1. {ପରମେଶ୍ୱରଙ୍କ ସ୍ତୁତିଗାନ} PS ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
ପରମେଶ୍ୱରଙ୍କ ପବିତ୍ର ସ୍ଥାନରେ ତାହାଙ୍କର ପ୍ରଶଂସା କର; ତାହାଙ୍କ ପରାକ୍ରମରୁ ଉତ୍ପନ୍ନ ଶୂନ୍ୟମଣ୍ଡଳରେ ତାହାଙ୍କର ପ୍ରଶଂସା କର; |
2. ତାହାଙ୍କ ବିକ୍ରମୀ କାର୍ଯ୍ୟ ସକାଶୁ ତାହାଙ୍କର ପ୍ରଶଂସା କର।
ତାହାଙ୍କ ଶ୍ରେଷ୍ଠ ମହତ୍ତ୍ୱାନୁସାରେ ତାହାଙ୍କର ପ୍ରଶଂସା କର। |
6. ନିଃଶ୍ୱାସପ୍ରଶ୍ୱାସଧାରୀ ପ୍ରତ୍ୟେକ ପ୍ରାଣୀ ସଦାପ୍ରଭୁଙ୍କର ପ୍ରଶଂସା କରୁ।
ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। PE |