ଓଡିଆ ବାଇବଲ |

ଭାରତୀୟ ସଂଶୋଧିତ ସଂସ୍କରଣ (ISV)
ଗୀତସଂହିତା
1. {#1ସଦାପ୍ରଭୁ ମୋର ପ୍ରତିପାଳକ } [QS]
2. [PS]*ଦାଉଦଙ୍କର ଗୀତ। *[PE][PBR]ସଦାପ୍ରଭୁ ମୋହର ପ୍ରତିପାଳକ; *[PE][QS]ମୋହର ଅଭାବ ହେବ ନାହିଁ। *[PE][QS]ସେ କୋମଳ ତୃଣମୟ ସ୍ଥାନରେ ମୋତେ ଶୟନ କରାନ୍ତି; [QE][QS]ସେ ସ୍ଥିର ଜଳ ପାଖେ ପାଖେ ମୋତେ କଢ଼ାଇ ନିଅନ୍ତି। [QE]
3. [QS]ସେ ମୋ’ ପ୍ରାଣକୁ ସୁସ୍ଥ କରନ୍ତି, [QE][QS]ସେ ଆପଣା ନାମ ସକାଶୁ ଧର୍ମ ପଥରେ ମୋତେ କଢ଼ାଇ ନିଅନ୍ତି। [QE]
4. [QS]ଏଣୁ ମୁଁ ମୃତ୍ୟୁୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ [QE][QS]କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, [QE][QS]ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି। [QE]
5. [QS]ତୁମ୍ଭେ ମୋ’ ଶତ୍ରୁଗଣଙ୍କ ସାକ୍ଷାତରେ ମୋ’ ସମ୍ମୁଖରେ ମେଜ ସଜାଉଅଛ; [QE][QS]ତୁମ୍ଭେ ତୈଳରେ ମୋ’ ମସ୍ତକ ସିକ୍ତ କରିଅଛ; [QE][QS]ମୋ’ ପାନପାତ୍ର ଉଚ୍ଛୁଳି ପଡ଼ୁଅଛି। [QE]
6. [QS]ନିଶ୍ଚୟ ମଙ୍ଗଳ ଓ ଦୟା ମୋହର ଜୀବନଯାଏ ମୋହର ପଶ୍ଚାଦ୍‍ଗାମୀ ହେବ; [QE][QS]ପୁଣି, ମୁଁ ସର୍ବଦା ସଦାପ୍ରଭୁଙ୍କ ଗୃହରେ ବାସ କରିବି। [QE]

ରେକର୍ଡଗୁଡିକ

Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 23 / 150
ସଦାପ୍ରଭୁ ମୋର ପ୍ରତିପାଳକ 1 2 *ଦାଉଦଙ୍କର ଗୀତ। *ସଦାପ୍ରଭୁ ମୋହର ପ୍ରତିପାଳକ; *ମୋହର ଅଭାବ ହେବ ନାହିଁ। *ସେ କୋମଳ ତୃଣମୟ ସ୍ଥାନରେ ମୋତେ ଶୟନ କରାନ୍ତି; ସେ ସ୍ଥିର ଜଳ ପାଖେ ପାଖେ ମୋତେ କଢ଼ାଇ ନିଅନ୍ତି। 3 ସେ ମୋ’ ପ୍ରାଣକୁ ସୁସ୍ଥ କରନ୍ତି, ସେ ଆପଣା ନାମ ସକାଶୁ ଧର୍ମ ପଥରେ ମୋତେ କଢ଼ାଇ ନିଅନ୍ତି। 4 ଏଣୁ ମୁଁ ମୃତ୍ୟୁୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି। 5 ତୁମ୍ଭେ ମୋ’ ଶତ୍ରୁଗଣଙ୍କ ସାକ୍ଷାତରେ ମୋ’ ସମ୍ମୁଖରେ ମେଜ ସଜାଉଅଛ; ତୁମ୍ଭେ ତୈଳରେ ମୋ’ ମସ୍ତକ ସିକ୍ତ କରିଅଛ; ମୋ’ ପାନପାତ୍ର ଉଚ୍ଛୁଳି ପଡ଼ୁଅଛି। 6 ନିଶ୍ଚୟ ମଙ୍ଗଳ ଓ ଦୟା ମୋହର ଜୀବନଯାଏ ମୋହର ପଶ୍ଚାଦ୍‍ଗାମୀ ହେବ; ପୁଣି, ମୁଁ ସର୍ବଦା ସଦାପ୍ରଭୁଙ୍କ ଗୃହରେ ବାସ କରିବି।
Total 150 ଅଧ୍ୟାୟଗୁଡ଼ିକ, Selected ଅଧ୍ୟାୟ 23 / 150
×

Alert

×

Oriya Letters Keypad References