ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଗୀତସଂହିତା
1. {#1ପରମେଶ୍ୱରଙ୍କ ସ୍ତୁତିଗାନ } [QS]ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। [QE][QS]ପରମେଶ୍ୱରଙ୍କ ପବିତ୍ର ସ୍ଥାନରେ ତାହାଙ୍କର ପ୍ରଶଂସା କର; [QE][QS]ତାହାଙ୍କ ପରାକ୍ରମରୁ ଉତ୍ପନ୍ନ ଶୂନ୍ୟମଣ୍ଡଳରେ ତାହାଙ୍କର ପ୍ରଶଂସା କର; [QE]
2. [QS]ତାହାଙ୍କ ବିକ୍ରମୀ କାର୍ଯ୍ୟ ସକାଶୁ ତାହାଙ୍କର ପ୍ରଶଂସା କର। [QE][QS]ତାହାଙ୍କ ଶ୍ରେଷ୍ଠ ମହତ୍ତ୍ୱାନୁସାରେ ତାହାଙ୍କର ପ୍ରଶଂସା କର। [QE]
3. [QS]ତୂରୀ ଧ୍ୱନିରେ ତାହାଙ୍କର ପ୍ରଶଂସା କର; [QE][QS]ନେବଲ ଓ ବୀଣା ଯନ୍ତ୍ରରେ ତାହାଙ୍କର ପ୍ରଶଂସା କର। [QE]
4. [QS]ଦାରାବାଦ୍ୟ ଓ ନୃତ୍ୟ ଦ୍ୱାରା ତାହାଙ୍କର ପ୍ରଶଂସା କର। [QE][QS]ତାରଯୁକ୍ତ ଯନ୍ତ୍ର ଓ ବଂଶୀରେ ତାହାଙ୍କର ପ୍ରଶଂସା କର। [QE]
5. [QS]ଉଚ୍ଚ କରତାଳରେ ତାହାଙ୍କର ପ୍ରଶଂସା କର; [QE][QS]ଉଚ୍ଚ କରତାଳ ଧ୍ୱନିରେ ତାହାଙ୍କର ପ୍ରଶଂସା କର; [QE]
6. [QS]ନିଃଶ୍ୱାସପ୍ରଶ୍ୱାସଧାରୀ ପ୍ରତ୍ୟେକ ପ୍ରାଣୀ ସଦାପ୍ରଭୁଙ୍କର ପ୍ରଶଂସା କରୁ। [QE][QS]ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।[QE]

ରେକର୍ଡଗୁଡିକ

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 150 / 150
ପରମେଶ୍ୱରଙ୍କ ସ୍ତୁତିଗାନ 1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ପରମେଶ୍ୱରଙ୍କ ପବିତ୍ର ସ୍ଥାନରେ ତାହାଙ୍କର ପ୍ରଶଂସା କର; ତାହାଙ୍କ ପରାକ୍ରମରୁ ଉତ୍ପନ୍ନ ଶୂନ୍ୟମଣ୍ଡଳରେ ତାହାଙ୍କର ପ୍ରଶଂସା କର; 2 ତାହାଙ୍କ ବିକ୍ରମୀ କାର୍ଯ୍ୟ ସକାଶୁ ତାହାଙ୍କର ପ୍ରଶଂସା କର। ତାହାଙ୍କ ଶ୍ରେଷ୍ଠ ମହତ୍ତ୍ୱାନୁସାରେ ତାହାଙ୍କର ପ୍ରଶଂସା କର। 3 ତୂରୀ ଧ୍ୱନିରେ ତାହାଙ୍କର ପ୍ରଶଂସା କର; ନେବଲ ଓ ବୀଣା ଯନ୍ତ୍ରରେ ତାହାଙ୍କର ପ୍ରଶଂସା କର। 4 ଦାରାବାଦ୍ୟ ଓ ନୃତ୍ୟ ଦ୍ୱାରା ତାହାଙ୍କର ପ୍ରଶଂସା କର। ତାରଯୁକ୍ତ ଯନ୍ତ୍ର ଓ ବଂଶୀରେ ତାହାଙ୍କର ପ୍ରଶଂସା କର। 5 ଉଚ୍ଚ କରତାଳରେ ତାହାଙ୍କର ପ୍ରଶଂସା କର; ଉଚ୍ଚ କରତାଳ ଧ୍ୱନିରେ ତାହାଙ୍କର ପ୍ରଶଂସା କର; 6 ନିଃଶ୍ୱାସପ୍ରଶ୍ୱାସଧାରୀ ପ୍ରତ୍ୟେକ ପ୍ରାଣୀ ସଦାପ୍ରଭୁଙ୍କର ପ୍ରଶଂସା କରୁ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 150 / 150
×

Alert

×

Oriya Letters Keypad References