ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ପରମେଶ୍ୱରଙ୍କ ସ୍ତୁତିଗାନ} [PS] ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। [QBR] ପରମେଶ୍ୱରଙ୍କ ପବିତ୍ର ସ୍ଥାନରେ ତାହାଙ୍କର ପ୍ରଶଂସା କର; [QBR] ତାହାଙ୍କ ପରାକ୍ରମରୁ ଉତ୍ପନ୍ନ ଶୂନ୍ୟମଣ୍ଡଳରେ ତାହାଙ୍କର ପ୍ରଶଂସା କର; [QBR]
2. ତାହାଙ୍କ ବିକ୍ରମୀ କାର୍ଯ୍ୟ ସକାଶୁ ତାହାଙ୍କର ପ୍ରଶଂସା କର। [QBR] ତାହାଙ୍କ ଶ୍ରେଷ୍ଠ ମହତ୍ତ୍ୱାନୁସାରେ ତାହାଙ୍କର ପ୍ରଶଂସା କର। [QBR]
3. ତୂରୀ ଧ୍ୱନିରେ ତାହାଙ୍କର ପ୍ରଶଂସା କର; [QBR] ନେବଲ ଓ ବୀଣା ଯନ୍ତ୍ରରେ ତାହାଙ୍କର ପ୍ରଶଂସା କର। [QBR]
4. ଦାରାବାଦ୍ୟ ଓ ନୃତ୍ୟ ଦ୍ୱାରା ତାହାଙ୍କର ପ୍ରଶଂସା କର। [QBR] ତାରଯୁକ୍ତ ଯନ୍ତ୍ର ଓ ବଂଶୀରେ ତାହାଙ୍କର ପ୍ରଶଂସା କର। [QBR]
5. ଉଚ୍ଚ କରତାଳରେ ତାହାଙ୍କର ପ୍ରଶଂସା କର; [QBR] ଉଚ୍ଚ କରତାଳ ଧ୍ୱନିରେ ତାହାଙ୍କର ପ୍ରଶଂସା କର; [QBR]
6. ନିଃଶ୍ୱାସପ୍ରଶ୍ୱାସଧାରୀ ପ୍ରତ୍ୟେକ ପ୍ରାଣୀ ସଦାପ୍ରଭୁଙ୍କର ପ୍ରଶଂସା କରୁ। [QBR] ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। [PE]

Notes

No Verse Added

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 150 / 150
ଗୀତସଂହିତା 150:49
ପରମେଶ୍ୱରଙ୍କ ସ୍ତୁତିଗାନ 1 ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ପରମେଶ୍ୱରଙ୍କ ପବିତ୍ର ସ୍ଥାନରେ ତାହାଙ୍କର ପ୍ରଶଂସା କର; ତାହାଙ୍କ ପରାକ୍ରମରୁ ଉତ୍ପନ୍ନ ଶୂନ୍ୟମଣ୍ଡଳରେ ତାହାଙ୍କର ପ୍ରଶଂସା କର; 2 ତାହାଙ୍କ ବିକ୍ରମୀ କାର୍ଯ୍ୟ ସକାଶୁ ତାହାଙ୍କର ପ୍ରଶଂସା କର। ତାହାଙ୍କ ଶ୍ରେଷ୍ଠ ମହତ୍ତ୍ୱାନୁସାରେ ତାହାଙ୍କର ପ୍ରଶଂସା କର। 3 ତୂରୀ ଧ୍ୱନିରେ ତାହାଙ୍କର ପ୍ରଶଂସା କର; ନେବଲ ଓ ବୀଣା ଯନ୍ତ୍ରରେ ତାହାଙ୍କର ପ୍ରଶଂସା କର। 4 ଦାରାବାଦ୍ୟ ଓ ନୃତ୍ୟ ଦ୍ୱାରା ତାହାଙ୍କର ପ୍ରଶଂସା କର। ତାରଯୁକ୍ତ ଯନ୍ତ୍ର ଓ ବଂଶୀରେ ତାହାଙ୍କର ପ୍ରଶଂସା କର। 5 ଉଚ୍ଚ କରତାଳରେ ତାହାଙ୍କର ପ୍ରଶଂସା କର; ଉଚ୍ଚ କରତାଳ ଧ୍ୱନିରେ ତାହାଙ୍କର ପ୍ରଶଂସା କର; 6 ନିଃଶ୍ୱାସପ୍ରଶ୍ୱାସଧାରୀ ପ୍ରତ୍ୟେକ ପ୍ରାଣୀ ସଦାପ୍ରଭୁଙ୍କର ପ୍ରଶଂସା କରୁ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 150 / 150
Common Bible Languages
West Indian Languages
×

Alert

×

oriya Letters Keypad References