ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {#1ବିଜୟ ପାଇଁ ପ୍ରାର୍ଥନା } [QS][PS]*ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। *[PE][PBR]ସଦାପ୍ରଭୁ ସଙ୍କଟ ଦିନରେ ତୁମ୍ଭକୁ ଉତ୍ତର ଦେଉନ୍ତୁ; *[PE][QS]ଯାକୁବର ପରମେଶ୍ୱରଙ୍କ ନାମ ତୁମ୍ଭକୁ ରକ୍ଷା ସ୍ଥାପନ କରନ୍ତୁ; [QE]
2. [QS]ସେ ପବିତ୍ର ସ୍ଥାନରୁ ତୁମ୍ଭର ସାହାଯ୍ୟ ପଠାଉନ୍ତୁ, [QE][QS]ସିୟୋନଠାରୁ ତୁମ୍ଭକୁ ବଳବାନ କରନ୍ତୁ; [QE]
3. [QS]ତୁମ୍ଭର ନୈବେଦ୍ୟସବୁ ସ୍ମରଣ କରନ୍ତୁ, [QE][QS]ପୁଣି, ତୁମ୍ଭର ହୋମବଳି ଗ୍ରହଣ କରନ୍ତୁ; [QE][QS][ସେଲା] [QE]
4. [QS]ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରନ୍ତୁ [QE][QS]ଓ ତୁମ୍ଭର ଯୋଜନାସବୁ ସଫଳ କରନ୍ତୁ। [QE]
5. [QS]ଆମ୍ଭେମାନେ ତୁମ୍ଭ ପରିତ୍ରାଣରେ ଜୟଧ୍ୱନି କରିବୁ [QE][QS]ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ଆମ୍ଭେମାନେ ଧ୍ୱଜା ସ୍ଥାପନ କରିବୁ; [QE][QS]ସଦାପ୍ରଭୁ ତୁମ୍ଭର ସବୁ ନିବେଦନ ସିଦ୍ଧ କରନ୍ତୁ। [QE]
6. [QS]ଏବେ ମୁଁ ଜାଣୁଅଛି ଯେ, ସଦାପ୍ରଭୁ ଆପଣା ଅଭିଷିକ୍ତକୁ ଉଦ୍ଧାର କରନ୍ତି, [QE][QS]ସେ ଆପଣା ଡାହାଣ ହସ୍ତର ତ୍ରାଣ ଶକ୍ତିରେ [QE][QS]ନିଜ ପବିତ୍ର ସ୍ୱର୍ଗରୁ ତାହାକୁ ଉତ୍ତର ଦେବେ। [QE]
7. [QS]କେହି କେହି ରଥରେ ଓ କେହି କେହି ଅଶ୍ୱରେ ନିର୍ଭର କରନ୍ତି; [QE][QS]ମାତ୍ର ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଶକ୍ତିରେ ନିର୍ଭର କରୁ। [QE]
8. [QS]ସେମାନେ ନତ ହୋଇ ପତିତ ହୋଇଅଛନ୍ତି; [QE][QS]ମାତ୍ର ଆମ୍ଭେମାନେ ଉଠି ସଳଖ ଠିଆ ହେଉଅଛୁ। [QE]
9. [QS]ହେ ସଦାପ୍ରଭୁ, ପରିତ୍ରାଣ କର; [QE][QS]ଆମ୍ଭେମାନେ ଡାକିବା ବେଳେ ରାଜା ଆମ୍ଭମାନଙ୍କୁ ଉତ୍ତର ଦେଉନ୍ତୁ। [QE]
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 20 / 150
ବିଜୟ ପାଇଁ ପ୍ରାର୍ଥନା 1 *ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। *ସଦାପ୍ରଭୁ ସଙ୍କଟ ଦିନରେ ତୁମ୍ଭକୁ ଉତ୍ତର ଦେଉନ୍ତୁ; *ଯାକୁବର ପରମେଶ୍ୱରଙ୍କ ନାମ ତୁମ୍ଭକୁ ରକ୍ଷା ସ୍ଥାପନ କରନ୍ତୁ; 2 ସେ ପବିତ୍ର ସ୍ଥାନରୁ ତୁମ୍ଭର ସାହାଯ୍ୟ ପଠାଉନ୍ତୁ, ସିୟୋନଠାରୁ ତୁମ୍ଭକୁ ବଳବାନ କରନ୍ତୁ; 3 ତୁମ୍ଭର ନୈବେଦ୍ୟସବୁ ସ୍ମରଣ କରନ୍ତୁ, ପୁଣି, ତୁମ୍ଭର ହୋମବଳି ଗ୍ରହଣ କରନ୍ତୁ; *ସେଲା 4 ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରନ୍ତୁ ଓ ତୁମ୍ଭର ଯୋଜନାସବୁ ସଫଳ କରନ୍ତୁ। 5 ଆମ୍ଭେମାନେ ତୁମ୍ଭ ପରିତ୍ରାଣରେ ଜୟଧ୍ୱନି କରିବୁ ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ଆମ୍ଭେମାନେ ଧ୍ୱଜା ସ୍ଥାପନ କରିବୁ; ସଦାପ୍ରଭୁ ତୁମ୍ଭର ସବୁ ନିବେଦନ ସିଦ୍ଧ କରନ୍ତୁ। 6 ଏବେ ମୁଁ ଜାଣୁଅଛି ଯେ, ସଦାପ୍ରଭୁ ଆପଣା ଅଭିଷିକ୍ତକୁ ଉଦ୍ଧାର କରନ୍ତି, ସେ ଆପଣା ଡାହାଣ ହସ୍ତର ତ୍ରାଣ ଶକ୍ତିରେ ନିଜ ପବିତ୍ର ସ୍ୱର୍ଗରୁ ତାହାକୁ ଉତ୍ତର ଦେବେ। 7 କେହି କେହି ରଥରେ ଓ କେହି କେହି ଅଶ୍ୱରେ ନିର୍ଭର କରନ୍ତି; ମାତ୍ର ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଶକ୍ତିରେ ନିର୍ଭର କରୁ। 8 ସେମାନେ ନତ ହୋଇ ପତିତ ହୋଇଅଛନ୍ତି; ମାତ୍ର ଆମ୍ଭେମାନେ ଉଠି ସଳଖ ଠିଆ ହେଉଅଛୁ। 9 ହେ ସଦାପ୍ରଭୁ, ପରିତ୍ରାଣ କର; ଆମ୍ଭେମାନେ ଡାକିବା ବେଳେ ରାଜା ଆମ୍ଭମାନଙ୍କୁ ଉତ୍ତର ଦେଉନ୍ତୁ।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 20 / 150
×

Alert

×

Oriya Letters Keypad References