ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଗୀତସଂହିତା
1. {ସଦାପ୍ରଭୁ ମୋର ପ୍ରତିପାଳକ} [PS] ସଦାପ୍ରଭୁ ମୋହର ପ୍ରତିପାଳକ; [QBR] ମୋହର ଅଭାବ ହେବ ନାହିଁ। [QBR]
2. ସେ କୋମଳ ତୃଣମୟ ସ୍ଥାନରେ ମୋତେ ଶୟନ କରାନ୍ତି; [QBR] ସେ ସ୍ଥିର ଜଳ ପାଖେ ପାଖେ ମୋତେ କଢ଼ାଇ ନିଅନ୍ତି। [QBR]
3. ସେ ମୋ’ ପ୍ରାଣକୁ ସୁସ୍ଥ କରନ୍ତି, [QBR] ସେ ଆପଣା ନାମ ସକାଶୁ ଧର୍ମ ପଥରେ ମୋତେ କଢ଼ାଇ ନିଅନ୍ତି। [QBR]
4. ଏଣୁ ମୁଁ ମୃତ୍ୟୁୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ [QBR] କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, [QBR] ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି। [QBR]
5. ତୁମ୍ଭେ ମୋ’ ଶତ୍ରୁଗଣଙ୍କ ସାକ୍ଷାତରେ ମୋ’ ସମ୍ମୁଖରେ ମେଜ ସଜାଉଅଛ; [QBR] ତୁମ୍ଭେ ତୈଳରେ ମୋ’ ମସ୍ତକ ସିକ୍ତ କରିଅଛ; [QBR] ମୋ’ ପାନପାତ୍ର ଉଚ୍ଛୁଳି ପଡ଼ୁଅଛି। [QBR]
6. ନିଶ୍ଚୟ ମଙ୍ଗଳ ଓ ଦୟା ମୋହର ଜୀବନଯାଏ ମୋହର ପଶ୍ଚାଦ୍‍ଗାମୀ ହେବ; [QBR] ପୁଣି, ମୁଁ ସର୍ବଦା ସଦାପ୍ରଭୁଙ୍କ ଗୃହରେ ବାସ କରିବି। [PE]

Notes

No Verse Added

Total 150 Chapters, Current Chapter 23 of Total Chapters 150
ଗୀତସଂହିତା 23:24
1. {ସଦାପ୍ରଭୁ ମୋର ପ୍ରତିପାଳକ} PS ସଦାପ୍ରଭୁ ମୋହର ପ୍ରତିପାଳକ;
ମୋହର ଅଭାବ ହେବ ନାହିଁ।
2. ସେ କୋମଳ ତୃଣମୟ ସ୍ଥାନରେ ମୋତେ ଶୟନ କରାନ୍ତି;
ସେ ସ୍ଥିର ଜଳ ପାଖେ ପାଖେ ମୋତେ କଢ଼ାଇ ନିଅନ୍ତି।
3. ସେ ମୋ’ ପ୍ରାଣକୁ ସୁସ୍ଥ କରନ୍ତି,
ସେ ଆପଣା ନାମ ସକାଶୁ ଧର୍ମ ପଥରେ ମୋତେ କଢ଼ାଇ ନିଅନ୍ତି।
4. ଏଣୁ ମୁଁ ମୃତ୍ୟୁୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ
କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ,
ତୁମ୍ଭର ପାଞ୍ଚଣ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି।
5. ତୁମ୍ଭେ ମୋ’ ଶତ୍ରୁଗଣଙ୍କ ସାକ୍ଷାତରେ ମୋ’ ସମ୍ମୁଖରେ ମେଜ ସଜାଉଅଛ;
ତୁମ୍ଭେ ତୈଳରେ ମୋ’ ମସ୍ତକ ସିକ୍ତ କରିଅଛ;
ମୋ’ ପାନପାତ୍ର ଉଚ୍ଛୁଳି ପଡ଼ୁଅଛି।
6. ନିଶ୍ଚୟ ମଙ୍ଗଳ ଦୟା ମୋହର ଜୀବନଯାଏ ମୋହର ପଶ୍ଚାଦ୍‍ଗାମୀ ହେବ;
ପୁଣି, ମୁଁ ସର୍ବଦା ସଦାପ୍ରଭୁଙ୍କ ଗୃହରେ ବାସ କରିବି। PE
Total 150 Chapters, Current Chapter 23 of Total Chapters 150
×

Alert

×

oriya Letters Keypad References