପରାକ୍ରମରୁ ଉତ୍ପନ୍ନ ଶୂନ୍ୟମଣ୍ଡଳରେ ତାହାଙ୍କର ପ୍ରଶଂସା କର;
2. ତାହାଙ୍କ ବିକ୍ରମୀ କାର୍ଯ୍ୟ ସକାଶୁ ତାହାଙ୍କର ପ୍ରଶଂସା କର।
ତାହାଙ୍କ ଶ୍ରେଷ୍ଠ ମହତ୍ତ୍ୱାନୁସାରେ ତାହାଙ୍କର ପ୍ରଶଂସା କର।
3. ତୂରୀ ଧ୍ୱନିରେ ତାହାଙ୍କର ପ୍ରଶଂସା କର;
ନେବଲ ବୀଣା ଯନ୍ତ୍ରରେ ତାହାଙ୍କର ପ୍ରଶଂସା କର।
4. ଦାରାବାଦ୍ୟ ନୃତ୍ୟ ଦ୍ୱାରା ତାହାଙ୍କର ପ୍ରଶଂସା କର।
ତାରଯୁକ୍ତ ଯନ୍ତ୍ର ବଂଶୀରେ ତାହାଙ୍କର ପ୍ରଶଂସା କର।
5. ଉଚ୍ଚ କରତାଳରେ ତାହାଙ୍କର ପ୍ରଶଂସା କର;
ଉଚ୍ଚ କରତାଳ ଧ୍ୱନିରେ ତାହାଙ୍କର ପ୍ରଶଂସା କର;
6. ନିଃଶ୍ୱାସପ୍ରଶ୍ୱାସଧାରୀ ପ୍ରତ୍ୟେକ ପ୍ରାଣୀ ସଦାପ୍ରଭୁଙ୍କର ପ୍ରଶଂସା କରୁ।
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। PE
Total 150 Chapters, Current Chapter 150 of Total Chapters 150
×

Alert

×

oriya Letters Keypad References