1. {ବିଜୟ ପାଇଁ ପ୍ରାର୍ଥନା} PS ସଦାପ୍ରଭୁ ସଙ୍କଟ ଦିନରେ ତୁମ୍ଭକୁ ଉତ୍ତର ଦେଉନ୍ତୁ;
ଯାକୁବର ପରମେଶ୍ୱରଙ୍କ ନାମ ତୁମ୍ଭକୁ ରକ୍ଷା ସ୍ଥାପନ କରନ୍ତୁ; |
5. ଆମ୍ଭେମାନେ ତୁମ୍ଭ ପରିତ୍ରାଣରେ ଜୟଧ୍ୱନି କରିବୁ
ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନାମରେ ଆମ୍ଭେମାନେ ଧ୍ୱଜା ସ୍ଥାପନ କରିବୁ; ସଦାପ୍ରଭୁ ତୁମ୍ଭର ସବୁ ନିବେଦନ ସିଦ୍ଧ କରନ୍ତୁ। |
6. ଏବେ ମୁଁ ଜାଣୁଅଛି ଯେ, ସଦାପ୍ରଭୁ ଆପଣା ଅଭିଷିକ୍ତକୁ ଉଦ୍ଧାର କରନ୍ତି,
ସେ ଆପଣା ଡାହାଣ ହସ୍ତର ତ୍ରାଣ ଶକ୍ତିରେ ନିଜ ପବିତ୍ର ସ୍ୱର୍ଗରୁ ତାହାକୁ ଉତ୍ତର ଦେବେ। |
7. କେହି କେହି ରଥରେ ଓ କେହି କେହି ଅଶ୍ୱରେ ନିର୍ଭର କରନ୍ତି;
ମାତ୍ର ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଶକ୍ତିରେ ନିର୍ଭର କରୁ। |